• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବୋଲଗଡ ଠିକାଦାର ସଂଘ ବୈଠକ ୧୪.୯୯% କମ୍‌ରେ କାମକୁ ସର୍ବସମ୍ମତି କ୍ରମେ ବିରୋଧ

Proprietor Abhimanyu Maharana by Proprietor Abhimanyu Maharana
December 16, 2025
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ବୋଲଗଡ ଠିକାଦାର ସଂଘ ବୈଠକ ୧୪.୯୯% କମ୍‌ରେ କାମକୁ ସର୍ବସମ୍ମତି କ୍ରମେ ବିରୋଧ
Share on FacebookShare on TwitterWhatsapp

ବୋଲଗଡ (ଓଡ଼ିଶା ତାଜା ନ୍ୟୁଜ୍) :- ବୋଲଗଡ ବ୍ଲକ ପିଚୁକୁଳିସ୍ଥିତ କଲ୍ୟାଣୀ ମଣ୍ଡପରେ ବୋଲଗଡ ଠିକାଦାର ସଂଘର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଠିକାଦାରମାନଙ୍କ ଦୂରାବସ୍ଥା ଓ ବର୍ତ୍ତମାନର ଟେଣ୍ଡର ପ୍ରଣାଳୀ ସମ୍ପର୍କରେ ଗଭୀର ଆଲୋଚନା କରାଯାଇଥିଲା ।
ବୈଠକରେ ବିଶେଷକରି ୧୪.୯୯ ପ୍ରତିଶତ କମ୍‌ରେ କାମ କରାଯିବା ପ୍ରଣାଳୀକୁ ସମସ୍ତ ଠିକାଦାର ସର୍ବସମ୍ମତି କ୍ରମେ ବିରୋଧ କରିଥିଲେ । ନିଷ୍ପତି ଅନୁଯାୟୀ, ଆଗାମୀଦିନରେ ୧୪.୯୯% କମ୍‌ରେ କେହି ମଧ୍ୟ କାମ କରିବେନି। ଯଦି କେହି ଏପରି କରନ୍ତି, ତେବେ ସଂଘ ତରଫରୁ ତୀବ୍ର ବିରୋଧ କରାଯିବ ବୋଲି ଚେତାବନୀ ଦିଆଯାଇଛି ।

ଆବଶ୍ୟକ ପଡିଲେ ସଂଘ ତରଫରୁ ଦୁର୍ନୀତି ନିବାରଣ ବିଭାଗକୁ ଅଭିଯୋଗ କରାଯିବ ବୋଲି ମଧ୍ୟ ନିଷ୍ପତି ହୋଇଛି । ଆଗାମୀଦିନରେ ବିଭିନ୍ନ ବିଭାଗର ଯେଉଁସବୁ ନିର୍ମାଣ କାର୍ଯ୍ୟ ପାଇଁ ଟେଣ୍ଡର ଡାକାଯିବ, ସେଥିରେ କେହି ମଧ୍ୟ ୧୪.୯୯% କମ୍‌ରେ ଟେଣ୍ଡର ନପକାଇବାକୁ ସଂଘ ସର୍ବସମ୍ମତି କ୍ରମେ ନିଷ୍ପତି ନେଇଛି । ବିଶେଷତଃ ସ୍ପେଶାଲ ଶ୍ରେଣୀଭୂକ୍ତ ଏ, ବି, ସି ଓ ଡି ଠିକାଦାରମାନେ ସରକାରଙ୍କ ନିର୍ଦ୍ଧାରିତ ସିଡ୍ୟୁଲ ରେଟ୍‌ରେ ଟେଣ୍ଡର ପକାଇବେ ବୋଲି ନିଷ୍ପତି ହୋଇଛି ।

