• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୧୩ତମ ରାଜ୍ୟ ଜୁନିଅର ଖୋ ଖୋ ଚାମ୍ପିଅନସିପରେ ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆ ଖୋ ଖୋ ହାଇ ପରଫର୍ମାନ୍ସ ସେଣ୍ଟର ଆଥଲେଟମାନଙ୍କ ଚମତ୍କାର ପ୍ରଦର୍ଶନ

Proprietor Abhimanyu Maharana by Proprietor Abhimanyu Maharana
December 11, 2025
in ଓଡ଼ିଶା, ଖୋର୍ଦ୍ଧା, ପୁରୀ, ହୋମ୍
0
Odisha AM/NS India Kho Kho High Performance Centre athletes shine at 13th State Junior Kho Kho Championships
Share on FacebookShare on TwitterWhatsapp

ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) (ନି.ପ୍ର ) :- ପୁରୀର ଜିଲ୍ଲା କ୍ରୀଡା କମ୍ପ୍ଲେକ୍ସରେ ଅନୁଷ୍ଠିତ ୧୩ତମ ରାଜ୍ୟ ଜୁନିଅର ଖୋ ଖୋ ଚାମ୍ପିଅନସିପ୍b ୨୦୨୫ରେ ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆ ଖୋ ଖୋ ହାଇ ପରଫର୍ମାନ୍ସ ସେଣ୍ଟର (ଏଚପିସି) ଉଲ୍ଲେଖନୀୟ ପ୍ରଦର୍ଶନ କରିଛି। ଏଚପିସିର ମୋଟ ଦଶ ଜଣ ପୁଅ ଏବଂ ବାର ଜଣ ଝିଅ ଏହି ଟୁର୍ଣ୍ଣାମେଣ୍ଟରେ ଅଂଶଗ୍ରହଣ କରି ଅସାଧାରଣ ଦକ୍ଷତା, ଗତି ଏବଂ ପ୍ରତିଯୋଗିତାମୂଳକ ମନୋଭାବର ପ୍ରଦର୍ଶନ କରିଛନ୍ତି। ସେମାନଙ୍କର ସଫଳତା ଓଡ଼ିଶାରେ ଖୋ ଖୋର ଭବିଷ୍ୟତକୁ ରୂପାନ୍ତରିତ କରିବାରେ ଏହି କେନ୍ଦ୍ରର ଗୁରୁତ୍ୱପୂର୍ଣ୍ଣ ଭୂମିକାକୁ ଦର୍ଶାଉଛି ।

ନଭେମ୍ବର ୨୭-୨୮, ୨୦୨୫ ରେ ଅନୁଷ୍ଠିତ ରାଜ୍ୟ ଜୁନିଅର ବାଳିକା ଚାମ୍ପିଅନସିପରେ ବିଭିନ୍ନ ଜିଲ୍ଲାରୁ ପ୍ରତିନିଧିତ୍ୱ କରୁଥିବା ବାର ଜଣ ଏଚପିସି ଆଥଲେଟଙ୍କ ପ୍ରେରଣାଦାୟକ ପ୍ରଦର୍ଶନ ଦେଖିବାକୁ ମିଳିଥିଲା। ସାତ ଜଣ ଏଚପିସି ଖେଳାଳି ଲିସାରାଣୀ ରାଇତା, ଚିନ୍ମୟୀ ପ୍ରଧାନ, ଶୁଭଶ୍ରୀ ମଲ୍ଲିକ, ରକ୍ତିମା ଭଣ୍ଡା, ଆସିକା କୁଜୁର, ସୁଜାତା ପାଙ୍ଗୀ ଏବଂ ରାଜଶ୍ରୀ ଦଳଙ୍କ ପ୍ରମୁଖ ଯୋଗଦାନ ବଳରେ କିସ୍ (କେଆଇଏସଏସ) ଚାମ୍ପିଅନସିପ୍ ଟାଇଟଲ ହାସଲ କରିଥିଲା । ସେହିପରି ଏଚପିସିର ଆଥଲେଟ ଲିପିନା ନାଥ ସାମିଲ ଥିବା ଜଗତସିଂପୁର ଜିଲ୍ଲା ଦ୍ୱିତୀୟ ଓ ଏଚପିସି ଆଥଲେଟ ଅର୍ଚ୍ଚନା ପ୍ରଧାନ ଏବଂ ସମୀକ୍ଷା ବିଶ୍ୱାଳଙ୍କ ଉପସ୍ଥିତିରେ ପୁରୀ ତୃତୀୟ ସ୍ଥାନ ହାସଲ କରିଥିଲା।

