• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଭଡ଼ା ଘରୁ ଗ୍ରାମ ବିକାଶ ଅନୁଷ୍ଠାନ ର କର୍ମଚାରୀ ଙ୍କ ମୃତ ଦେହ ଉଦ୍ଧାର : ତଦନ୍ତ ଅବ୍ୟାହତ

Proprietor Abhimanyu Maharana by Proprietor Abhimanyu Maharana
January 3, 2026
in ଅପରାଧ, ଓଡ଼ିଶା, କନ୍ଧମାଳ, ହୋମ୍
0
ଭଡ଼ା ଘରୁ ଗ୍ରାମ ବିକାଶ ଅନୁଷ୍ଠାନ ର କର୍ମଚାରୀ ଙ୍କ ମୃତ ଦେହ ଉଦ୍ଧାର : ତଦନ୍ତ ଅବ୍ୟାହତ
Share on FacebookShare on TwitterWhatsapp

ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- ଏକ ଭଡା ଘରୁ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କଲା ପୋଲିସ୍ । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ପରିବାର ଲୋକଙ୍କ ଉପସ୍ଥିତିରେ କବାଟ ଭାଙ୍ଗି ଶବ ଉଦ୍ଧାର କରିଛି ପୋଲିସ୍ । ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ଖଜୁରୀନାଳ ସାହିରେ । ମୃତକ ଛତ୍ରପୁରର ଜୟକୃଷ୍ଣ ଦାସ ହୋଇଥିବା ବେଳେ ଘଟଣାର ତଦନ୍ତ ଆରମ୍ଭ କରିଛି ବାଲିଗୁଡ଼ା ପୋଲିସ୍ । ସୂଚନା ପ୍ରକାରେ ଜୟକୃଷ୍ଣ ଦୀର୍ଘ ବର୍ଷ ଧରି ଗ୍ରାମ ବିକାଶ ନାମକ ଏକ ସ୍ୱଛାସେବୀ ସଂସ୍ଥାର ବାଲିଗୁଡ଼ା ଶାଖାରେ ଫିଲ୍ଡ ଏକ୍ସପୋର୍ଟ ଭାବେ କାର୍ଯ୍ୟ କରୁଥିଲେ ।

ଗତ କିଛି ମାସ ହେବ ସେ ବାଲିଗୁଡ଼ା ସହରର ଖଜୁରୀନାଳ ସାହିରେ ଘର ଭଡ଼ା ନେଇ ଏକୁଟିଆ ରହୁଥିଲେ । ମଙ୍ଗଳବାର ଅପରାହ୍ନ ରେ ଘରେ ଶୋଇଥିବା ବେଳେ ଦୀର୍ଘ ସମୟ ଧରି କବାଟ ନ ଖୋଲିବାରୁ ଘର ମାଲିକଙ୍କ ମନରେ ସନ୍ଦେହ ଉପୁଜିବାରୁ ସେ ପୋଲିସକୁ ସୂଚନା ଦେଇଥିଲେ । ଖବରପାଇ ଘଟଣା ସ୍ଥଳରେ ବାଲିଗୁଡ଼ା ପୋଲିସ୍ ପହଞ୍ଚି ସ୍ଥିତି ପରଖିବା ପରେ ଜୟକୃଷ୍ଣଙ୍କ ସହକର୍ମୀଙ୍କ ସହ ଯୋଗାଯୋଗ କରିବା ସହ ପରିବାର ଲୋକଙ୍କୁ ଏନେଇ ସୂଚନା ଦେଇଥିଲେ ।

ପରିବାର ଲୋକେ ପହଁଚିବା ପରେ ଏକଜୁକୁଟିଭ୍ ମାଜିଷ୍ଟ୍ରେଟ ତଥା ବାଲିଗୁଡ଼ା ତହସିଲଦାର ଦିପ୍ତିପ୍ରକାଶ ବେହେରାଙ୍କ ଉପସ୍ଥିତିରେ କବାଟ ଭାଙ୍ଗି ଦେଖିବା ବେଳେ ଜୟକୃଷ୍ଣଙ୍କ ମୃତ ଦେହ ପଡ଼ିଥିବା ଦେଖିବାକୁ ମିଳିଥିଲା । ଶବ ଜବତ କରିବା ସହ ବ୍ୟବଛେଦ ପାଇଁ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଛି ପୋଲିସ୍ । ଅନ୍ୟପଟେ ଶବ ବ୍ୟବଚ୍ଛେଦ ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ପୋଲିସ୍ ପକ୍ଷରୁ ସୂଚନା ମିଳିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

June 29, 2026
“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

June 29, 2026
ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

June 28, 2026
ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ

ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ

June 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

June 29, 2026
“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

June 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version