• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଚନ୍ଦନପୁର ବଡଧରଣ ଡକାୟତରେ ୪ ଗିରଫ – ସୁନା, ରୂପା ଟଙ୍କା ଓ ପିସ୍ତଲ ଜବତ

Proprietor Abhimanyu Maharana by Proprietor Abhimanyu Maharana
December 2, 2025
in ଅପରାଧ, ଓଡ଼ିଶା, ପୁରୀ, ହୋମ୍
0
ଚନ୍ଦନପୁର ବଡଧରଣ ଡକାୟତରେ ୪ ଗିରଫ – ସୁନା, ରୂପା ଟଙ୍କା ଓ ପିସ୍ତଲ ଜବତ
Share on FacebookShare on TwitterWhatsapp

ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) (ନି.ପ୍ର ) :- ଚନ୍ଦନପୁର ଥାନା ଅନ୍ତର୍ଗତ ସମଯାଜପୁର ରେଲୱେ ଓଭରବ୍ରିଜ ନିକଟରେ ନଭେମ୍ବର ୨୦ ତାରିଖରେ ସକାଳ ସାଢେ ୯ଟାରେ ଏକ ବଡଧରଣର ସୁନା ରୂପା ଓ ଟଙ୍କା ଚୋରି ଘଟଣାରେ ପୁରୀ ପୋଲିସ ୪ଜଣ ଅଭିଯୁକ୍ତଙ୍କୁ ଧରିବାରେ ସଫଳ ହୋଇଛି । ଏ ସମ୍ପର୍କରେ ମଙ୍ଗଳବାର ଅପରାହ୍ନରେ ଏସପିଙ୍କ କାର୍ଯ୍ୟାଳୟ ଠାରେ ସାମ୍ବାଦିକ ସମ୍ମିଳନୀରେ ଏସପି ପ୍ରତୀକ ସିଂଙ୍କ ସୂଚନା ଦେଇଛନ୍ତି । ଘଟଣାରୁ ପ୍ରକାଶ ଯେ ନଭେମ୍ବର ୨୦ ତାରିଖରେ ଚନ୍ଦନପୁର ଥାନା ନିକଟସ୍ଥ ଦାମୋଦରପୁର ବଜାରରେ ରାଧାକୃଷ୍ଣ ଜୁଏଲାରୀ ମାଲିକ ସଞ୍ଜୟ କୁମାର ଦାସ ଗୋଟିଏ ବ୍ଯାଗରେ ସୁନା ରୂପା ଅଳଙ୍କାର ଓ ନଗଦ ଟଙ୍କା ଧରି କାରରେ ଭୁବନେଶ୍ବର ଅଭିମୁଖେ ଯାଉଥିଲେ ।

ଓଭରବ୍ରିଜ ନିକଟରେ କେତେକ ଦୁର୍ବୃତ୍ତ ମାଉଜର ଦେଖାଇ ବ୍ୟାଗଟିକୁ ଛଡାଇ ନେଇଥିଲେ । ଏ ସମ୍ପର୍କରେ ଚନ୍ଦନପୁର ଥାନାରେ ୨୬୪/୨୫ରେ ମାମଲା ରୁଜୁ ହେବା ପରେ ଏସପିଙ୍କ ନିର୍ଦ୍ଦେଶରେ ଏକ ଟିମ ଗଠିତ ହୋଇଥିଲା । ରାଧାକୃଷ୍ଣ ଜୁଏଲାରୀ ମାଲିକଙ୍କ ଗ୍ରାମର ଟୁକୁ ନାୟକ ଓରଫ ଟୁକୁଲା ବୀରନରସିଂହପୁର ଠାରେ ନିଳକଣ୍ଠ ଜୁଏଲାରୀ କରି ସଞ୍ଜୟଙ୍କ ସହ ବ୍ଯବସାୟ କରୁଥିଲେ । ସେ ଚୋରି କରିବା ପାଇଁ ଯୋଜନା କରିଥିଲା ।

