• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଜେପି ସରକାରରେ ଆଦିବାସୀ ଓ ଦଳିତବର୍ଗ ଚରମ ଅବହେଳାର ଶିକାର ହେଉଛନ୍ତି : ବିଜେଡି

Proprietor Abhimanyu Maharana by Proprietor Abhimanyu Maharana
December 2, 2025
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍
0
ବିଜେପି ସରକାରରେ ଆଦିବାସୀ ଓ ଦଳିତବର୍ଗ ଚରମ ଅବହେଳାର ଶିକାର ହେଉଛନ୍ତି : ବିଜେଡି
Share on FacebookShare on TwitterWhatsapp

ପ୍ରେସର କୁକର ଫାଟି ଗୁରୁତର ଆହତ ହୋଇଥିବା ଛାତ୍ରକୁ ଚିକିତ୍ସା ନଦେବା, ଏହାର ଜ୍ୱଳନ୍ତ ଉଦାହରଣ ନବରଙ୍ଗପୁର ଜିଲ୍ଲାର ଆଦିବାସୀ ଓ ଦଳିତ ହଷ୍ଟେଲରେ ଗତ ତିନି ମାସରେ ଛଅ ଜଣ ଛାତ୍ର ଛାତ୍ରୀଙ୍କ ମୃତୁ୍ୟ ଘଟିଛି ପରିସ୍ଥିତିରେ ସୁଧାର ନଆସିଲେ, ବିଜୁ ଜନତା ଦଳ ରାଜରାସ୍ତାକୁ ଓହ୍ଲାଇବ

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) (ନି.ପ୍ର ) :- ରାଜ୍ୟରେ ଆଦିବାସୀ ଓ ଦଳିତ ସମ୍ପ୍ରଦାୟର ଛାତ୍ର ଛାତ୍ରୀମାନଙ୍କ ପାଇଁ ଥିବା ହଷ୍ଟେଲ ଗୁଡିକରେ ବିଜେପି ସରକାର କ୍ଷମତାକୁ ଆସିବା ପରେ ସେମାନଙ୍କୁ ବିଭିନ୍ନ ଅବହେଳାର ଶିକାର ହେଉଛନ୍ତି ବୋଲି ବିଜୁ ଜନତା ଦଳ ଅଭିଯୋଗ କରିଛି । ନବରଙ୍ଗପୁର ଜିଲ୍ଲାରେ ଥିବା ହଷ୍ଟେଲ ଗୁଡିକରେ ଗତ ତିନି ମାସରେ ଛଅ ଜଣ ଛାତ୍ର ଛାତ୍ରୀ ଚିକିତ୍ସା ଅବହେଳାରେ ମୃତୁ୍ୟବରଣ କରିଛନ୍ତି ବୋଲି ବିଜେଡି ତଥ୍ୟ ରଖିବା ସହିତ ଏଥିପାଇଁ ବିଜେପି ସରକାରକୁ ଦାୟୀ କରିଛି ।

ଶଙ୍ଖଭବନ ଠାରେ ମଙ୍ଗଳବାର ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ଦଳର ବରିଷ୍ଠ ସାଧାରଣ ସମ୍ପାଦକ ତଥା ପୂର୍ବତନ ସାଂସଦ ଶ୍ରୀ ପ୍ରଦୀପ ମାଝୀ ଓ ଦଳର ମିଡ଼ିଆ ସଂଯୋଜକ ଡ. ପ୍ରିୟବ୍ରତ ମାଝୀ ରାଜ୍ୟ ବିଜେପି ସରକାରଙ୍କ ଉପରେ ବର୍ଷିଛନ୍ତି । ଗୋଟିଏ ସପ୍ତମ ଶ୍ରେଣୀ ଛାତ୍ର ହଷ୍ଟେଲରେ ପ୍ରେସର କୁକର ଫାଟି ଗୁରୁତର ହୋଇଥିଲେ ସୁଦ୍ଧା ତାଙ୍କୁ ୯ ଦିନ ପର୍ଯ୍ୟନ୍ତ ଚିକିତ୍ସା ପ୍ରଦାନ କରା ଯାଇନଥିଲା । ପୂର୍ବତନ ସାଂସଦ କୌଣସି ସୂତ୍ରରୁ ଖବର ପାଇ, ସେ ପୀଡିତା ଛାତ୍ରକୁ ଉଦ୍ଧାର କରିବା ସହିତ, ଜିଲ୍ଲାପାଳ ଓ ଅନ୍ୟ ପ୍ରଶାସନିକ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରି ତାର ଚିକିତ୍ସା ବ୍ୟବସ୍ଥା କରାଇଥିଲେ ।

