ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- ଦିନକ ପରେ ଖ୍ରୀଷ୍ଟ ଧର୍ମାବଲମ୍ବି ମାନଙ୍କ ର ବଡଦିନ ପର୍ବ, ଏହାକୁ ଆଖି ଆଗରେ ରଖି କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ପୋଲିସ ପ୍ରଶାସନ ସମ୍ପୂର୍ଣ୍ଣ ସଜାଗ ହୋଇ ସମଗ୍ର ବାଲିଗୁଡା ଟାଉନ ସମେତ ଏହାର ଆଖ ପାଖ ଅଞ୍ଚଳ ରେ ବଡଦିନ ଉତ୍ସବ ଓ ନୂଆବର୍ଷ କିପରି ଶାନ୍ତି ଶୃଙ୍ଖଳା ର ସହ ପାଳନ ହେବ ସେ ନେଇ ଓଡ଼ିଶା ଉତ୍ପାଦ ଶୁଳ୍କ ଆଇନ,















