• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବ୍ଲକ ସ୍ତରୀୟ ବାଲ ବୈଜ୍ଞାନିକ ମେଳାରେ ପିଲାମାନଙ୍କ ନବ ଆବିଷ୍କାରର ଝଲକ

Proprietor Abhimanyu Maharana by Proprietor Abhimanyu Maharana
December 4, 2025
in ଓଡ଼ିଶା, ନୟାଗଡ଼ ନିଉଜ୍, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ବ୍ଲକ ସ୍ତରୀୟ ବାଲ ବୈଜ୍ଞାନିକ ମେଳାରେ ପିଲାମାନଙ୍କ ନବ ଆବିଷ୍କାରର ଝଲକ
Share on FacebookShare on TwitterWhatsapp

ରଣପୁର (ଓଡ଼ିଶା ତାଜା ନ୍ୟୁଜ୍) (ନି.ପ୍ର ) :- ରଣପୁର ବ୍ଲକ ମଝିଆଖଣ୍ଡ ଉଚ୍ଚ ବିଦ୍ୟାଳୟରେ ବୁଧବାର ଦିନ ବ୍ଲକ ସ୍ତରୀୟ ବାଲ ବୈଜ୍ଞାନିକ ମେଳା ଉତ୍ସାହପୂର୍ଣ୍ଣ ପରିବେଶରେ ଆୟୋଜିତ ଉଦଯାପିତ ହୋଇଯାଇଛି | ଏହି କାର୍ଯ୍ୟକ୍ରମର ରଣପୁର ବ୍ଲକ ଶିକ୍ଷା ଅଧିକାରୀ ପିଣ୍ଟୁ କୁମାର ପ୍ରଧାନଙ୍କ ସଭାପତିତ୍ବରେ ଆୟୋଜିତ ଉଦଘାଟନୀ ସଭାରେ ମୁଖ୍ୟ ଅତିଥି ଭାବେ ରଣପୁର ବ୍ଲକ ଚେୟାରମ୍ୟାନ ନିର୍ମଳା ବେହେରା,

ମୁଖ୍ୟ ବକ୍ତା ଭାବେ ରଣପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ମନୋଜ କୁମାର ନାୟକ, ସମ୍ମାନିତ ଅତିଥି ଭାବେ ସାଂସଦ ପ୍ରତିନିଧି ତଥା ଆଇନିଜିବି ପ୍ରିୟବ୍ରତ ପ୍ରହରାଜ, ରଘୁନାଥ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ବସନ୍ତ କୁମାର ସାହୁ, ସରପଞ୍ଚ ମଧୁମିତା ତରାଇ, ମଣ୍ଡଳ ସାଧନ କେନ୍ଦ୍ର ସଂଯୋଜକ ରସାନନ୍ଦ ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ | କାର୍ଯ୍ୟକ୍ରମର ଅୟମାରମ୍ଭ ଅତିଥିମାନଙ୍କ ଦ୍ୱାରା ପରମ୍ପରାଗତ ଭାବେ ଜଗତର ନାଥ ଜଗନ୍ନାଥଙ୍କ ନିକଟରେ ପ୍ରଦୀପ ପ୍ରଜ୍ୱଳନ କରାଯାଇ କରାଯାଇଥିଲା |

ମୁଖ୍ୟ ବକ୍ତା ଭାବେ ଯୋଗ ଦେଇଥିବା ଶ୍ରୀ ନାୟକ କହିଥିଲେ, “ଏପରି ମେଳା ଛୋଟଦିନରୁ ବୈଜ୍ଞାନିକ ଚେତନା ଓ ନବଚିନ୍ତନ ଶକ୍ତିକୁ ଉତ୍ତେଜିତ କରେ, ଯାହା ଭବିଷ୍ୟତରେ ଦେଶ ଗଠନରେ ଦୈନିକ ଭୁମିକା ନେବ।” | ମୁଖ୍ୟ ଅତିଥି ଶ୍ରୀମତୀ ବେହେରା କହିଥିଲେ, ଏହି ବିଜ୍ଞାନ ମେଳା ପିଲାଙ୍କୁ ନୂତନ ଅନୁସନ୍ଧାନ ପାଇଁ ପ୍ରେରଣା ଯୋଗାଇ ଥାଏ |