ଶ୍ରୀ ମାଝି କହିଥିଲେ, ରାଜ୍ୟବାସୀଙ୍କୁ ସୁଶାସନ ଦେବାରେ ରାଜ୍ୟ ବିଜେପି ସରକାର ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି । ବିଜେପି ସରକାରଙ୍କ ଅପାରଗତା ଯୋଗୁ ସମସ୍ତ କ୍ଷେତ୍ରରେ ବିଫଳତା ଜଳ ଜଳ ହୋଇ ଦିଶୁଛି, ଯାହାକୁ ରାଜ୍ୟବାସୀ ଅନୁଭବ କରି ସାରିଲେଣି । ରାଜ୍ୟରେ, ଆଦିବାସୀ ମୁଖ୍ୟମନ୍ତ୍ରୀ ରହିଥିବା ବେଳେ, ଆଦିବାସୀ ଓ ଦଳିତ ବର୍ଗର ଲୋକମାନେ ସର୍ବାଧିକ ଅବହେଳାର ଶିକାର ହେଉଛନ୍ତି । ନବରଙ୍ଗପୁର ଜିଲ୍ଲାରେ ଜଣେ ସପ୍ତମ ଶ୍ରେଣୀ ଛାତ୍ର ହଷ୍ଟେଲରେ ପ୍ରେସର କୁକର ଫାଟି ଗୁରୁତର ହୋଇଥିଲେ ସୁଦ୍ଧା, କାଳେ ସରକାର ବଦନାମ ହୋଇଯିବେ ବୋଲି ପୀଡିତ ଛାତ୍ରକୁ ଦୀର୍ଘ ନଅ ଦିନ କାଳ ଚିକିତ୍ସା ପ୍ରଦାନ କରାନଯିବା ଏକ ସାଙ୍ଘାତିକ ଘଟଣା ।

ଏହି ହଷ୍ଟେଲରେ ରହୁଥିବା ଛାତ୍ର ଛାତ୍ରୀ ମାନେ ଗୁରୁତର ଅବହେଳାର ଶିକାର ହେଉଛନ୍ତି । ହଷ୍ଟେଲରେ ଥିବା ବେଳେ, ଛାତ୍ରଛାତ୍ରୀ ମାନେ ଅସୁସ୍ଥ ହେଲେ, ସେମାନଙ୍କୁ ଚିକିତ୍ସା ପ୍ରଦାନରେ ଅବହେଳା କରାଯାଉଛି । ଅସୁସ୍ଥ ପିଲାମାନଙ୍କୁ ହସ୍ପିଟାଲ ନେବା ପାଇଁ ଆମ୍ୱୁଲାନ୍ସ ଯୋଗାଇ ଦିଆ ଯାଇପାରୁ ନାହିଁ । ଗତ ତିନି ମାସରେ, ହଷ୍ଟେଲରେ ଥିବା ସମୟରେ ଅସୁସ୍ଥ ହୋଇ ଛଅ ଜଣ ଛାତ୍ର ଛାତ୍ରୀ ଉପଯୁକ୍ତ ଚିକିତ୍ସା ଅଭାବରୁ ପ୍ରାଣ ହରାଇଛନ୍ତି ।

