No Result
View All Result
ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) (ନି.ପ୍ର ) :- କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିରର ନୂତନ ପରିଚାଳନା ଟ୍ରଷ୍ଟି ଗଠନ କରାଯାଇଛି l ଏଥିରେ ସ୍ଥାନୀୟ ଉପ-ଜିଲାପାଳ, ଥାନା ଅଧିକାରୀଙ୍କ ସମେତ ଟ୍ରଷ୍ଟି ଭାବେ ମଧୁସୁଦନ ଦାସ, ଗଙ୍ଗାଧର ସାହୁ, ଟି.ଶ୍ରୀନିବାସ ରାଓ,
ଭଗବାନ ପଣ୍ଡା, ରଞ୍ଜିତ କୁମାର ସାହୁ, ପ୍ରକାଶ ଚନ୍ଦ୍ର ନାୟକ, ଓ ନବ କିଶୋର ପାଣିଗ୍ରାହୀ ନିଜ ନିଜ ଦାୟିତ୍ଵ ଗ୍ରହଣ କରି ସମସ୍ତ ସଦସ୍ୟ ତଥା ଗ୍ରାମବାସୀଙ୍କ ସହଯୋଗରେ ମନ୍ଦିରର ରୀତିନୀତି ଓ ଉନ୍ନତି କରାଯିବ ବୋଲି ନିଜ ନିଜ ବକ୍ତବ୍ୟ ରେ ପ୍ରକାଶ କରିଛନ୍ତି ।

No Result
View All Result