• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କବି ସମ୍ମିଳନୀ ଓ ଗଣମାଧ୍ୟମ ପ୍ରଚାର ପ୍ରସାର କମିଟି ବୈଠକ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
December 4, 2025
in ଓଡ଼ିଶା, ଗଜପତି, ହୋମ୍
0
କବି ସମ୍ମିଳନୀ ଓ ଗଣମାଧ୍ୟମ ପ୍ରଚାର ପ୍ରସାର କମିଟି ବୈଠକ ଅନୁଷ୍ଠିତ
Share on FacebookShare on TwitterWhatsapp

ମାଲକାନଗିରି (ଓଡ଼ିଶା ତାଜା ନ୍ୟୁଜ୍) (ନି.ପ୍ର ) :- ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ ଙ୍କ ନିର୍ଦ୍ଦେଶ କ୍ରମେ ଚଳିତ ବର୍ଷ ମାଲ୍ୟବନ୍ତ ମହୋତ୍ସବରେ କବି ସମ୍ମିଳନୀ ଆୟୋଜନ କରାଯିବ ।  ଏଥି ନିମନ୍ତେ ଆଜି ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ ବେଦବର ପ୍ରଧାନ ଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳ କାର୍ଯ୍ୟାଳୟ ସ୍ଥିତ ଏଫଏଲସି ହଲ୍ ଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାର ସାରସ୍ୱତ ସାଧକ ମାନଙ୍କୁ ଏଥିରେ ଭାଗ ନେବା ପାଇଁ ଆମନ୍ତ୍ରଣ କରାଯାଇଛି । ବୈଠକର ନିଷ୍ପତ୍ତି ଅନୁଯାୟୀ  ୮ ଡିସେମ୍ବର ସୁଦ୍ଧା ଜିଲ୍ଲା ସୂଚନା ଓ ଲୋକସଂପର୍କ କାର୍ଯ୍ୟାଳୟ ଠାରେ ଇଚ୍ଛୁକ କବି ନିଜ ନାମ ପଞ୍ଜିକରଣ କରାଇ ନେବେ ।

ଡିସେମ୍ବର ୧୦ ରେ ସଂସ୍କୃତି ଭବନ ଠାରେ ଅପରାହ୍ନ ୨ ଟାରେ କାର୍ଯ୍ୟକ୍ରମ ଆରମ୍ଭ ହେବ । ଏହି ବୈଠକରେ ଡିପିଏମୟୁ ଉପ ନିର୍ଦ୍ଦେଶକ ଗୋଲକ ଦଳେଇ ବିସ୍ତୃତ ବିବରଣୀ ଉପସ୍ଥାପନ କରିଥିଲେ ।  ଅନ୍ୟ ମାନଙ୍କ ମଧ୍ୟରେ କମିଟି ସଦସ୍ୟ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରମିଳା ମାଝୀ, ଜିଲ୍ଲା ସଂସ୍କୃତି ଅଧିକାରୀ ସନ୍ତ୍ରାସ ନାରାୟଣ ପଣ୍ଡା, ପ୍ରକାଶ ପଟ୍ଟନାୟକ, ରତ୍ନାକର ଦାସ, ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ଦୁଷ୍ମନ୍ତ ଜେନା ଓ ଦୁର୍ଯ୍ୟଧନ ହନ୍ତାଳ ଉପସ୍ଥିତ ରହି ନିଜର ମତାମତ ଦେଇଥିଲେ ।

ସେହିପରି ଚଳିତ ବର୍ଷ ମାଲ୍ୟବନ୍ତ ମହୋତ୍ସବର ପ୍ରଚାର ପ୍ରସାର ପାଇଁ ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ ଙ୍କ ଅଧ୍ୟକ୍ଷତା ରେ ଗଣମାଧ୍ୟମ ପ୍ରତିନିଧି ଏବଂ କମିଟି ସଦସ୍ୟଙ୍କ ସହ ଆଲୋଚନା କରାଯାଇଛି । ମହୋତ୍ସବର ପ୍ରଚାର ପ୍ରସାର ପାଇଁ ଗୋଟିଏ ରଥ ସମଗ୍ର ଜିଲ୍ଲା ଭ୍ରମଣ କରିବ । ଏଥିରେ ସ୍ବାସ୍ଥ୍ୟ ଓ କୃଷି ବିଭାଗ ସହଯୋଗ କରିବେ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଛି । ସେହିପରି ଫଟୋଗ୍ରାଫି ଓ ଭିଡ଼ିଓଗ୍ରାଫି ପ୍ରତିଯୋଗିତା କରିବା ପାଇଁ ମଧ୍ୟ ବୈଠକରେ ନିଷ୍ପତ୍ତି ନିଆଯାଇଛି । ମହୋତ୍ସବକୁ କିଭଳି ବ୍ୟାପକ ଓ ସୁଦୂର ପ୍ରସାରି କରି ପାରିବା ସେଥି ନିମନ୍ତେ ଅତିରିକ୍ତ ଜିଲ୍ଲାପାଳ ସମସ୍ତଙ୍କର ସହଯୋଗ କାମନା କରିଥିଲେ । ଏଥିରେ ସ୍ବାସ୍ଥ୍ୟ କାର୍ଯ୍ୟକ୍ରମ ପରିଚାଳିକା ଡଃ ମୌସୁମୀ ମିଶ୍ର, ଆସିଷ୍ଟାଣ୍ଟ ମ୍ୟାନେଜର କ୍ୱାଲିଟି ସଚିନ୍ ଦେବ ଗୌଡ, କୃଷି ବିଭାଗରୁ ଆଶିଷ ଦୋରା ଙ୍କ ସମେତ ସମସ୍ତ ଗଣମାଧ୍ୟମ ପ୍ରତିନିଧି ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

April 29, 2026
ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

April 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version