ଏମାନେ ଗୁରୁତର ହେବା ପରେ, ଅଧିକାରୀ ମାନେ ହସ୍ପିଟାଲକୁ ଅଟୋରେ ନେଉଛନ୍ତି । ମୃତ ଛାତ୍ର ଛାତ୍ରୀଙ୍କ ମଧ୍ୟରୁ, ପ୍ରାୟ ତିନି ଜଣ ଅଧା ରାସ୍ତାରେ ପ୍ରାଣ ହରାଇଛନ୍ତି । ଡ. ପ୍ରିୟବ୍ରତ ମାଝୀ କହିଥିଲେ, ଆଦିବାସୀ ଓ ଦଳିତ ବର୍ଗର ଛାତ୍ର ଛାତ୍ରୀ ମାନଙ୍କ ପ୍ରତି ଏପରି ଅବହେଳାକୁ ବିଜୁ ଜନତା ଦଳ ବରଦାସ୍ତ କରିବ ନାହିଁ । ରାଜ୍ୟ ବିଜେପି ସରକାରଙ୍କୁ ଆମେ ଚେତାବନୀ ଦେଉଛୁ, ଯଦି ପରିସ୍ଥିତିରେ ତୁରନ୍ତ ସୁଧାର ନଆସେ, ବିଜୁ ଜନତା ଦଳ ରାଜରାସ୍ତାକୁ ଓହ୍ଲାଇବ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୁରୀରେ ସ୍ଥାୟୀ ସାର୍ବଜନୀନ ୟୁରିନାଲ୍ ନିର୍ମାଣ ଓ ନିୟମିତ ସଫେଇ ଦାବିରେ ପୁରୀ ମହାନଗର ନିଗମ କମିଶନରଙ୍କୁ ଦାବିପତ୍ର ପ୍ରଦାନ

ସ୍ବାଧୀନତା ଦିବସ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

August 4, 2026

ପୁରୀ ସଦର ବିଧାନସଭା ନିର୍ବାଚନ ମଣ୍ଡଳୀର ସ୍ବତନ୍ତ୍ର ସଘନ ପ୍ରକ୍ରିୟା ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

ପୁରୀ ସଦର ବିଧାନସଭା ନିର୍ବାଚନ ମଣ୍ଡଳୀର ସ୍ବତନ୍ତ୍ର ସଘନ ପ୍ରକ୍ରିୟା ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

August 4, 2026
ରଥଯାତ୍ରାରେ ଉଲ୍ଲେଖନୀୟ ସେବା ପାଇଁ ସଫେଇ କର୍ମଚାରୀ ସମ୍ମାନିତ

ରଥଯାତ୍ରାରେ ଉଲ୍ଲେଖନୀୟ ସେବା ପାଇଁ ସଫେଇ କର୍ମଚାରୀ ସମ୍ମାନିତ

August 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁରୀରେ ସ୍ଥାୟୀ ସାର୍ବଜନୀନ ୟୁରିନାଲ୍ ନିର୍ମାଣ ଓ ନିୟମିତ ସଫେଇ ଦାବିରେ ପୁରୀ ମହାନଗର ନିଗମ କମିଶନରଙ୍କୁ ଦାବିପତ୍ର ପ୍ରଦାନ

ସ୍ବାଧୀନତା ଦିବସ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

August 4, 2026
ପୁରୀରେ ସ୍ଥାୟୀ ସାର୍ବଜନୀନ ୟୁରିନାଲ୍ ନିର୍ମାଣ ଓ ନିୟମିତ ସଫେଇ ଦାବିରେ ପୁରୀ ମହାନଗର ନିଗମ କମିଶନରଙ୍କୁ ଦାବିପତ୍ର ପ୍ରଦାନ

ପୁରୀରେ ସ୍ଥାୟୀ ସାର୍ବଜନୀନ ୟୁରିନାଲ୍ ନିର୍ମାଣ ଓ ନିୟମିତ ସଫେଇ ଦାବିରେ ପୁରୀ ମହାନଗର ନିଗମ କମିଶନରଙ୍କୁ ଦାବିପତ୍ର ପ୍ରଦାନ

August 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version