• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଟ୍ରାନ୍ସଜେଣ୍ଡର ରାଷ୍ଟ୍ରୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟରେ ଓଡ଼ିଶା ରନର୍ସ ଅପ୍

Proprietor Abhimanyu Maharana by Proprietor Abhimanyu Maharana
December 27, 2025
in ଓଡ଼ିଶା, ପୁରୀ, ହୋମ୍
0
ଟ୍ରାନ୍ସଜେଣ୍ଡର ରାଷ୍ଟ୍ରୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟରେ ଓଡ଼ିଶା ରନର୍ସ ଅପ୍
Share on FacebookShare on TwitterWhatsapp

ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- ପଞ୍ଜାବର ଲଭଲୀ ପ୍ରଫେସନାଲ ୟୁନଭରସିଟି ଠାରେ ଜାତୀୟ ଟ୍ରାନ୍ସଜେଣ୍ଡର ବ୍ଯକ୍ତି ମାନଙ୍କୁ ନେଇ ଜାତୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଓଡ଼ିଶା ଟ୍ରାନ୍ସ ଜେଣ୍ଡର କ୍ରିକେଟ ଦଳ ରନର୍ସ ଅପ ହୋଇ ଓଡ଼ିଶା ପାଇଁ ଗର୍ବ ଆଣି ଦେଇଛନ୍ତି । ଡିସେମ୍ବର ଓଡ଼ିଶାର ୧୪ ଜଣିଆ ଟ୍ରାନ୍ସ କ୍ରିକେଟ ଟିମ ପଞ୍ଜାବ ଗସ୍ତ କରିଥିଲେ । ଏହି ଦଳ ଗୁରୁବାର ପୁରୀରେ ପହଞ୍ଚିବା ପରେ ସାମାଜିକ ଓ ସ୍ବେଛାସେବୀ ଅନୁଷ୍ଠାନ ଦି ବେଲ ପକ୍ଷରୁ ୟୁଥ ହଷ୍ଟେଲ ଠାରେ ଭବ୍ୟ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା।

ଓଡ଼ିଶା ଦଳ ସେମିଫାଇନାଲରେ କର୍ଣ୍ଣାଟକକୁ ୪୭ରନରେ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଥିଲା । ଫାଇନାଲ ମ୍ୟାଚରେ କେରଳ ସହିତ ଓଡ଼ିଶା ମୁହାହମୁହିଁ ହୋଇଥିଲେ । ମାତ୍ର ୨ ରନ ଯୋଗୁ ଓଡ଼ିଶା ଦଳ ରନର୍ସ ଅପ ହୋଇଥିଲା । ଦୁଇ ବର୍ଷ ଧରି ଏହି ଦଳ ଭଲ ଖେଳ ପ୍ରଦର୍ଶନ କରୁଥିଲେ ମଧ୍ଯ ରାଜ୍ୟ ସରକାର ,ଜିଲ୍ଲା ପ୍ରଶାସନ, ନେତା ଓ ମନ୍ତ୍ରୀଙ୍କ ଠାରୁ ସହଯୋଗ ମିଳୁନାହିଁ ବୋଲି ଟିମ୍ କ୍ୟାପଟେନ୍ ସନ୍ତୋଷ କୁମାର ଜେନା (ଇମି) କ୍ଷୋଭ ପ୍ରକାଶ କରିଛନ୍ତି ।

ଦଳର ଉପଅଧିନାୟକ ପୁରୀର ସୁମନ ମହାକୁଡ କହିଛନ୍ତି ଶ୍ରୀଜଗନ୍ନାଥଙ୍କ କୃପାରୁ ଓଡ଼ିଶା ଟିମ ସଫଳ ହୋଇପାରିଛି । ଦଳଗତ ଶୃଙ୍ଖଳା ପାଇଁ ଓଡିଶା ଟିମ ବେଷ୍ଟ ଟିମ ଆୱାର୍ଡ ପାଇଛି । ସାମାଜିକ ଅନୁଷ୍ଠାନ ଦି ବେଲର ଅଧ୍ୟକ୍ଷ ସିଦ୍ଧାର୍ଥ ରାୟ କହିଛନ୍ତି ଟ୍ରାନ୍ସଜେଣ୍ଡର ମାନଙ୍କୁ ଅଲଗା ନଜରରେ ଦେଖନାହିଁ । ସେମାନେ ମଧ୍ଯ ଆମ ଭଳି ଜଣେ ଜଣେ ମଣିଷ । ସେମାନେ ବିଭିନ୍ନ କ୍ଷେତ୍ରରେ ଦକ୍ଷତା ପ୍ରତିପାଦନ କରୁଛନ୍ତି ।

