ନୟାଗଡ଼ (ଓଡ଼ିଶା ତାଜା ନ୍ୟୁଜ୍) (ନି.ପ୍ର ) :- ନୟାଗଡ଼ ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ମାର୍ଗଦର୍ଶନ କମିଟି ର ଏକ ମହତ୍ତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକ ରେ ନୟାଗଡ଼ ଜିଲ୍ଲାରୁ ଉତ୍ପାଦିତ ଦ୍ରବ୍ୟ ଗୁଡ଼ିକ ର ବ୍ରାଣ୍ଡିଂ ଏବଂ ପ୍ୟାକେଜିଙ୍ଗ ଉପରେ ବିଚାର ବିମର୍ଶ କରାଯାଇଥିଲା ।