ଏଥିରେ ବ୍ଲକର ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ଅଧିକରେ ଶ୍ରେଷ୍ଠ ପ୍ରକଳ୍ପ ସହ ମୋଟ ୭୦୦ ଶିକ୍ଷାର୍ଥୀ ଓ ୨୫୦ଜଣ ଗାଇଡ଼ ଶିକ୍ଷକ ଶିକ୍ଷୟତ୍ରୀ ଅଂଶଗ୍ରହଣ କରିଥିଲେ | ଏଥିରେ ୨୪୩ ଟି ପ୍ରକଳ୍ପ ଆସିଥିଲା | ଏହି ପ୍ରକଳ୍ପଗୁଡିକ ମଧ୍ୟରୁ ବାଲ ବୈଜ୍ଞାନିକ ପ୍ରକଳ୍ପରୁ ଶ୍ରେଷ୍ଠ ୭ଟି ପ୍ରକଳ୍ପ, ପରିବେଶ ଭିତ୍ତିକ ଶ୍ରେଷ୍ଠ ୭ଟି ପ୍ରକଳ୍ପ ଓ ଉପ କନିଷ୍ଠ ବିଭାଗରେ ଶ୍ରେଷ୍ଠ ୩ ଟି ପ୍ରକଳ୍ପ ଜିଲ୍ଲା ସ୍ତରକୁ ମନୋନୀତ ହୋଇଥିବା ଜଣାପଡିଛି |

ମେଳାରେ ପ୍ରାକୃତିକ ସମସ୍ୟାର ସାଇନ୍ଟିଫିକ ସମାଧାନ, ନବୀନ ଆବିଷ୍କାର, ପରିବେଶ ସୁରକ୍ଷା, ନବୀକରଣଯୋଗ୍ୟ ଶକ୍ତି, ମଡେଲ ନିର୍ମାଣ, ସ୍ମାର୍ଟ ଟେକ୍ନୋଲୋଜି ସହ ଅନେକ ଆକର୍ଷଣୀୟ ମଡେଲ ପ୍ରଦର୍ଶନୀ କରାଯାଇଥିଲା। ଶିକ୍ଷକ, ଅଭିଭାବକ ଓ ଅନ୍ୟାନ୍ୟ ଉତ୍ସୁକ ପରିଦର୍ଶକମାନେ ପିଲାମାନଙ୍କ ଜ୍ଞାନ ଓ ନୂତନ ଚିନ୍ତାଧାରାକୁ ଅଭିନନ୍ଦନ ଜଣାଇଛନ୍ତି |

ଅପରାହ୍ନରେ ଆୟୋଜିତ ଉଡ଼ାଯାପାନୀ ସଭାରେ ଅତିଥି ଭାବେ ଜିଲ୍ଲା ଶିକ୍ଷକ ପ୍ରଶିକ୍ଷକ ପ୍ରତିଷ୍ଠାନର ଅଧ୍ୟକ୍ଷ ବିଜୟ କୁମାର ତ୍ରିପାଠୀ, ବାଚସ୍ପତିଙ୍କ ପ୍ରତନିଧି ତଥା ଯୁବ ସମାଜସେବୀ ଅଭିଷେକ ସାମନ୍ତରାୟ, ଜିଲ୍ଲା ପରିଷଦ ସଭ୍ୟା ଲକ୍ଷ୍ମୀପ୍ରିୟା ତରେଇ, ସହକାରୀ ବ୍ଲକ ଶିକ୍ଷା ଅଧିକାରିଣୀ ଲକ୍ଷ୍ମୀ ଦେଇ ପ୍ରମୁଖ ଯୋଗ ଦେଇଥିଲେ | ଅତିଥିମାନେ ପିଲାଙ୍କୁ ଉତ୍ସାହିତ ତଥା ଆଗକୁ ବଢିବା ପାଇଁ ଅଭିଭାଷଣ ମାଧ୍ୟମରେ ବହୁ ପ୍ରେରଣା ଦେଇଥିଲେ |