ବାଲେଶ୍ୱର ଜିଲ୍ଲା ମଧ୍ୟ ଉଚ୍ଚମାନର ପ୍ରତିଯୋଗିତାମୂଳକ ଖେଳ ପ୍ରଦର୍ଶନ କରି ତୃତୀୟ ସ୍ଥାନରେ ରହିଥିଲା। ନଭେମ୍ବର ୩୦ – ଡିସେମ୍ବର ୦୧, ୨୦୨୫ ରେ ଅନୁଷ୍ଠିତ ରାଜ୍ୟ ଜୁନିଅର ବାଳକ ଚାମ୍ପିଅନସିପରେ ଏଚପିସିର ଦଶ ଜଣ ଖେଳାଳି ଅଂଶଗ୍ରହଣ କରିଥିଲେ। ଏଚପିସି ଆଥଲେଟ ସମୀର ଖାଲକୋ ଏବଂ ତେଫ୍ରାନସିସ ରାଣାଙ୍କ ଅବଦାନ ଦ୍ୱାରା ସୁନ୍ଦରଗଡ଼ ଜିଲ୍ଲା ତୃତୀୟ ସ୍ଥାନ ହାସଲ କରିଥିଲା। ଏଚପିସି ଖେଳାଳି ରାମଲାଲ ବିରୁଆ ଏବଂ ବିଜୟ ଟୁଇକା ସାମିଲ ଥିବା କିସ୍ (କେଆଇଏସଏସ) ମଧ୍ୟ ଯୁଗ୍ମ ଭାବରେ ତୃତୀୟ ସ୍ଥାନରେ ରହିଥିଲା।

ରାମଲାଲ ବିରୁଆଙ୍କୁ ଶ୍ରେଷ୍ଠ ଉଦୀୟମାନ ଖେଳାଳି ପୁରସ୍କାରରେ ସମ୍ମାନିତ କରାଯାଇଥିଲା, ଯାହା ତାଙ୍କ ତତ୍ପରତା, ସ୍ଥିରତା ଏବଂ ଦୃଢ଼ ନିଷ୍ଠାକୁ ପ୍ରତିପାଦିତ କରୁଛି। ଏହି ଟୁର୍ଣ୍ଣାମେଣ୍ଟରେ ପୁରୀର ମାନ୍ୟବର ସାଂସଦ ଡକ୍ଟର ସମ୍ବିତ ପାତ୍ର, କେକେଏଫଆଇର ଉପାଧ୍ୟକ୍ଷ ଏବଂ ଓଡ଼ିଶା ଖୋ ଖୋ ଆସୋସିଏସନର ସଚିବ ଶ୍ରୀ ପ୍ରଦ୍ୟୁମ୍ନ ମିଶ୍ର ଏବଂ ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିମାନେ ଯୋଗ ଦେଇଥିଲେ। ଦଳଗତ ସଫଳତା ସହିତ, ଏଚପିସି ଆଥଲେଟମାନେ ପ୍ରମୁଖ ବ୍ୟକ୍ତିଗତ ସମ୍ମାନ ArcelorMittal proprietary information – all rights reserved for all countries. ହାସଲ କରିଥିଲେ।

ଲିସାରାଣୀ ରାଇତାଙ୍କୁ ତାଙ୍କର ଅତୁଳନୀୟ ତତ୍ପରତା ଏବଂ ସାମଗ୍ରିକ ଭାବେ ଭଲ ପ୍ରଦର୍ଶନ ପାଇଁ ଟୁର୍ଣ୍ଣାମେଣ୍ଟର ଶ୍ରେଷ୍ଠ ଖେଳାଳି ଭାବରେ ବିବେଚିତ କରାଯାଇଥିବାବେଳେ ଅର୍ଚ୍ଚନା ପ୍ରଧାନଙ୍କୁ ତାଙ୍କର ଅସାଧାରଣ ପ୍ରତିରକ୍ଷା ଦକ୍ଷତା ପାଇଁ ଟୁର୍ଣ୍ଣାମେଣ୍ଟର ଶ୍ରେଷ୍ଠ ଡିଫେଣ୍ଡର ପୁରସ୍କାରରେ ସମ୍ମାନିତ କରାଯାଇଥିଲା। ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆ ଖୋ ଖୋ ଏଚପିସିର ମୁଖ୍ୟ ପ୍ରଶିକ୍ଷକ ଶ୍ରୀ ସଞ୍ଜୀବ ଶର୍ମା କହିଛନ୍ତି ଯେ ,

“ସଂଗଠିତ ତାଲିମ ଏବଂ ଶୃଙ୍ଖଳିତ ଆଚରଣ ଅସାଧାରଣ ଫଳାଫଳ ଆଣିଦିଏ ବୋଲି ଆମ ଆଥଲେଟମାନେ ପୁନର୍ବାର ପ୍ରମାଣିତ କରିଛନ୍ତି । ରାଜ୍ୟ ଚାମ୍ପିଅନସିପରେ ସେମାନଙ୍କ ପ୍ରଦର୍ଶନ ପାଇଁ ମୁଁ ଅତ୍ୟନ୍ତ ଗର୍ବିତ।” ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆ ଖୋ ଖୋ ଏଚପିସି ସଂଗଠିତ ତାଲିମ, ଶୃଙ୍ଖଳା, ଉତ୍କର୍ଷତା ଏବଂ ଆଥଲେଟମାନଙ୍କ ବିକାଶ ପାଇଁ ଏକ ଆଲୋକବର୍ତ୍ତିକା ଭାବରେ ଉଭା ହୋଇରହିଛି, ଯେଉଁମାନେ କେବଳ ଟାଇଟଲ ଜିତୁନାହାନ୍ତି ବରଂ ରାଜ୍ୟର ପରବର୍ତ୍ତୀ ପିଢ଼ିର କ୍ରୀଡା ପ୍ରତିଭାଙ୍କୁ ପ୍ରେରଣା ମଧ୍ୟ ଦେଉଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

May 1, 2026
ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

May 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version