• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରେଳ ପଥ ମାଧ୍ୟମରେ ବେଆଇନ ନିଶା ଦ୍ରବ୍ୟ ଚୋରା ଚାଲାଣକାରୀଙ୍କ ବିରୁଦ୍ଧରେ ସରକାରୀ ରେଳବାଇ ଥାନା ପୋଲିସ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି

Proprietor Abhimanyu Maharana by Proprietor Abhimanyu Maharana
December 21, 2025
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ରେଳ ପଥ ମାଧ୍ୟମରେ ବେଆଇନ ନିଶା ଦ୍ରବ୍ୟ ଚୋରା ଚାଲାଣକାରୀଙ୍କ ବିରୁଦ୍ଧରେ ସରକାରୀ ରେଳବାଇ ଥାନା ପୋଲିସ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି
Share on FacebookShare on TwitterWhatsapp

ଖୋର୍ଦ୍ଧା-ଜଟଣୀ (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :-  ଚଳିତ ବର୍ଷ ରେଳବାଇ ପୋଲିସ ୩୩୫୨ କେଜିରୁ ଅଧିକ ଗଞ୍ଜେଇ ଜବତ କରିଥିବା ବେଳେ ଏନଡିପିଏସ ମାମଲା ନିୟମ ଅନୁଯାୟୀ ଅଦ୍ୟାବଧି ମୋଟ ୨୦୦ଟି ମାମଲା ରୁଜୁ ହୋଇଥିବା ବେଳେ ୨୯୯ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଚଳିତ ବର୍ଷ ରେଳବାଇ ପୋଲିସ, କଟକ ୮୭ଟି ମାମଲା ରୁଜୁ କରି ୧୪୮୯ କେଜିରୁ ଅଧିକ ଗଞ୍ଜେଇ ଜବତ ସହ ୧୧୬ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି । ସେହିପରି ରେଳବାଇ ପୋଲିସ, ରାଉରକେଲା ୧୧୩ ଟି ମାମଲା ରୁଜୁ କରି ୧୮୬୩ କେଜିରୁ ଅଧିକ ଗଞ୍ଜେଇ ଜବତ କରିଛି ।

ଏହା ସହ ଚୋରା ଚାଲାଣରେ ସମ୍ପୃକ୍ତ ଥିବା ୧୮୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି, ଏବଂ ୨.୬୧ ଗ୍ରାମ ବ୍ରାଉନ ସୁଗାର ଜବତ କରାଯାଇଛି। ଉଲ୍ଲେଖ ଯୋଗ୍ୟ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତ ଝାଡ଼ଖଣ୍ଡ, ବିହାର,ଉତ୍ତର ପ୍ରଦେଶ, ରାଜସ୍ଥାନ, ଆନ୍ଧ୍ର ପ୍ରଦେଶ, କେରଳ, ମହାରାଷ୍ଟ୍ର ଏବଂ ଗୁଜୁରାଟ ରାଜ୍ୟର ବୋଲି ତଦନ୍ତ ସମୟରେ ପୋଲିସ ଜାଣିବାକୁ ପାଇଛି । ସମସ୍ତ ମାମଲା ଗୁଡିକର ତଦନ୍ତ ଜାରି ରହିଛି ଏବଂ ଏହାର ପଛରେ ଥିବା ଚୋରା ଚାଲାଣ ନେଟୱର୍କକୁ ଭାଙ୍ଗିବା ପାଇଁ ପୋଲିସ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି ।

ରେଳପଥକୁ ମାଦକ ଚୋରା ଚାଲାଣରୁ ମୁକ୍ତ ରଖିବା ପାଇଁ ରେଳ ସୁରକ୍ଷା ବଳ (ଆରପିଏଫ) ଓ ସରକାରୀ ରେଳବାଇ ପୋଲିସ(ଜି ଆର୍ ପି) ମଧ୍ୟରେ ଉପଯୁକ୍ତ ସମନ୍ୱୟ ରଖାଯାଇ କଠୋର ଯାଞ୍ଚ ଓ ନିରୀକ୍ଷଣ କରାଯାଉଛି । ରାଜ୍ୟର ବହୁ ଗୁରୁତ୍ଵପୂର୍ଣ୍ଣ ରେଳ ଷ୍ଟେସନ ଯଥା ଭୁବନେଶ୍ଵର, କଟକ, ସମ୍ବଲପୁର, ପୁରୀ, ରାଉରକେଲା ଆଦି ଷ୍ଟେସନରେ ମିଳିତ ଯାଞ୍ଚ ଅଭିଯାନ କରାଯାଉଛି । ଟ୍ରେନରେ ସନ୍ଦେହ ଜନକ ଅନୁଭବ ହେଉଥିବା ବ୍ୟାଗ/ପାର୍ସେଲ ତନ୍ନ ତନ୍ନ ଭାବେ ଯାଞ୍ଚ କରାଯାଇ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରାଯାଉଛି । ଏଥି ସହ ବିଭିନ୍ନ ସମୟରେ ସନ୍ଧାନୀ କୁକୁର ଦ୍ବାରା ଷ୍ଟେସନ୍ ଓ ଟ୍ରେନ ବଗି ମଧ୍ୟରେ ଯାଞ୍ଚ କରାଯାଉଛି ।

ସାଧାରଣ ଲୋକମାନଙ୍କୁ ମାଦକ ବିରୋଧୀ ଅଭିଯାନରେ ସହଯୋଗ କରିବା ଓ ସନ୍ଦେହଜନକ ଘଟଣା ସମ୍ପର୍କରେ ତୁରନ୍ତ ପୋଲିସକୁ ଜଣାଇବାକୁ ଅନୁରୋଧ କରାଯାଇଛି। ରେଳପଥକୁ ମାଦକ ଦ୍ରବ୍ୟ ଚୋରା ଚାଲାଣରୁ ମୁକ୍ତ ରଖିବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ପ୍ରୟାସ ଜାରି ରହିଛି । ଜି ଆର୍ ପି, ଆର୍ ପି ଏଫ୍ ମଧ୍ୟରେ ସମନ୍ୱୟ ରଖାଯାଇ କଠୋର ଯାଞ୍ଚ ପ୍ରକ୍ରିୟା ଜାରି ରହିବ,ନିଶା ମାଫିଆଙ୍କ ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଅବଲମ୍ବନ ଗ୍ରହଣ କରାଯାଉଛି ଏବଂ ଅପରାଧରେ ଜଡିତ ଥିବା ବ୍ୟକ୍ତିଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ରାଜ୍ୟ ଆରକ୍ଷୀ ମହାନିର୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ ସୂଚନା ଦେଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

May 10, 2026
ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

May 10, 2026
ନିଖିଳ ଉତ୍କଳ ବିଶ୍ଵକର୍ମା ସମିତି ପକ୍ଷରୁ ରଥ କାରିଗରଙ୍କୁ ସମ୍ମାନ

ନିଖିଳ ଉତ୍କଳ ବିଶ୍ଵକର୍ମା ସମିତି ପକ୍ଷରୁ ରଥ କାରିଗରଙ୍କୁ ସମ୍ମାନ

May 10, 2026
ମୃତ ରାକେଶକୁ ନ୍ୟାୟ ଦାବିରେ – ୫ ଘଣ୍ଟା ରାସ୍ତାରୋକ

ମୃତ ରାକେଶକୁ ନ୍ୟାୟ ଦାବିରେ – ୫ ଘଣ୍ଟା ରାସ୍ତାରୋକ

May 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

May 10, 2026
ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

May 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version