• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ରାଜ୍ୟବାସୀଙ୍କ ତରଫରୁ ; ରାଜ୍ୟ ସରକାରଙ୍କୁ କେତୋଟି ପ୍ରଶ୍ନ

Proprietor Abhimanyu Maharana by Proprietor Abhimanyu Maharana
September 18, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ରାଜ୍ୟବାସୀଙ୍କ ତରଫରୁ ; ରାଜ୍ୟ ସରକାରଙ୍କୁ କେତୋଟି ପ୍ରଶ୍ନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୮ ସେପ୍ଟେମ୍ବର ଶୁକ୍ରବାର) ଭୁବନେଶ୍ୱର :- ତାଲିମପ୍ରାପ୍ତ ଅଣନିଯୁକ୍ତି ଯୁବ ମଙ୍ଗଳନ୍ୟାସ ପକ୍ଷରୁ ରାଜ୍ୟସରକାରଙ୍କୁ ରାଜ୍ୟବାସୀଙ୍କ ତରଫରୁ କେତୋଟି ପ୍ରଶ୍ନ । ପ୍ରଶ୍ନ (୧) ରାଜ୍ୟବାସୀଙ୍କୁ ଭୁଆଁ ବୁଲାଉଥିବା ରାଜ୍ୟ ସରକାର ରାଜ୍ୟରେ କେତେ ପାରା ମେଡ଼ିକାଲ ଷ୍ଟାଫ ଅଛନ୍ତି ତାର ସ୍ପଷ୍ଟୀକରଣ ତେବେ କି ? (୨) ରାଜ୍ୟରେ ଲୋକସଂଖ୍ୟା ହିସାବରେ କେତେ ଜଣ ପାରା ମେଡ଼ିକାଲ ଷ୍ଟାଫ ନିଯୁକ୍ତି ପାଇଛନ୍ତି, ତାହା ସ୍ପଷ୍ଟ କରିବେ କି ? (୩) ସମ୍ପ୍ରତି ଦେଖାଦେଇଥିବା ମହାମାରୀ କରୋନାର ତାଣ୍ଡବଲୀଳାରେ ରାଜ୍ୟବାସୀ ହନ୍ତସନ୍ତ ହେଉଥିବା ସମୟରେ ନିଜର ପାରିବା ପଣିଆ ଓ ବାହାସ୍ଫୋଟକୁ ଚରିତାର୍ଥ କରିବାକୁ ଯାଇ କିଛି ନିରୀହ ପାରା ମେଡ଼ିକାଲ ଷ୍ଟାଫଙ୍କ ଭାଗ୍ୟ ଭବିଷ୍ୟତକୁ ଦଳି ମକଚି ଫୋପାଡ଼ି ଦେବାରେ ରାଜ୍ୟ ସରକାରଙ୍କର କି ପ୍ରକାର ମହତ ଉଦ୍ଦେଶ୍ୟ ଅଛି ତାର ସ୍ପଷ୍ଟୀକରଣ ତେବେ କି ? (୪) ରାଜ୍ୟ ସରକାର ବାଃ ବାଃ ନେବା ପାଇଁ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରି ପ୍ରତ୍ୟେକ ଦିନ ପ୍ରଚାର ପ୍ରସାର କରୁଥିଲେ ମଧ୍ୟ ତାହାର ସତ୍ୟତା କେତେ ତାହା ସ୍ପଷ୍ଟ କରିବେ କି? କିନ୍ତୁ ବାସ୍ତବ ଚିତ୍ରରେ ରାଜ୍ୟବାସୀ ଯେଉଁଭଳି ଭାବରେ କରୋନାର ପ୍ରକୋପରେ ମୃତ୍ୟୁବରଣ କରୁଛନ୍ତି ତାକୁ ସାମ୍ନା କରିବା ପାଇଁ ରାଜ୍ୟ ସରକାରଙ୍କ ପାଖରେ କିଛି ସଂକଳ୍ପ ବା ବିକଳ୍ପ ନାହିଁ ।

