• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଙ୍କୀ ବ୍ଲକରେ କଟକ ଜିଲ୍ଲାପାଳଙ୍କ ଯୁଗ୍ମ ଜନଅଭିଯୋଗ ଶୁଣାଣି ଶିବିର,୧୪୬ଟି ଅଭିଯୋଗ ଫଇସଲା

Proprietor Abhimanyu Maharana by Proprietor Abhimanyu Maharana
December 2, 2025
in ଓଡ଼ିଶା, କଟକ, ହୋମ୍
0
ବାଙ୍କୀ ବ୍ଲକରେ କଟକ ଜିଲ୍ଲାପାଳଙ୍କ ଯୁଗ୍ମ ଜନଅଭିଯୋଗ ଶୁଣାଣି ଶିବିର,୧୪୬ଟି ଅଭିଯୋଗ ଫଇସଲା
Share on FacebookShare on TwitterWhatsapp

ବାଙ୍କୀ  (ଓଡ଼ିଶା ତାଜା ନ୍ୟୁଜ୍) (ନି.ପ୍ର ) :- ବାଙ୍କୀ ବ୍ଳକରେ ଏକ ଯୁଗ୍ମ ଜନଅଭିଯୋଗ ଶୁଣାଣି ଶିବିର କଟକ ଜିଲ୍ଲାପାଳ ଶ୍ରୀ ଦତ୍ତାତ୍ରୟ ଭାଉ ସାହେବ ସିନ୍ଧେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବାଙ୍କୀ ବ୍ଲକର ଜନସାଧାରଣ ଯୋଗଦେଇ ନିଜ ନିଜର ବ୍ୟକ୍ତିଗତ ଓ ସାମୂହିକ ସମସ୍ୟା ସଂପର୍କରେ ଅବଗତ କରାଇଥିଲେ । ବିଭିନ୍ନ ଅଭିଯୋଗ ମଧ୍ୟରେ ଆବାସ ଯୋଜନା, ବାର୍ଦ୍ଧକ୍ୟ ଭତ୍ତା, ବିଧବା ଭତ୍ତା, ଭିନ୍ନକ୍ଷମ ଭତ୍ତା, କୃଷି, ରାଜସ୍ୱ, ଫୌଜଦାରୀ, ସ୍ୱାସ୍ଥ୍ୟ,

ଶିକ୍ଷା ପ୍ରଭୃତି ବିଭିନ୍ନ ସମସ୍ୟା ସଂପର୍କୀତ ମୋଟ୍ ୧୪୬ଟି ଅଭିଯୋଗର ଶୁଣାଣି କରି କାର୍ଯ୍ୟାନୁଷ୍ଠାନ ନିମନ୍ତେ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ପ୍ରଦାନ କରିଥିଲେ । ଏହି ଅଭିଯୋଗ ଶୁଣାଣି ଶିବିରରେ କଟକ ଗ୍ରାମାଞ୍ଚଳ ଆରକ୍ଷୀ ଅଧିକ୍ଷକ ବିିନୀତ ଅଗ୍ରୱାଲ୍‌, ଅତିରିକ୍ତ ଜିଲ୍ଲାପାଳ ଶିବଟପ୍ପୋ, ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ପ୍ରଶାନ୍ତ କୁମାର ନାୟକ,

ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ଡା ପ୍ରଶାନ୍ତ କୁମାର ହୋତା, ବାଙ୍କୀ ଉପଜିଲ୍ଲାପାଳ ପ୍ରଣବ କୁମାର ବେହେରା, ଉପଖଣ୍ଡ ଆରକ୍ଷୀ ଅଧିକାରୀ ବାଳକୃଷ୍ଣ କହଁର, ଡମପଡ଼ା ତହସିଲଦାର ବୈଶାଖି ଲେଙ୍କା, ବାଙ୍କୀ ଏନ୍‌.ଏ.ସି କାର୍ଯ୍ୟର୍ନିବାହୀ ଅଧିକାରୀ ପ୍ରଫୁଲ୍ଲ କୁମାର ବିଶ୍ୱାଳଙ୍କ ସମେତ ଜିଲ୍ଲା ଓ ଉପଖଣ୍ଡର ସମସ୍ତ ଅଧିକାରୀଙ୍କ ସହିତ ବ୍ଲକର ସମସ୍ତ କର୍ମଚାରୀ ଉପସ୍ଥିତ ରହି ଶିବିରରେ ସହଯୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କଟକ ଚାଉଳିଆଗଞ୍ଜ ଥାନା କ୍ୱାର୍ଟର୍ସରୁ ଥାନା ଅଧିକାରୀ   ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘେରରେ

କଟକ ଚାଉଳିଆଗଞ୍ଜ ଥାନା କ୍ୱାର୍ଟର୍ସରୁ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘେରରେ

July 4, 2026
ରାଜ୍ୟରେ ଡାକ୍ତର ମାନଙ୍କ ଆନେ୍ଦାଳନ ପ୍ରସଙ୍ଗ

ରାଜ୍ୟରେ ଡାକ୍ତର ମାନଙ୍କ ଆନେ୍ଦାଳନ ପ୍ରସଙ୍ଗ

July 4, 2026
NAFED Odisha and GM University Collaborate to Celebrate Cooperative Week, Empowering Farmers of Western Odisha

NAFED Odisha and GM University Collaborate to Celebrate Cooperative Week, Empowering Farmers of Western Odisha

July 4, 2026
କଟକ ଜିଲ୍ଲାରେ ଚୋରା ନିଶା କାରବାର ମନା” ଅବକାରୀ ଅଧିକ୍ଷକ

କଟକ ଜିଲ୍ଲାରେ ଚୋରା ନିଶା କାରବାର ମନା” ଅବକାରୀ ଅଧିକ୍ଷକ

July 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କଟକ ଚାଉଳିଆଗଞ୍ଜ ଥାନା କ୍ୱାର୍ଟର୍ସରୁ ଥାନା ଅଧିକାରୀ   ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘେରରେ

କଟକ ଚାଉଳିଆଗଞ୍ଜ ଥାନା କ୍ୱାର୍ଟର୍ସରୁ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘେରରେ

July 4, 2026
ରାଜ୍ୟରେ ଡାକ୍ତର ମାନଙ୍କ ଆନେ୍ଦାଳନ ପ୍ରସଙ୍ଗ

ରାଜ୍ୟରେ ଡାକ୍ତର ମାନଙ୍କ ଆନେ୍ଦାଳନ ପ୍ରସଙ୍ଗ

July 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version