• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶିବା ସମ୍ପୂର୍ଣ। ଫାଉଣ୍ଡେସନ ପକ୍ଷରୁ ଜୟଦେବ କଳାରତ୍ନ ସମ୍ମାନ – ୨୦୨୫ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
December 29, 2025
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ଶିବା ସମ୍ପୂର୍ଣ। ଫାଉଣ୍ଡେସନ ପକ୍ଷରୁ ଜୟଦେବ କଳାରତ୍ନ ସମ୍ମାନ – ୨୦୨୫ ଅନୁଷ୍ଠିତ
Share on FacebookShare on TwitterWhatsapp

ବାଲିଅନ୍ତା (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- ଭୁବନେଶ୍ୱର ଉପକଣ୍ଠ ତଥା ଜୟଦେବ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବାଳକାଟିସ୍ଥିତ ଅନନ୍ୟା କଲ୍ୟାଣ ମଣ୍ଡପରେ ଶିବାସଂମ୍ପୂର୍ଣା ଫାଉଣ୍ଡେସନ୍ ତରଫରୁ ଆୟୋଜିତ “ଜୟଦେବ କଳାରତ୍ନ ସମ୍ମାନ-୨୦୨୫” ସଂସ୍ଥାର ସଭାପତି ଶ୍ରୀମତୀ ଝିଲି ପ୍ରଧାନଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ମାନ୍ୟବର ଶ୍ରୀଯୁକ୍ତ ସାରଦା ପ୍ରସାଦ ଶତପଥୀ ମୁଖ୍ୟଅତିଥି, ବିଜେପି ଭୁବନେଶ୍ୱର ଜିଲ୍ଲା ସଭାପତି ଶ୍ରୀଯୁକ୍ତ ନିରଞ୍ଜନ ମିଶ୍ର ମୁଖ୍ୟବକ୍ତା ଏବଂ ପୂର୍ବତନ ମନ୍ତ୍ରୀ ଶ୍ରୀଯୁକ୍ତ ଅରବିନ୍ଦ ଢାଲି ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏହି ଅନୁଷ୍ଠାନର ବିଭିନ୍ନ କାର୍ଯ୍ୟକ୍ରମ ଉପରେ ବିଶଦଭାବେ ଆଲୋଚନା କରିବା ସହ ଅନୁଷ୍ଠାନକୁ ଭୂୟସୀ ପ୍ରଶଂସା କରିଥିଲେ ।

ଏହି ଉତ୍ସବର ପରିଶେଷରେ ଶିବାସଂମ୍ପୂର୍ଣା ଫାଉଣ୍ଡେସନର ପରିଚାଳନା ନିର୍ଦ୍ଦେଶକ ଶ୍ରୀ ସଞ୍ଜୀବ କୁମାର ସାମନ୍ତରାୟ ସମସ୍ତ କଳାକାର ମାନଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିଲେ। ପବିତ୍ର କୁମାର ଭୋଇ, ସଞ୍ଜୟ କୁମାର ତ୍ରିପାଠୀ, ମନୋଜ କୁମାର ସାହୁ, ତ୍ରିନାଥ ଚନ୍ଦ୍ର ସାହୁ, ଅଜିତ କୁମାର ବେହେରା, ସୁଜାତା ଦାଶ ପ୍ରମୁଖ ସହଯୋଗ କରିଥିଲେ।

ପରେ ପରେ ସମଗ୍ର ନିର୍ବାଚନ ମଣ୍ଡଳୀରୁ ଆସିଥିବା ଶତାଧିକ ସଙ୍କୀର୍ତ୍ତନ କଳାକାର,ଗୋଟିପୁଅ କଳାକାର, ପାଲା କଳାକାର,ସମାଜସେବୀ ମାଗୁଣି ଚରଣ ସେଠୀଙ୍କ ସମେତ ବରିଷ୍ଠ ନାଗରିକ ଓ ସମ୍ମାନୀୟ ବ୍ୟକ୍ତି ବିଶେଷଙ୍କୁ ଉତ୍ତରୀୟ ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଥିଲା । ଉତ୍ସବଟି ବେଶ୍ ଚିତ୍ତାକର୍ଷକ, ଆକର୍ଷଣୀୟ ହୋଇ ନିର୍ବାଚନ ମଣ୍ଡଳୀରେ ପ୍ରଭାବଶାଳୀ ହୋଇପାରିଛି । ଏହି ଉତ୍ସବରେ ବହୁ ସଂଖ୍ୟାରେ ଲୋକେ ଉପସ୍ଥିତ ରହିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନିଶାମୁକ୍ତ ସମାଜ ଗଠନ ପାଇଁ ଆଜି ରାଜ୍ୟର ସାମୁହିକ ଶପଥ ପାଠ

ନିଶାମୁକ୍ତ ସମାଜ ଗଠନ ପାଇଁ ଆଜି ରାଜ୍ୟର ସାମୁହିକ ଶପଥ ପାଠ

August 19, 2026
ଜିଲ୍ଲା ପ୍ରଶାସନ ଙ୍କ ସମେତ ବହୁ ବିଧାୟକ ଙ୍କ ଖଣ୍ଡପଡ଼ା ସୁନାମୁହିଁ ଡ୍ୟାମ ପରିଦର୍ଶନ

ଜିଲ୍ଲା ପ୍ରଶାସନ ଙ୍କ ସମେତ ବହୁ ବିଧାୟକ ଙ୍କ ଖଣ୍ଡପଡ଼ା ସୁନାମୁହିଁ ଡ୍ୟାମ ପରିଦର୍ଶନ

August 19, 2026
ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ

Rashtriya Prabasi Odia Paribar hosts Health Camp

August 19, 2026
ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ

ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ

August 19, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନିଶାମୁକ୍ତ ସମାଜ ଗଠନ ପାଇଁ ଆଜି ରାଜ୍ୟର ସାମୁହିକ ଶପଥ ପାଠ

ନିଶାମୁକ୍ତ ସମାଜ ଗଠନ ପାଇଁ ଆଜି ରାଜ୍ୟର ସାମୁହିକ ଶପଥ ପାଠ

August 19, 2026
ଜିଲ୍ଲା ପ୍ରଶାସନ ଙ୍କ ସମେତ ବହୁ ବିଧାୟକ ଙ୍କ ଖଣ୍ଡପଡ଼ା ସୁନାମୁହିଁ ଡ୍ୟାମ ପରିଦର୍ଶନ

ଜିଲ୍ଲା ପ୍ରଶାସନ ଙ୍କ ସମେତ ବହୁ ବିଧାୟକ ଙ୍କ ଖଣ୍ଡପଡ଼ା ସୁନାମୁହିଁ ଡ୍ୟାମ ପରିଦର୍ଶନ

August 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version