ସେମାନଙ୍କୁ ସମାଜର ମୁଖ୍ଯ ସ୍ରୋତରେ ସାମିଲ କରିବା ପାଇଁ ବିଭିନ୍ନ ଉପାୟରେ ସହଯୋଗ ପ୍ରଦାନ କରାଗଲେ ସେମାନଙ୍କ ଉର୍ନ୍ନତି ଘଟିବ। ଏହି ସମ୍ବର୍ଦ୍ଧନା ପର୍ବରେ ୟୁଥ୍ ହଷ୍ଟେଲ ମ୍ୟାନଜର ଭାସ୍କର ମହାରଣା, ସାନଭି ରିହାବଲେସନ କେୟାରର ଏମଡି ଡ. ନେତାଜୀ ହରି ଚନ୍ଦନ, ଦି ବେଲର ଉପସଭାପତି ସୁକାନ୍ତ କୁମାର ପଣ୍ଡା,ସମ୍ପାଦକ କିଶୋର ପାତ୍ର, ରାଜଲକ୍ଷ୍ମୀ ଦାସ,ମିନତି ନାୟକ, ଶାନ୍ତିଲତା ପ୍ରଧାନ, ମଳୟ ଗଜେନ୍ଦ୍ର ,ରଞ୍ଜିତ ନାୟକ,ଉମେଶ ଚନ୍ଦ୍ର ଦାସ,ବନିତା ଦୀକ୍ଷିତ,ବର୍ଷା ଦାସ,ଅଞ୍ଜଳି କାନୁନଗୋ ଯୋଗଦେଇ ବିଜୟୀ ଦଳକୁ ଶୁଭେଛା ଜଣାଇଥିଲେ । କାର୍ଯ୍ୟକ୍ରମକୁ ଦ ବେଲ୍ ୟୁଥ୍ ଓ ଓମେନ୍ସ କ୍ଲବ୍ ସଦସ୍ୟ ସଦସ୍ୟା ପରିଚାଳନା କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପ୍ରାଥମିକ ଶିକ୍ଷକ ସଂଘର କର୍ମକର୍ତ୍ତାଙ୍କ ଦାୟିତ୍ୱ ଗ୍ରହଣ

ପ୍ରାଥମିକ ଶିକ୍ଷକ ସଂଘର କର୍ମକର୍ତ୍ତାଙ୍କ ଦାୟିତ୍ୱ ଗ୍ରହଣ

August 19, 2026
ନିଶାମୁକ୍ତ ସମାଜ ଗଠନ ପାଇଁ ଆଜି ରାଜ୍ୟର ସାମୁହିକ ଶପଥ ପାଠ

ନିଶାମୁକ୍ତ ସମାଜ ଗଠନ ପାଇଁ ଆଜି ରାଜ୍ୟର ସାମୁହିକ ଶପଥ ପାଠ

August 19, 2026
ଜିଲ୍ଲା ପ୍ରଶାସନ ଙ୍କ ସମେତ ବହୁ ବିଧାୟକ ଙ୍କ ଖଣ୍ଡପଡ଼ା ସୁନାମୁହିଁ ଡ୍ୟାମ ପରିଦର୍ଶନ

ଜିଲ୍ଲା ପ୍ରଶାସନ ଙ୍କ ସମେତ ବହୁ ବିଧାୟକ ଙ୍କ ଖଣ୍ଡପଡ଼ା ସୁନାମୁହିଁ ଡ୍ୟାମ ପରିଦର୍ଶନ

August 19, 2026
ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ

Rashtriya Prabasi Odia Paribar hosts Health Camp

August 19, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରାଥମିକ ଶିକ୍ଷକ ସଂଘର କର୍ମକର୍ତ୍ତାଙ୍କ ଦାୟିତ୍ୱ ଗ୍ରହଣ

ପ୍ରାଥମିକ ଶିକ୍ଷକ ସଂଘର କର୍ମକର୍ତ୍ତାଙ୍କ ଦାୟିତ୍ୱ ଗ୍ରହଣ

August 19, 2026
ନିଶାମୁକ୍ତ ସମାଜ ଗଠନ ପାଇଁ ଆଜି ରାଜ୍ୟର ସାମୁହିକ ଶପଥ ପାଠ

ନିଶାମୁକ୍ତ ସମାଜ ଗଠନ ପାଇଁ ଆଜି ରାଜ୍ୟର ସାମୁହିକ ଶପଥ ପାଠ

August 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version