• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଜଅଙ୍କ ଲାଗିଲାଣି ଜାଆଁଳା କେନ୍ଦ୍ର, କେବେ ଚେଇଁବ ଜିଲ୍ଲା ପ୍ରଶାସନ, ଚାହିଁ ରହିଛନ୍ତି ଢେଙ୍କାନାଳ ବାସୀ

Proprietor Abhimanyu Maharana by Proprietor Abhimanyu Maharana
September 19, 2020
in Uncategorized
0
ଜଅଙ୍କ ଲାଗିଲାଣି ଜାଆଁଳା କେନ୍ଦ୍ର, କେବେ ଚେଇଁବ ଜିଲ୍ଲା ପ୍ରଶାସନ, ଚାହିଁ ରହିଛନ୍ତି ଢେଙ୍କାନାଳ ବାସୀ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୯ ସେପ୍ଟେମ୍ବର ଶନିବାର ) ଢେଙ୍କାନାଳ :-  ସହରର ଐତିହାସିକ କୁଞ୍ଜକାନ୍ତ ପୁଷ୍କରିଣୀ ବନ୍ଧ କଡରେ କାହିଁ କେବେଠୁ କୃଷକର ବିକାଶ ନିମନ୍ତେ ମତ୍ସ୍ୟ ବିଭାଗ ପକ୍ଷରୁ ବିରାଟ ଏରିଆ ପରିସରରେ ଛୋଟ ଛୋଟ ଗାଡିଆ କରି ମାଛ ଜାଆଁଳା ବିକ୍ରୟ କେନ୍ଦ୍ର ସ୍ଥାପନ କରାଯାଇଥିଲା । କିଛି ବର୍ଷ କାର୍ଯ୍ୟକାରୀ ହେବା ପରେ ତା‌ହା ବନ୍ଦ ହୋଇ ଆଜିସୁଦ୍ଧା ପରିତ୍ୟକ୍ତ ଅବସ୍ଥାରେ ପଡ଼ିରହିଛି। ଜଅଙ୍କ ଲାଗି ଗଲାଣି ଜାଆଁଳା ବିକ୍ରୟ କେନ୍ଦ୍ର ଫଳକ । ପାଚେରୀ ଫାଟି ଆଁ କଲାଣି । ଦେଖିଲେ ଜଣାପଡ଼ୁଛି କେତେବେଳେ ଘର ବି ଭୁଷୁଡି ପଡିବ । ବର୍ଷ ବର୍ଷ ଧରି ସମସ୍ତଙ୍କ ସାମ୍ନାରେ ଏମିତି ଖତ ଖାଉଛି ଜନସାଧାରଣଙ୍କ ଅର୍ଥ ।

ଏଥିପ୍ରତି ନା ଜିଲ୍ଲା ପ୍ରଶାସନର ନଜର ଅଛି ନା ନିର୍ବାଚନ ବେଳେ ଭୋଟ୍ ନେବାକୁ ଆସୁଥିବା ଜନ ପ୍ରତିନିଧି । ଫଳରେ ପରିତ୍ୟକ୍ତ ଆବର୍ଜ୍ଜନା ଦୁର୍ଗନ୍ଧରେ ହନ୍ତସନ୍ତ ହେଉଛନ୍ତି ସ୍ଥାନୀୟ ବାସିନ୍ଦା। ତେବେ ସାମ୍ନାରେ ବନ୍ଧ ଉପରେ ପୌରସଂସ୍ଥାର ଏକ ଫଳକ ଲଗାଯାଇଛି। ସେଥିରେ ଲେଖା ହୋଇଛି ପୋଖରୀରେ ଅଳିଆ ଆବର୍ଜ୍ଜନା ପକାଇବା ଦଣ୍ଡନୀୟ ଅପରାଧ ଏବଂ ୫୦୦ ଟଙ୍କା ଜୋରିମାନା । ଆମ ମୁଖ୍ୟମନ୍ତ୍ରୀ ସୁସ୍ଥ, ସ୍ୱଚ୍ଛ ଓ ସୁଖୀ ଓଡ଼ିଶା ଚିନ୍ତନକୁ ନିଶ୍ଚିତ କରିବା ପାଇଁ ସ୍ବାସ୍ଥ୍ୟ ଯୋଜନା,କୃଷକ ସଶକ୍ତିକରଣ,ଗାଁ ସହର ଉନ୍ନତିକରଣ ଏଭଳି ଅନେକ ଯୋଜନା ମାନ କରି ବିକାଶର କାର୍ଯ୍ୟକ୍ରମ ଜାରି ରଖିଥିବାବେଳେ ଏହାକୁ ଦେଖିଲେ ଲାଗୁଛି ଆଜି ଜିଲ୍ଲା ପ୍ରଶାସନ ଓ ଜନ ପ୍ରତିନିଧିଙ୍କ ଦାୟିତ୍ଵ ହୀନତାରୁ ଢେଙ୍କାନାଳ ଜିଲ୍ଲା ବହୁତ ପଛରେ ରହିଛି ।

ସୁନ୍ଦର ପୁଷ୍କରିଣୀ ବନ୍ଧର ଗୋଟିଏ ପଟେ ସରକାରଙ୍କର ବହୁ ଦିନର ଆବର୍ଜ୍ଜନା ପଡି ପରିବେଶକୁ ପ୍ରଦୁଷିତ କରୁଥିବା ବେଳେ ଅନ୍ୟପଟେ ଜୋରିମାନା ଫଳକ,ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଜନ ଅସନ୍ତୋଷ ଦେଖାଦେବା ସହ କେବେ ଚେଇଁବ ମତ୍ସ୍ୟ ବିଭାଗ, ଉଦ୍ଧାର ଓ ସ୍ବଚ୍ଛତା ଆଣିବେ ଜିଲ୍ଲା ପ୍ରଶାସନ, ଚାହିଁ ରହିଛନ୍ତି ଢେଙ୍କାନାଳ ବାସୀ । ନଚେତ୍ ବଢୁଥିବା ଜନବସତି ସାଂଗକୁ ଜମି ମାଫିଆମାନେ ଉକ୍ତ ସରକାରୀ ଜମିକୁ କବ୍ଜା କରିବାର ସମ୍ଭାବନାକୁ ଏଡ଼ାଇ ଦିଆଯାଇନପାରେ ବୋଲି ସାଧାରଣରେ ଚର୍ଚ୍ଚା ହେଉଛି । ( ରିପୋର୍ଟ୍, ଅମର ରଞ୍ଜନ ଦାସ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

May 12, 2026
ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

May 11, 2026
ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

May 12, 2026
ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version