• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

କରୋନା ଯୋଦ୍ଧା ଯୁଗଳ ପୁଷ୍ପାଞ୍ଜଳି ଓ ବିମଳ କରୋନା ରେ ଆକ୍ରାନ୍ତ

Proprietor Abhimanyu Maharana by Proprietor Abhimanyu Maharana
September 18, 2020
in Uncategorized
0
କରୋନା ଯୋଦ୍ଧା ଯୁଗଳ ପୁଷ୍ପାଞ୍ଜଳି ଓ ବିମଳ କରୋନା ରେ ଆକ୍ରାନ୍ତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୮ ସେପ୍ଟେମ୍ବର ଶୁକ୍ରବାର ) ନୂଆଦିଲ୍ଲୀ :- ଦିଲ୍ଲୀ ର ପ୍ରବାସୀ ଓଡ଼ିଆ ମାନଂକ ମହଲ ରେ କରୋନା ଯୋଦ୍ଧା ଭାବ ରେ ସୂପରହିଟ ଦମ୍ପତ୍ତି ବିମଳ ଭଲ ଓ ପୁଷ୍ପାଞ୍ଜଳି ବାରିକ ଉଭୟ ଏବେ କରୋନା ରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି | ଦାତବ୍ୟ ସଂସ୍ଥା ମହାକାଂକ୍ଷା ଫାଉଣ୍ଡେସନ ର ପ୍ରତିଷ୍ଠାତା ଶ୍ରୀ ଭଲ ଓ ଶ୍ରୀମତୀ ବାରିକ, ଲକଡ଼ାଊନ ଆରମ୍ଭ ହେବା ସମୟରେ ସେମାନେ ରହୁଥିବା ପଶ୍ଚିମ ଦିଲ୍ଲୀ ଇଲାକାରେ ପ୍ରବାସୀ ଶ୍ରମିକ ମାନଂକ ମଧ୍ୟ ରେ ଶୁଖିଲା ଖାଦ୍ୟ ସାମଗ୍ରୀ ବଣ୍ଟନ କରି ବେଶ ଚର୍ଚା କୁ ଆସିଥିଲେ | ଦିଲ୍ଲୀ ର ପ୍ରବାସୀ ଓଡ଼ିଆ ଅନୁଷ୍ଠାନ ମାନଂକ ତରଫରୁ ମହାମାରୀ କୁ ଭ୍ରୁକ୍ଷେପ ନକରି ଉଲ୍ଲେଖନୀୟ ସମାଜ ସେବା କରିଥିବା ରୁ ସେବି ଯୁଗଳଙ୍କୁ କରୋନା ଯୋଦ୍ଧା ର ଉପାଧି ରେ ଭୂଷିତ କରାଯିବା ସହିତ ସ୍ୱୀକୃତି ପତ୍ର ମଧ୍ୟ ପ୍ରଦାନ କରାଯାଇଥିଲା |

ନିକଟରେ ହଠାତ ଉଭୟ ଜ୍ୱର ଓ ମୁଣ୍ଡ ବ୍ୟଥା ର ଶିକାର ହେବାରୁ ସେମାନଙ୍କର କରୋନା ପରୀକ୍ଷା କରାଯାଇଥିଲା | ଉଭୟଙ୍କ ଟେଷ୍ଟ ପଜିଟିଭ ବାହାରିବାରୁ ସେମାଙ୍କୁ ହରିୟାଣା ର ଜେ.ଜେ.ଆଇ.ଏମ.ଏସ. ହସ୍ପିଟାଲ ରେ ଭର୍ତି କରାଯାଇଛି | ଏବେ ଉଭୟଙ୍କ ନିକଟ କୁ ସେମାନଂକର ଶୁଭାକାଂକ୍ଷୀ ମାନଙ୍କ ତରଫ ରୁ ଶୁଭେଚ୍ଛା ବାର୍ତା ର ସୂଅ ଛୁଟିଛି | ଉଭୟ କରୋନା ଯୋଦ୍ଧାଙ୍କର ସ୍ୱାସ୍ଥ୍ୟବସ୍ଥା ରେ ଉର୍ନତି ଘଟୁଛି ଓ ସେମାନେ ବିପଦ ସୀମା ରୁ ବାହାରକୁ ଆସି ସାରିଥିବା ପରିବାର ସୂତ୍ରରୁ ପ୍ରକାଶ |ସୁସ୍ଥ ହେବା ପରେ ନିଜର ପ୍ଲାଜ୍ମା ଦାନ କରିବାକୁ ହସ୍ପିଟାଲ ବିଛଣା ରୁ ପୁଷ୍ପାଞ୍ଜଳି ଘୋଷଣା କରିଛନ୍ତି |

