• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସ୍ୱାଭିମାନୀ ନେତା ପ୍ରଶାନ୍ତ ମହାପାତ୍ରଙ୍କ ସ୍ମୃତି ସଭା ଲଢୁଆ ନେତା ଥିଲେ – ପ୍ରଶାନ୍ତ ମହାପାତ୍ର

Proprietor Abhimanyu Maharana by Proprietor Abhimanyu Maharana
December 16, 2025
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ସ୍ୱାଭିମାନୀ ନେତା ପ୍ରଶାନ୍ତ ମହାପାତ୍ରଙ୍କ ସ୍ମୃତି ସଭା ଲଢୁଆ ନେତା ଥିଲେ – ପ୍ରଶାନ୍ତ ମହାପାତ୍ର
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) :- ପ୍ରଶାନ୍ତ ମହାପାତ୍ର ଥିଲେ ଜଣେ ସ୍ୱାଭିମାନୀ ନେତା । ଜଣେ ସଚ୍ଚୋଟ, କର୍ମଠ ଯୁବ ନେତା ଭାବେ ପରିଚିତ । ପୁରୁଣା ଭୁବନେଶ୍ୱରର ଏହି ଯୁୁବ ନେତା ପ୍ରଶାନ୍ତ ମହାପାତ୍ର ପ୍ରବାଦ ପୁରୁଷ ବିଜୁ ବାବୁଙ୍କର ଅତି ନିକଟତରଥିଲେ । ବିଜୁବାବୁ ଯେଉଁ ସମୟରେ ଯେଉଁ ଦାୟିତ୍ୱ ଦେଉଥିଲେ ସେ ତାହାକୁ ସଠିକ୍‌ ଭାବେ ର୍ନିବାହ କରୁଥିଲେ । ସେ କେବେ ହେଲେ ନିଜ ସ୍ୱାର୍ଥପ୍ରତି ଧ୍ୟାନ ଦେଉ ନ ଥିଲେ ବୋଲି ଅତିଥିମାନେ ମତ ବ୍ୟକ୍ତ କରିଥିଲେ ।

ମଙ୍ଗଳବାର ସ୍ଥାନିୟ ଗୀତ ଗୋବିନ୍ଦ ସଦନରେ ପ୍ରଶାନ୍ତ ମହାପାତ୍ର ସ୍ମୃତି କମିଟି ପକ୍ଷରୁ ଆୟୋଜିତ ତୃତୀୟ ଶ୍ରାଦ୍ଧ ବାର୍ଷିକୀରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀଯୁକ୍ତ ପୃଥିରାଜ ହରିଚନ୍ଦନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପ୍ରଶାନ୍ତ ମହାପାତ୍ରଙ୍କ ନିଷ୍ଠା କର୍ତ୍ତବ୍ୟ ଯୋଗୁ ଆଜି ବି ସମସ୍ତଙ୍କ ମନରେ ରହିଛନ୍ତି ।

ସେତେବେଳେ ପୁରୁଣା ଭୁବନେଶ୍ୱର କହିଲେ ପ୍ରଶାନ୍ତ ଭାଇନାକୁ ବୁଝାଏ । ବିଶିଷ୍ଟ ଅତିଥିଭାବେ ବିଜେଡି ନେତା ଅରୂପ ପଟ୍ଟନାୟକ ଯୋଗଦେଇ କହିଥିଲେ ସମସ୍ତେ ଫାଇଟର ଯାହାଙ୍କୁ ରଶ୍ମୀ ମହାପାତ୍ର ଏହି ମଞ୍ଚରେ ଏକାଠି କରିପାରିଛି । ପ୍ରଶାନ୍ତ ମହାପାତ୍ର ବିଜୁ ବାବୁଙ୍କ ଭଳି ଲଢିକି ନେବାକୁ ଚାହୁଁଥିଲେ , ଦାନ ଚାହୁଁ ନ ଥିଲେ ।

ସେଥିପାଇଁ ବିଜୁ ବାବୁଙ୍କର ପ୍ରିୟ ହୋଇଥିଲେ ପ୍ରଶାନ୍ତ । ୧୯୮୦-୯୦ ଦଶକର କାଳ ଖଣ୍ଡନକୁ ଆଲୋଚନା କଲେ ପ୍ରଶାନ୍ତ ମହାପାତ୍ରଙ୍କ କଥା ନ କହିଲେ ଭୁବନେଶ୍ୱର ବିକାଶ ସେତେବେଳେ ଅଧୁରା ରହିଯିବ ବୋଲି ପୂର୍ବତନ ବିଧାୟକ ପ୍ରଭାତ ତ୍ରପାଠି କହିଥିଲେ । ମୁଖ୍ୟବକ୍ତା ଭାବେ ଯୋଗ ଦେଇ ଶ୍ରୀ ତ୍ରିପାଠୀ କହିଥିଲେ । ପ୍ରଶାନ୍ତ ମହାପାତ୍ର ସ୍ରୋତର ଅନୁକୂଳରେ ଯାଇ ନ ଥିଲେ ସେ ପ୍ରତି କୂଳରେ ଯାଇ ନେତା ହୋଇଥିଲେ । ସେତେବେଳେ ତାଙ୍କ ନେତୃତ୍ୱରେ ଭୁବନେଶ୍ୱର ଆଗକୁ ବଢୁଥିଲା ।

