• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପି ଏମ ଶ୍ରୀ ସରକାରୀ ( ଏସ ଏସ ଡି )ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପି ଏମ ଶ୍ରୀ ଉତ୍ସବ ୨୦୨୫ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
December 21, 2025
in ଓଡ଼ିଶା, ଗଜପତି, ହୋମ୍
0
ପି ଏମ ଶ୍ରୀ ସରକାରୀ ( ଏସ ଏସ ଡି )ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପି ଏମ ଶ୍ରୀ ଉତ୍ସବ ୨୦୨୫ ପାଳିତ
Share on FacebookShare on TwitterWhatsapp

ଆର, ଉଦୟଗିରି (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :-  ଗଜପତି ଜିଲ୍ଲା ରା. ଉଦୟଗିରି ବ୍ଲକ ରାମଗିରି ସ୍ଥିତ ପି ଏମ ଶ୍ରୀ ସରକାରୀ (ଏସ ଏସ ଡି ) ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ପି ଏମ ଶ୍ରୀ ୨୦୨୫ ଉତ୍ସବ ପାଳିତ ହୋଇଯାଇଛି l ରା. ଉଦୟଗିରି ଗୋଷ୍ଠୀ ଶିକ୍ଷାଧିକାରୀ ବୀରେନ୍ଦ୍ର ମଣ୍ଡଳଙ୍କ ସଭାପତିତ୍ୱ ରେ ଆୟୋଜିତ ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥିଭାବେ ଜିଲ୍ଲା ଶିକ୍ଷାଧିକାରୀ ରମେଶ ଚନ୍ଦ୍ର ଦାସ ,ଅତିରିକ୍ତ ଜିଲ୍ଲା ମଙ୍ଗଳ ଅଧିକାରୀ ସଚ୍ଚିଦାନନ୍ଦ ପୃଷ୍ଟି ,ସମ୍ମାନିତ ଅତିଥିଭାବେ ବ୍ଲକ ଅଧକ୍ଷ ଲକ୍ଷ୍ମୀନାରାୟଣ ଶବର , ସ୍ଥାନୀୟ ପ୍ରଧାନ ଶିକ୍ଷକ ସଞ୍ଜୀବ କୁମାର ନାୟକ ,

ବିଦ୍ୟାଳୟ ପରିଚାଳନା କମିଟି ସଭାପତି ରଘୁନାଥ ବଡମୁଣ୍ଡି ଙ୍କ ସହ ଜିଲ୍ଲା ପରିଷଦ ସଭ୍ୟ , ବିଧାୟକ ପ୍ରତିନିଧି , ସ୍ଥାନୀୟ ସରପଞ୍ଚ , ଆଖ ପାଖ ଅଞ୍ଚଳରେ ଥିବା ବିଦ୍ୟାଳୟ ଗୁଡିକର ପ୍ରଧାନଶିକ୍ଷକ ଏବଂ ଅଞ୍ଚଳର ବୁଦ୍ଧିଜୀବୀ ଗଣ ମଞ୍ଚାସୀନ ଥିଲେ l ବିଦ୍ୟାଳୟର ଛାତ୍ରଛାତ୍ରୀ , ଅଭିଭାବକ ଏବଂ ପୂର୍ବତନ ଛାତ୍ରଛାତ୍ରୀ ମାନଙ୍କ ଉପସ୍ଥିତି ରେ ସର୍ବ ପ୍ରଥମେ ଅତିଥି ମାନଙ୍କ ଦ୍ୱାରା ମଞ୍ଚ ଉପରେ ବିରାଜମାନ ଠାକୁରଙ୍କ ନିକଟରେ ପ୍ରଦୀପ ପ୍ରଜ୍ବଳନ କରାଯିବା ପରେ ପି ଏମ ଶ୍ରୀ ଉତ୍ସବ ୨୦୨୫ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା l

ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ବିଭିନ୍ନ ଜ୍ଞାନ କୌଶଳ ମାଧ୍ୟମରେ ଜିଜ୍ଞାସା ମେଳା , ପି ଏମ ଶ୍ରୀ ବ୍ୟାଙ୍କ , ଆକାଂକ୍ଷୀ ଛାତ୍ର ପରିଷଦ , ଦୋକାନ ମେଳା ରେ ବିଭିନ୍ନ ଷ୍ଟଲ ଜରିଆରେ ଉପସ୍ଥାପନ କରାଯାଇଥିଲା l ଭଲ ପଦର୍ଶନ ଓ ଉପସ୍ଥାପନା ଦେଇଥିବା ଛାତ୍ରଛାତ୍ରୀ ଙ୍କୁ ପ୍ରଥମ, ଦ୍ୱତୀୟ ଓ ତୃତୀୟ ସ୍ତରରେ ପୁରସ୍କୃତ କରାଯାଇଥିଲା l ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ସାଂସ୍କୃତିକ ଓ ମନରଞ୍ଜନ କାର୍ଯ୍ୟକ୍ରମ ହୋଇଥିଲା l

ଏଇ କାର୍ଯ୍ୟକ୍ରମ ,ରାଜ୍ୟ ସରକାରଙ୍କ ଭିଜନ ୨୦୩୬ ଏକ ପଦକ୍ଷେପ,ଯାହା ବିକଶିତ ଓଡିଶାର ଲକ୍ଷ ବୋଲି ପ୍ରଧାନ ଶିକ୍ଷକ ଶ୍ରୀ ନାୟକ କହିଛନ୍ତି। ଆଜିର ଏ କାର୍ଯ୍ୟକ୍ରମକୁ ବିଦ୍ୟାଳୟର ବିଜ୍ଞାନ ବିଭାଗ ଇଂରାଜୀ ଅଧ୍ୟାପକ ଅଞ୍ଜିତ କୁମାର ପରିଛା ମଞ୍ଚ ପରିଚାଳନା କରିଥିବା ବେଳେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଅଧ୍ୟାପକ ଓ ସମସ୍ତ କର୍ମଚାରୀ ମାନେ ସମ୍ପୂର୍ଣ୍ଣ ସହଯୋଗ କରିଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

March 9, 2026
ଶିବା ସମ୍ପୁର୍ଣା ଫାଉଣ୍ଡେସନ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଓ ଅନ୍ନପୂର୍ଣ୍ଣା ସମ୍ମାନ ୨୦୨୬ ଅନୁଷ୍ଠିତ

ଶିବା ସମ୍ପୁର୍ଣା ଫାଉଣ୍ଡେସନ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଓ ଅନ୍ନପୂର୍ଣ୍ଣା ସମ୍ମାନ ୨୦୨୬ ଅନୁଷ୍ଠିତ

March 9, 2026
ବଲାଙ୍ଗିର ରେ ଓମ୍ ଏଣ୍ଟରପ୍ରାଇଜେସ୍ ର ନୂତନ ବ୍ରାଞ୍ଚ ଉଦଘାଟିତ

ବଲାଙ୍ଗିର ରେ ଓମ୍ ଏଣ୍ଟରପ୍ରାଇଜେସ୍ ର ନୂତନ ବ୍ରାଞ୍ଚ ଉଦଘାଟିତ

March 9, 2026
AIG Hospitals Launches South India’s First ZAP-X®️ Gyroscopic Neuro-Radiosurgery Platform, Transforming Brain Tumor Treatment into a Non-Invasive Day-Care Procedure

AIG Hospitals Launches South India’s First ZAP-X®️ Gyroscopic Neuro-Radiosurgery Platform, Transforming Brain Tumor Treatment into a Non-Invasive Day-Care Procedure

March 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

March 9, 2026
ଶିବା ସମ୍ପୁର୍ଣା ଫାଉଣ୍ଡେସନ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଓ ଅନ୍ନପୂର୍ଣ୍ଣା ସମ୍ମାନ ୨୦୨୬ ଅନୁଷ୍ଠିତ

ଶିବା ସମ୍ପୁର୍ଣା ଫାଉଣ୍ଡେସନ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଓ ଅନ୍ନପୂର୍ଣ୍ଣା ସମ୍ମାନ ୨୦୨୬ ଅନୁଷ୍ଠିତ

March 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version