ଏହା କେବଳ ରାଜ୍ୟବାସୀଙ୍କୁ ଭୂଆଁ ବୁଲାଇବା ବ୍ୟତୀତ ଅନ୍ୟ କିଛି ନୁହେଁ । ସୂଚନାଯୋଗ୍ୟ ଯେ, ଞକ୍ସବସଦ୍ଭରୟ ଟଦ୍ଭରଜ୍ଞକ୍ଟ୍ରକ୍ଷକ୍ଟଚ୍ଚରୟ ଣକ୍ଟଙ୍କଗ୍ଧଷ ଡରକ୍ଷଲବକ୍ସର ଞକ୍ସଙ୍କଗ୍ଦଗ୍ଧ ତରଫରୁ ଉଚ୍ଚ ନ୍ୟାୟାଳୟରେ ଏକ ଜନସ୍ୱାର୍ଥ ମାମଲା ରୁଜୁ କରାଯାଇଥିଲା । କେସ୍ ନଂ.- ଙ୍ଗ.କ୍ଟ୍ର.ମ. ୧୬୮୦୫/୨୦୨୦ ତା ୧୬.୭.୨୦୨୦ରିଖ ଦିନ ଯେତେବେଳେ ଉଚ୍ଚ ନ୍ୟାୟାଳୟ ହୃଦ୍‌ବୋଧ କଲେ ମାମଲାଟିର ସତ୍ୟତା ଅଛି, ସେତେବେଳେ ରାଜ୍ୟ ସରକାର ଉକ୍ତ ସନ୍ଧ୍ୟାରେ ନିଜର ଭାବମୂର୍ତ୍ତି କ୍ଷୁର୍ଣ୍ଣ ହୋଇଯିବା ଭୟରେ ୭ ହଜାର ମହିଳା ସ୍ୱାସ୍ଥ୍ୟକର୍ମୀଙ୍କ ନିଯୁକ୍ତି ପାଇଁ ଘୋଷଣା କଲେ । ତାହା ପୁଣି ୯୦ ଦିନ ପାଇଁ ଯାହା ରାଜ୍ୟବାସୀଙ୍କୁ ଭୁଆଁ ବୁଲାଇବା ପାଇଁ ଉଦ୍ଦିଷ୍ଟ ନଥିଲା ତ? ଏବେ ସ୍ୱାସ୍ଥ୍ୟ ସଚିବ ମହୋଦୟ ସମସ୍ତ ଉଉଉ ବନ୍ଦ କରିବା ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି, ଏଥିରୁ ସ୍ପଷ୍ଟ ଭାବରେ ବାରି ହେଉଛି ଏହା ରାଜ୍ୟ ସରକାରଙ୍କ ଆନ୍ତରିକତା । କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ ସ୍ୱାସ୍ଥ୍ୟ ବିଭାଗରେ ଥିବା ଉଚ୍ଚପଦସ୍ଥ ଅଫିସରମାନେ ଓ ଜିଲ୍ଲାପାଳମାନେ ନିଯୁକ୍ତି ଦିଆଯାଇଥିବା ଷ୍ଟାଫମାନଙ୍କୁ ବହିସ୍କାର କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ସରକାରଙ୍କର ଏପରି କାର୍ଯ୍ୟକଳାପକୁ ଆଉ ଗ୍ରହଣ କରାଯିବ ନାହିଁ ବୋଲି ସଂଗଠନର ରାଜ୍ୟ ସଭାପତି ପାର୍ଥସାରଥୀ ଜେନା ସରକାରଙ୍କୁ ଚେତାବନୀ ଦେଇଛନ୍ତି । ଯଦି ଏକ ସପ୍ତାହ ମଧ୍ୟରେ ଏହାର ସ୍ଥାୟୀ ସମାଧାନ କରାନଯାଏ, ତାହେଲେ ଆଗକୁ ସାରା ରାଜ୍ୟରେ ଯେଉଁ ନିଆଁ ଜଳିବ ଓ ରାଜ୍ୟବାସୀ ଯେଉଁ ସ୍ୱାସ୍ଥ୍ୟ ସମସ୍ୟାରେ ପୀଡ଼ିତ ହେବେ, ସେଥିପାଇଁ ସମ୍ପୂର୍ଣ୍ଣ ଦାୟୀ ରହିବେ ରାଜ୍ୟ ସରକାର । ରାଜ୍ୟ ସରକାରଙ୍କର ଅବହେଳା ଚରମ ସୀମାରେ ପହଞ୍ôଚଲାଣି । ତେଣୁ ନିଜର ହକ୍ ଓ ରାଜ୍ୟ ସମସ୍ୟାର ସମାଧାନ ପାଇଁ ସମସ୍ତେ ଏକତ୍ର ହୋଇ ରଜ୍ୟା ସରକାରଙ୍କୁ ଉଚିତ୍ ଶିକ୍ଷା ଦେବାକୁ ସେ ପ୍ରେସ୍‌ ବିଜ୍ଞପ୍ତି ମାଧ୍ୟମରେ ଅନୁରୋଧ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଅସୁସ୍ଥଥିବା କଟକ ମହାନଗର ଶାନ୍ତି କମିଟିର ଶ୍ରୀ ଭିକାରୀ ଦାସଙ୍କୁ ଭେଟିଲେ ସି.ପି.ଆଇ ନେତୃମଣ୍ଡଳୀ

