ଶରଣକୁଳ (ଓଡ଼ିଶା ତାଜା ନ୍ୟୁଜ୍) (ନି.ପ୍ର ) :- ରାଜ୍ୟସ୍ତରୀୟ କବିତା ଓ ସାରସ୍ବତ ସମାରୋହ ଓ ସମ୍ବର୍ଦ୍ଧନା ଉତ୍ସବ ୨୦୨୫ ଶରଣକୁଳ ନିକଟସ୍ଥ ହରିହରପୁର ଗ୍ରୀନ କ୍ଲବ ଠାରେ ଅନୁଷ୍ଠିତ ହୋଇଯାଇଅଛି । ଏହି ଅବସରରେ ସମ୍ବର୍ଦ୍ଧନା ପାରିବାର ଶରଣକୁଳ ତରଫରୁ ନୟାଗଡ଼ ଜିଲ୍ଲାର ଆଦର୍ଶ ଶିକ୍ଷକ,ଲେଖକ ତଥା କବି ଡକ୍ଟର ପ୍ରତାପ କୁମାର ପରିଡ଼ାଙ୍କୁ ମାନପତ୍ର ଓ ଉତ୍ତରୀୟ ଦେଇ ଦୋମୋଦର ସ୍ମୃତି ସମ୍ମାନରେ ସମ୍ମାନିତ ଓ ସମ୍ବର୍ଦ୍ଧନା