ଚୋରିର ୧୦ ଦିନ ପୂର୍ବରୁ ପୁରୀ ଭିଆଇପି ରୋଡ ବେ ପ୍ରିମିୟମ ହୋଟେଲରେ କାମ କରୁଥିବା ପ୍ରଶାନ୍ତ ପ୍ରଧାନଙ୍କ ସହ ଯୋଗାଯୋଗ କରିଥିଲା । ପ୍ରଶାନ୍ତ ୩ଜଣଙ୍କୁ ଆନ୍ଧ୍ରପ୍ରଦେଶରୁ ଆଣିଥିଲା ।ସେମାନେ ସ୍କୋଡା କାରରେ ପୁରୀ ଆସି ହୋଟେଲରେ ରହିଥିଲେ । ଘଟଣା ଦିନ ସମଯାଜପୁର ଠାରେ ରକି କରିଥିଲେ । ଏମବିଏ କରୁଥିବା ଛାତ୍ର ସୁବ୍ରଜିତ ମହାନ୍ତି ପିସ୍ତଲ ଦେଖାଇ ଟଙ୍କା ବ୍ଯାଗ ଛଡାଇ ନେଇଥିଲେ । ଏହି ଘଟଣାରେ ୭୮ ଲକ୍ଷ ୯୬ ହଜାର ଟଙ୍କାର ଅଳଙ୍କାର ଓ ଟଙ୍କା ଜବତ କରାଯାଇଛି । ଅଭିଯୁକ୍ତ ମାନେ ଜଗନ୍ନାଥ ସଡ଼କ ଦେଇ ବାଲୁଗାଁ ଠାରେ ଟଙ୍କା ବଣ୍ଟାବଣ୍ଟି କରି ଖସି ଯାଇଥିଲେ ।

ଅଭିଯୁକ୍ତ ମାନେ ହେଲେ ଚନ୍ଦନପୁର ଥାନା ଦୋଳଗୋବିନ୍ଦପୁରର ଟୁକୁ ନାୟକ ଓ ଟୁକୁଲା ବୟସ (୪୫), ଖୋର୍ଦ୍ଧା ଜିଲ୍ଲା ବାଣପୁରର ପ୍ରଶାନ୍ତ ପ୍ରଧାନ, ଆନ୍ଧ୍ରପ୍ରଦେଶ ବିଶାଖପାଟଣା ବେଟାପୁରମ୍ କଲୋନୀର ଏମ ଗୌତମ (୨୪), ବାଲେଶ୍ବର ଜିଲ୍ଲା ଜଳେଶ୍ବର ଅନ୍ତର୍ଗତ ନାପ ଗ୍ରାମର ସୁଭ୍ରଜିତ ମହାନ୍ତି (୨୨)ଯିଏ ଭୁବନେଶ୍ବର ପଟିଆ ସ୍ମୃତି ଏକାଡେମୀ ଅଫ ମ୍ୟାନେଜମେଣ୍ଟ ଏମବିଏ ଛାତ୍ର । ଜବତ ହୋଇଥିବା ଅଳଙ୍କାର ଓ ଟଙ୍କା ମଧ୍ଯରେ ୧୩୨ ଗ୍ରାମର ୮ଟି ସୁନାହାର ,୩୧ କେଜି ରୂପା ହାର ୬ ଲକ୍ଷ ନଗଦ ଟଙ୍କା ,ସ୍କୋଡା କାର ନମ୍ବର ଏପି ୦୫ସିୱାଇ ୮୬୫୬ ,ଗୋଟିଏ ଟିଭିଏସ ମଟରସାଇକେଲ, ଗୋଟିଏ ପିସ୍ତଲ, ମାଗାଜିନ ଓ ଦୁଇଟି ଜୀବନ୍ତ ଗୁଳି ଜଗତ କରାଯାଇଛି । ସମସ୍ତ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

April 28, 2026
ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

April 27, 2026
ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବିକାଶ ପଥରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାଂଘାତିକ ଅଭିଯୋଗ

ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବିକାଶ ପଥରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାଂଘାତିକ ଅଭିଯୋଗ

April 27, 2026
ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

April 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

April 28, 2026
ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

April 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version