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖୋର୍ଦ୍ଧାରୋଡ଼ ଡି.ଆର.ଏମ ଭାବେ ଶ୍ରୀ ପି.କେ. ବେହେରାଙ୍କୁ ଅତିରିକ୍ତ ଦାୟିତ୍ୱ

ଖୋର୍ଦ୍ଧାରୋଡ଼ ଡି.ଆର.ଏମ ଭାବେ ଶ୍ରୀ ପି.କେ. ବେହେରାଙ୍କୁ ଅତିରିକ୍ତ ଦାୟିତ୍ୱ

March 18, 2026
ଫୁଲବାଣୀ : ଭଏସ ଅଫ ମିଡ଼ିଆ ସଧାରଣ ପରିଷଦ ବୈଠକ ଅନୁଷ୍ଠିତ

ଫୁଲବାଣୀ : ଭଏସ ଅଫ ମିଡ଼ିଆ ସଧାରଣ ପରିଷଦ ବୈଠକ ଅନୁଷ୍ଠିତ

March 18, 2026
ବଳରାମ ନାୟକଙ୍କ ସ୍ମୁତି ଚାରଣ ସଭା

ବଳରାମ ନାୟକଙ୍କ ସ୍ମୁତି ଚାରଣ ସଭା

March 18, 2026
ସୁର୍କାବାଡି କାସନ୍ଦା ଓ ଦର୍ପନାରାୟଣପୁର ପଞ୍ଚାୟତରେ ବଢୁଛି ଚୋରା ଦେଶୀ ରନ୍ଧା ମଦ କାରବାର – ହାତ ବାନ୍ଧି ବସିଛି ଅବକାରୀ ବିଭାଗ

ସୁର୍କାବାଡି କାସନ୍ଦା ଓ ଦର୍ପନାରାୟଣପୁର ପଞ୍ଚାୟତରେ ବଢୁଛି ଚୋରା ଦେଶୀ ରନ୍ଧା ମଦ କାରବାର – ହାତ ବାନ୍ଧି ବସିଛି ଅବକାରୀ ବିଭାଗ

March 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖୋର୍ଦ୍ଧାରୋଡ଼ ଡି.ଆର.ଏମ ଭାବେ ଶ୍ରୀ ପି.କେ. ବେହେରାଙ୍କୁ ଅତିରିକ୍ତ ଦାୟିତ୍ୱ

ଖୋର୍ଦ୍ଧାରୋଡ଼ ଡି.ଆର.ଏମ ଭାବେ ଶ୍ରୀ ପି.କେ. ବେହେରାଙ୍କୁ ଅତିରିକ୍ତ ଦାୟିତ୍ୱ

March 18, 2026
ଫୁଲବାଣୀ : ଭଏସ ଅଫ ମିଡ଼ିଆ ସଧାରଣ ପରିଷଦ ବୈଠକ ଅନୁଷ୍ଠିତ

ଫୁଲବାଣୀ : ଭଏସ ଅଫ ମିଡ଼ିଆ ସଧାରଣ ପରିଷଦ ବୈଠକ ଅନୁଷ୍ଠିତ

March 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version