ବିଜୁବାବୁ ପ୍ରଶାନ୍ତକୁ ଧରି ଭୁବନେଶ୍ୱରରେ ପ୍ରଥମେ ନିର୍ବାଚନ ଲଢିଥିଲେ ବୋଲି କହିଥିଲେ । ସମ୍ମାନିତ ଅତିଥି ଭାବେ ଏକାମ୍ର ଭୁବନେଶ୍ୱର ବିଧାୟକ ବାବୁ ସିଂ ଯୋଗଦେଇ କହିଥିଲେ ଏକାମ୍ର ଭୁବନେଶ୍ୱରର ଶେଷ୍ଠ ନେତୃତ୍ୱ ଥିଲେ ।  ମୋତେ ଯଦି କିଏ ରାଜନୈତିକ ନେତା ଭାବେ ଗଢିଥାଏ ସେ ହେଲେ ପ୍ରଶାନ୍ତ ଭାଇନା ବୋଲି ସିଂ କହିଥିଲେ । ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଖୋର୍ଦ୍ଦା ବିଧାୟକ ପ୍ରଶାନ୍ତ ଜଗଦେବ, ବିଜେପି ନେତା ଜଗନ୍ନାଥ ପ୍ରଧାନ, ସମାଜସେବୀ ହରପ୍ରିୟା ପାଣିଗ୍ରାହୀ ପ୍ରମୁଖ ଅତିଥିମାନେ ଯୋଗଦେଇଥିଲେ ।

କାର୍ଯ୍ୟକ୍ରମକୁ ଜନତା ଦଳର ପୂର୍ବତନ ଛାତ୍ରନେତା ସମରେନ୍ଦ୍ର ସାହୁ ସଂଯୋଜନା କରିଥିବାବେଳେ ଅଧ୍ୟକ୍ଷତା କରିଥିଲେ କମିଟିର ଆବାହକ ଶ୍ରୀହର୍ଷ ହୋତା । ସ୍ୱର୍ଗତ ପ୍ରଶାନ୍ତ ମହାପାତ୍ରଙ୍କ ଧର୍ମପତ୍ନୀ ତଥା ବିଜେପି ନେତ୍ରୀ ରଶ୍ମୀ ମହାପାତ୍ର କମିଟିର କର୍ମମର୍ତ୍ତା ଉପସ୍ଥିତ ଥିଲେ । ଏହି ଅବସରରେ ସାମାଜସେବା, ସାମ୍ବାଦିକତା, ଶିଳ୍ପି, ଓ ଆଇନ କ୍ଷେତ୍ରରେ ସୁନାମ ଅର୍ଜନ କରିଥିବା ୫ଜଣଙ୍କୁ ପ୍ରଶାନ୍ତ ମହାପାତ୍ର ସ୍ମୃତି କମିଟି ତରଫରୁ ସାମ୍ମାନିତ କରାଯାଇଥିଲା । ଶେଷରେ ସରୋଜ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

July 2, 2026
ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

July 2, 2026
ଘୁଷୁରାମୁଣ୍ଡା ଅଙ୍ଗନବାଡି ବିବାଦର ଅନ୍ତ : ମାତୃମଣ୍ଡଳୀଙ୍କୁ ରୋଷେଇ ଦାୟିତ୍ୱ, ଖୋଲିଲା ତାଲା

ଘୁଷୁରାମୁଣ୍ଡା ଅଙ୍ଗନବାଡି ବିବାଦର ଅନ୍ତ : ମାତୃମଣ୍ଡଳୀଙ୍କୁ ରୋଷେଇ ଦାୟିତ୍ୱ, ଖୋଲିଲା ତାଲା

July 2, 2026
କଣ୍ଟାବାଞ୍ଜି ଉତ୍କଳ ବାଳାଶ୍ରମରେ 4 ଦିନିଆ ସ୍ୱଚ୍ଛତା ଅଭିଯାନ ସମ୍ପନ୍ନ : ଶିଶୁଙ୍କୁ ସ୍ୱାସ୍ଥ୍ୟ-ସଚେତନତାର ପାଠ

କଣ୍ଟାବାଞ୍ଜି ଉତ୍କଳ ବାଳାଶ୍ରମରେ 4 ଦିନିଆ ସ୍ୱଚ୍ଛତା ଅଭିଯାନ ସମ୍ପନ୍ନ : ଶିଶୁଙ୍କୁ ସ୍ୱାସ୍ଥ୍ୟ-ସଚେତନତାର ପାଠ

July 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

July 2, 2026
ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

July 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version