ଏହା ଦ୍ୱାରା ଅଞ୍ଚଳରେ ହେଉଥିବା ନିର୍ମାଣ କାର୍ଯ୍ୟର ଗୁଣବତ୍ତା ରହିବ ବୋଲି ଆଶା ପ୍ରକାଶ କରାଯାଇଛି । ଏହା ସହିତ ମାସକୁ ଥରେ ବୈଠକ କରିବା ଓ ପ୍ରତ୍ୟେକ ବୈଠକରେ କାର୍ଯ୍ୟଗୁଡ଼ିକର ପୁଙ୍ଖାନୁପୁଙ୍ଖ ସମୀକ୍ଷା କରି ପ୍ରସ୍ତାବ ଗୃହୀତ କରାଯିବ ବୋଲି ନିଷ୍ପତି ହୋଇଛି । ବୈଠକରେ ଅକ୍ଷୟ ପ୍ରଧାନ ଅଧ୍ୟକ୍ଷତା କରିଥିବା ବେଳେ କମିଟି ସଦସ୍ୟ ଭାବେ ପ୍ରସନ୍ନ ସାହୁ, ଶିବାଜୀ ମଙ୍ଗରାଜ,

ସୁଶାନ୍ତ କୁମାର ସାହୁ, ଇସାକ ଖାଁ, ଆକବର ଅଲ୍ଲୀ ଖାଁ, ଦିଲ୍ଲୀପ କୁମାର ସାହୁ, ଗୋପାଳ ବେହେରା ଓ ଅବଦୁଲ ଅବିଦ ଖାଁଙ୍କୁ ମନୋନୀତ କରାଯାଇଛି । ଏହି ବୈଠକରେ ଅଭିଜ୍ଞ ଠିକାଦାର ଗୋପାଳ କୃଷ୍ଣ ଫତେସିଂହ, ବିଶ୍ୱରଂଜନ ବିଶ୍ୱାଳ, ବାନାମ୍ବର ଧଳ ଓ ଅଜିତ୍ ପାହାଡ଼ସିଂହ ପ୍ରମୁଖଙ୍କ ସହ ୩୦ରୁ ଅଧିକ ଠିକାଦାର ଯୋଗଦେଇ ସଂଗଠନକୁ ସୁଦୃଢ କରିବା ପାଇଁ ପ୍ରତିଜ୍ଞା କରିଥିଲେ । କାର୍ଯ୍ୟକ୍ରମକୁ ଶୁଭକାନ୍ତ ମହାପାତ୍ର ଓ ସାଗର ବରାଳ ସୁଚାରୁ ଭାବେ ପରିଚାଳନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

July 2, 2026
ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

July 2, 2026
ଘୁଷୁରାମୁଣ୍ଡା ଅଙ୍ଗନବାଡି ବିବାଦର ଅନ୍ତ : ମାତୃମଣ୍ଡଳୀଙ୍କୁ ରୋଷେଇ ଦାୟିତ୍ୱ, ଖୋଲିଲା ତାଲା

ଘୁଷୁରାମୁଣ୍ଡା ଅଙ୍ଗନବାଡି ବିବାଦର ଅନ୍ତ : ମାତୃମଣ୍ଡଳୀଙ୍କୁ ରୋଷେଇ ଦାୟିତ୍ୱ, ଖୋଲିଲା ତାଲା

July 2, 2026
କଣ୍ଟାବାଞ୍ଜି ଉତ୍କଳ ବାଳାଶ୍ରମରେ 4 ଦିନିଆ ସ୍ୱଚ୍ଛତା ଅଭିଯାନ ସମ୍ପନ୍ନ : ଶିଶୁଙ୍କୁ ସ୍ୱାସ୍ଥ୍ୟ-ସଚେତନତାର ପାଠ

କଣ୍ଟାବାଞ୍ଜି ଉତ୍କଳ ବାଳାଶ୍ରମରେ 4 ଦିନିଆ ସ୍ୱଚ୍ଛତା ଅଭିଯାନ ସମ୍ପନ୍ନ : ଶିଶୁଙ୍କୁ ସ୍ୱାସ୍ଥ୍ୟ-ସଚେତନତାର ପାଠ

July 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

July 2, 2026
ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

July 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version