ପରେ ବିଭିନ୍ନ ବର୍ଗରେ ଶ୍ରେଷ୍ଠ ପ୍ରକଳ୍ପଗୁଡ଼ିକୁ ପୁରସ୍କାର ପ୍ରଦାନ କରାଯାଇଥିଲା | ମେଳାର ସଫଳ ଆୟୋଜନ ପାଇଁ ଶିକ୍ଷା ବିଭାଗ, ଶିକ୍ଷକମଣ୍ଡଳୀ ଓ ସ୍ଥାନୀୟ ପ୍ରଶାସନ ପ୍ରଶଂସା ଅର୍ଜନ କରିଛନ୍ତି। ଏହି କାର୍ଯ୍ୟକ୍ରମ ସଫଳ ପରିଚାଳନାରେ ସମସ୍ତ ସାଧନ କେନ୍ଦ୍ର ସଂଯୋଜକ, ବିଭିନ୍ନ ଶିକ୍ଷକ ସଂଗଠନ, ବିଦ୍ୟାଳୟ ପରିଚାଳନା କମିଟି, ଅଞ୍ଚଳବାସୀ ଓ ଶିକ୍ଷକ ଶିକ୍ଷୟତ୍ରୀ ସମ୍ପୂର୍ଣ ସହଯୋଗ କରିଥିଲେ |

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଥଖଳା ହାଲଚାଲ – ୩ୟ ଦିନ ତୁମ୍ବ କଟା ଓ ଗୋଳେଇ ଚାଲିଛି

ରଥଖଳା ହାଲଚାଲ – ୩ୟ ଦିନ ତୁମ୍ବ କଟା ଓ ଗୋଳେଇ ଚାଲିଛି

April 25, 2026
ଶ୍ରୀମନ୍ଦିର ର ଶୁଦ୍ଧ ସୁଆର ଓ ଦଇତାପତି ସେବକ ନିଲମ୍ବିତ

ଶ୍ରୀମନ୍ଦିର ର ଶୁଦ୍ଧ ସୁଆର ଓ ଦଇତାପତି ସେବକ ନିଲମ୍ବିତ

April 25, 2026
ମହିଳା ବିଲ ସଂରକ୍ଷଣ ପ୍ରସଙ୍ଗରେ କଂଗ୍ରେସର ସାମ୍ବାଦିକ ସମ୍ମିଳନୀ

ମହିଳା ବିଲ ସଂରକ୍ଷଣ ପ୍ରସଙ୍ଗରେ କଂଗ୍ରେସର ସାମ୍ବାଦିକ ସମ୍ମିଳନୀ

April 25, 2026
ବ୍ଲକ ସ୍ତରୀୟ ପଞ୍ଚାୟତରାଜ ଦିବସ ପାଳନ

ବ୍ଲକ ସ୍ତରୀୟ ପଞ୍ଚାୟତରାଜ ଦିବସ ପାଳନ

April 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଥଖଳା ହାଲଚାଲ – ୩ୟ ଦିନ ତୁମ୍ବ କଟା ଓ ଗୋଳେଇ ଚାଲିଛି

ରଥଖଳା ହାଲଚାଲ – ୩ୟ ଦିନ ତୁମ୍ବ କଟା ଓ ଗୋଳେଇ ଚାଲିଛି

April 25, 2026
ଶ୍ରୀମନ୍ଦିର ର ଶୁଦ୍ଧ ସୁଆର ଓ ଦଇତାପତି ସେବକ ନିଲମ୍ବିତ

ଶ୍ରୀମନ୍ଦିର ର ଶୁଦ୍ଧ ସୁଆର ଓ ଦଇତାପତି ସେବକ ନିଲମ୍ବିତ

April 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version