ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- କନ୍ଧମାଳ ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଜନ ଶୁଣାଣି ତୁମୁଡ଼ିବନ୍ଧ ବ୍ଲକ୍ ସଭାଗୃହ ଠାରେ ଅନୁଷ୍ଠିତ ହୋଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ବେଦଭୂଷଣ ଙ୍କ ସମେତ , ଆରକ୍ଷୀ ଅଧିକ୍ଷକ ହରିଶ ବିସି, ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଶମ୍ଭୁନାଥ ନନ୍ଦୀ ଏବଂ ତୁମୁଡି଼ବନ୍ଧ ବ୍ଲକ ଅଧ୍ୟକ୍ଷା ବାସନ୍ତୀ ମାଝୀ ଓ ଜିଲ୍ଲାର ବିଭିନ୍ନ ପ୍ରଶାସନିକ ଅଧିକାରୀ,

ଅଧିକାରିଣୀ ଯୋଗ ଦେଇଥିବା ବେଳେ ମୋଟ ୭୦ ଗୋଟି ଅଭିଯୋଗ ଶୁଣାଣି ମଧ୍ୟରୁ ହୋଇଥିବା ଜଣାପଡିଛି l କନ୍ଧମାଳ ଜିଲ୍ଲାରେ କିଛି ବ୍ଲକ୍ ମଧ୍ୟରୁ ତୁମୁଡ଼ିବନ୍ଧ ବ୍ଲକ ର ଅନେକ ଦୁର୍ଗମ ଅଞ୍ଚଳ ରେ ବିଭିନ୍ନ ସମସ୍ୟା ରହିଛି, ସେଥି ମଧ୍ୟରୁ ବିଶୁଦ୍ଧ ପାନୀୟ ଜଳ,















