• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରଘୁନାଥ ଉଚ୍ଚ ବିଦ୍ୟାଳୟର ବାର୍ଷିକ ପୁରସ୍କାର ବିତରଣ ଉତ୍ସବ

Proprietor Abhimanyu Maharana by Proprietor Abhimanyu Maharana
December 23, 2025
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ରଘୁନାଥ ଉଚ୍ଚ ବିଦ୍ୟାଳୟର ବାର୍ଷିକ ପୁରସ୍କାର ବିତରଣ ଉତ୍ସବ
Share on FacebookShare on TwitterWhatsapp

ବୋଲଗଡ଼  (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- ବୋଲଗଡ଼ ଶିକ୍ଷା ବ୍ଲକ ଅନ୍ତର୍ଗତ ପିଚୁକୁଳିସ୍ଥିତ ରଘୁନାଥ ଦେବ ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଧୀର ସେଠୀଙ୍କ ଆବାହକତ୍ୱରେ ସୋମବାରଦିନ ବିଦ୍ୟାଳୟ ପରିସରରେ ଅନିଷ୍ଠିତ ହୋଉଯାଇଅଛି ! ପ୍ରଧାନ ଶିକ୍ଷା ସୁଧୀର ସେଠୀ ସଭାପତିତ୍ୱ କରି ସ୍ୱାଗତ ଭାଷଣ ଦେଇଥିଲେ !

ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥିଭାବେ ବୋଲଗଡ଼ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରମୋଦ କୁମାର ସ୍ୱାଇଁ, ମୁଖ୍ୟବକ୍ତା ଭାବେ ଖୋର୍ଦ୍ଧା ସମବାୟ ସମିତି ନିର୍ଦେଶକ ପବିତ୍ର ମୋହନ ମାଝୀ ଓ ସମ୍ମାନିତ ଅତିଥିଭାବେ ପିଚୁକୁଳି ଗ୍ରାମପଞ୍ଚୟତ ସରପଞ୍ଚ ଜୟନ୍ତୀ ପ୍ରଧାନ, ପିଚୁକୁଳି କ୍ଲଷ୍ଟର ସଂଯୋଜକ ଲୋକନାଥ ସାହୁ, ପଞ୍ଚସଖା ଶିକ୍ଷାସେତୁ ସଭାପତି ଶ୍ୟାମାକାନ୍ତ ପଟ୍ଟନାୟକ,

ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ବବିନା ନାୟକ ଓ ସତ୍ୟନାରାୟଣ ବାହିନୀ ପତି ପ୍ରମୁଖ ଯୋଗଦେଇ ଜଗତରନାଥ ଜଗନ୍ନାଥଙ୍କ ପ୍ରତିମୃତ୍ତି ରେ ଫୁଲ, ଚନ୍ଦନ ଓ ପ୍ରଦୀପ ପ୍ରଜ୍ବଳନ କରି ଏହାକୁ ଶୁଭ ଉଦଘାଟନ କରିଥିଲେ ! ଏହି କାର୍ଯ୍ୟକ୍ରମରେ ଶିକ୍ଷକ ପ୍ରକାଶ ଚନ୍ଦ୍ର ସାହୁ ଅତିଥିମାନଙ୍କର ପରିଚୟ ପ୍ରଦାନ କରି ବାର୍ଷିକ ବିବରଣୀ ପଠନ କରିଥିଲେ !

ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସ୍ୱାଗତ ସଂଗୀତ ପରିବେଷଣ କରାଯାଇଥିଲା ! ସମସ୍ତ ନିମନ୍ତ୍ରିତ ଅତିଥିମାନଙ୍କୁ ବିଦ୍ୟାଳୟ ତରଫରୁ ବ୍ୟାଚ,ଉତ୍ତରୀୟ ଓ ଫୁଲ ତୋଡ଼ା ଦେଇ ସମ୍ମାନିତ କରାଯାଇଥିଲା !
ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ବିଭିନ୍ନ ମନୋରଞ୍ଜନ ଧର୍ମୀ ସାଂସ୍କୃତିକକାର୍ଯ୍ୟକ୍ରମ ମାନ ପରିବେଷଣ କରାଯାଇଥିଲା !

ସମସ୍ତ ନିମନ୍ତ୍ରିତ ଅତିଥିମାନେ କୃତୀ ପ୍ରତିଯୋଗୀମାନଙ୍କୁ ପ୍ରମାଣ ପତ୍ର, ଟ୍ରଫି ଦେଇ ପୁରସ୍କାର ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଥିଲା ! ଦେଶ ଓ ଜାତିର ପ୍ରଗତି ଉତ୍ତମ ଛାତ୍ରଛାତ୍ରୀମାନଙ୍କ ଉପରେ ନିର୍ଭର କରିଥାଏ ବୋଲି ମୁଖ୍ୟ ଅତିଥି ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରମୋଦ କୁମାର ସ୍ୱାଇଁ ପରାମର୍ଶ ଦଇଥିଲେ ! ପରିଶେଷରେ ଶିକ୍ଷକ ବିଚିତ୍ରା ନନ୍ଦ ରlୟଗୁରୁମହାପାତ୍ର ସମସ୍ତଙ୍କୁ ଧନ୍ୟଵାଦ ଅର୍ପଣ କରିଥିଲେ !

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

May 10, 2026
ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

May 10, 2026
ନିଖିଳ ଉତ୍କଳ ବିଶ୍ଵକର୍ମା ସମିତି ପକ୍ଷରୁ ରଥ କାରିଗରଙ୍କୁ ସମ୍ମାନ

ନିଖିଳ ଉତ୍କଳ ବିଶ୍ଵକର୍ମା ସମିତି ପକ୍ଷରୁ ରଥ କାରିଗରଙ୍କୁ ସମ୍ମାନ

May 10, 2026
ମୃତ ରାକେଶକୁ ନ୍ୟାୟ ଦାବିରେ – ୫ ଘଣ୍ଟା ରାସ୍ତାରୋକ

ମୃତ ରାକେଶକୁ ନ୍ୟାୟ ଦାବିରେ – ୫ ଘଣ୍ଟା ରାସ୍ତାରୋକ

May 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

May 10, 2026
ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

May 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version