ଅସୁସ୍ଥଥିବା କଟକ ମହାନଗର ଶାନ୍ତି କମିଟିର ଶ୍ରୀ ଭିକାରୀ ଦାସଙ୍କୁ ଭେଟିଲେ ସି.ପି.ଆଇ ନେତୃମଣ୍ଡଳୀ

September 18, 2026
ମା “ମଙ୍ଗଲ ଚଣ୍ଡୀଙ୍କ ନୂତନ ପିତ୍ତଳ ମେଢରେ ଝଲସିଲା ପୁଜା ମଣ୍ଡପ

ମା “ମଙ୍ଗଲ ଚଣ୍ଡୀଙ୍କ ନୂତନ ପିତ୍ତଳ ମେଢରେ ଝଲସିଲା ପୁଜା ମଣ୍ଡପ

September 18, 2026
ବନମାଳୀପୁର ଦୁର୍ଗା ପୂଜାରେ ବିନା ଡି ‘ଜେ’ ରେ ଶୃଙ୍ଖଳିତ ପୂଜା ପାଇଁ ନିଷ୍ପତ୍ତି

ବନମାଳୀପୁର ଦୁର୍ଗା ପୂଜାରେ ବିନା ଡି ‘ଜେ’ ରେ ଶୃଙ୍ଖଳିତ ପୂଜା ପାଇଁ ନିଷ୍ପତ୍ତି

September 18, 2026
“ମୋ ପରିବାର” ପ୍ରତିଷ୍ଠାତା ଶୁଭେନ୍ଦ୍ର ଶତପଥୀ ସମ୍ମାନୀତ 

“ମୋ ପରିବାର” ପ୍ରତିଷ୍ଠାତା ଶୁଭେନ୍ଦ୍ର ଶତପଥୀ ସମ୍ମାନୀତ 

September 17, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଅସୁସ୍ଥଥିବା କଟକ ମହାନଗର ଶାନ୍ତି କମିଟିର ଶ୍ରୀ ଭିକାରୀ ଦାସଙ୍କୁ ଭେଟିଲେ ସି.ପି.ଆଇ ନେତୃମଣ୍ଡଳୀ

ଅସୁସ୍ଥଥିବା କଟକ ମହାନଗର ଶାନ୍ତି କମିଟିର ଶ୍ରୀ ଭିକାରୀ ଦାସଙ୍କୁ ଭେଟିଲେ ସି.ପି.ଆଇ ନେତୃମଣ୍ଡଳୀ

September 18, 2026
ମା “ମଙ୍ଗଲ ଚଣ୍ଡୀଙ୍କ ନୂତନ ପିତ୍ତଳ ମେଢରେ ଝଲସିଲା ପୁଜା ମଣ୍ଡପ

ମା “ମଙ୍ଗଲ ଚଣ୍ଡୀଙ୍କ ନୂତନ ପିତ୍ତଳ ମେଢରେ ଝଲସିଲା ପୁଜା ମଣ୍ଡପ

September 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version