• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜଗା ଦର୍ଶନରେ ବିଭୋର ଲକ୍ଷାଧିକ ଭକ୍ତ କଡା ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର

Proprietor Abhimanyu Maharana by Proprietor Abhimanyu Maharana
January 3, 2026
in ଓଡ଼ିଶା, ପୁରୀ, ହୋମ୍
0
ଜଗା ଦର୍ଶନରେ ବିଭୋର ଲକ୍ଷାଧିକ ଭକ୍ତ କଡା ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର
Share on FacebookShare on TwitterWhatsapp

ପୁରୀ(ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :--ଇଂରାଜୀ ନୂଆବର୍ଷ ୨୦୨୬ ଉପଲେକ୍ଷ ଲକ୍ଷାଧିକ ଭକ୍ତ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଦର୍ଶନ କରି ଖୁସିବ୍ୟକ୍ତ କରିଛନ୍ତି । ବର୍ଷ ଆରମ୍ଭରୁ ଭଲରେ କଟିବା ପାଇଁ ଆଶିଷ କାମନା କରିଛନ୍ତି ଭକ୍ତ । ରାତି ୨ଟାରୁ ଶ୍ରୀମନ୍ଦିର ଖୋଲାଯାଇ ଭକ୍ତଙ୍କ ପାଇଁ ଦର୍ଶନ ବ୍ୟବସ୍ଥା କରାଯାଇଥିଲା ।

କଡା ସୁରକ୍ଷା ବଳୟରେ ଶ୍ରୀମନ୍ଦିର ଭିତର ଓ ବାହାର ରହିଥିଲା । ଶ୍ରୀମନ୍ଦିରକୁ ଯାଉଥିବା ଭକ୍ତ ମାନେ ବଗଲା ଧର୍ମଶାଳା ଠାରୁ ବ୍ଯାରିକେଡ ଭିତରେ ଯାଇ ସିଂହଦ୍ଵାର ଦେଇ ଶ୍ରୀଜୀଉଙ୍କୁ ଦର୍ଶନ କରିଥିଲେ । ଭକ୍ତ ମାନେ ବଡଦାଣ୍ଡ ମଝିରେ ବ୍ଯାରିକେଡ ମଧ୍ଯରେ ଯାଉଥିବାବେଳେ ୱାନ ୱେ ଟ୍ରାଫିକ ପରି ଅନ୍ଯ ଭକ୍ତ ମାନେ ସାଇଡରେ ଯାଉଥିଲେ ।

ସିଂହଦ୍ଵାର ଦ୍ବାରରେ ପ୍ରବେଶ କରି ଉତ୍ତରଦ୍ବାର, ଦକ୍ଷିଣଦ୍ବାର ଓ ପଶ୍ଚିମଦ୍ବାରରେ ପ୍ରସ୍ଥାନ କରୁଥିଲେ । ଭିନ୍ନକ୍ଷମ ଓ ବରିଷ୍ଠ ନାଗରିକଙ୍କ ପାଇଁ ସ୍ବତନ୍ତ୍ର ବ୍ଯବସ୍ଥା କରାଯାଇଥିଲା । ରାତି ୧୧ଟା ପର୍ଯ୍ୟନ୍ତ ଦର୍ଶନ ବ୍ଯବସ୍ଥା ଚାଲୁ ରହିଥିଲା । ପୁରୀ ଏସପି ପ୍ରତୀକ ସିଂଙ୍କ ପ୍ରତେକ୍ଷ୍ଯ ତତ୍ତ୍ବାବଧାନରେ ୭୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଥିଲେ । ଅତିସୁନ୍ଦର ଭାବେ ଟ୍ରାଫିକ ସୁପରିଚାଳନା କରାଯାଇଥିଲା ।

ଭିଡ ନିୟନ୍ତ୍ରଣ ଓ ସୁରକ୍ଷା ବ୍ଯବସ୍ଥାକୁ କଡାକଡି କରାଯାଇଥିଲା । ୩୪୪ ଟି ଗୁପ୍ତ ଗୋଇନ୍ଦା କ୍ଯାମେରା ଭକ୍ତ ଓ ସହରରେ ପ୍ରବେଶ କରୁଥିବା ବ୍ଯକ୍ତି ମାନଙ୍କ ଉପରେ ନଜର ରଖିଥିଲା । ମନ୍ଦିର ଭିତରେ ପୋଲିସ ପକ୍ଷରୁ ମାନବଚେନ ସିଷ୍ଟମ କରାଯାଇଥିଲା । ବ୍ଯାରିକେଡ ନିକଟରେ ପାନୀୟଜଳ, ସିଲିଂ ଫ୍ଯାନ ଓ ଶୌଚାଳୟର ସୁବିଧା କରାଯାଇଥିଲା ।

ନୂଆବର୍ଷ ପାଇଁ ପୁରୀ ବେଳାଭୂମି ମଧ୍ଯ ଲୋକାରଣ୍ୟ ହୋଇପଡିଥିଲା । ଭକ୍ତ ଓ ପର୍ଯ୍ୟଟକ ମାନେ ସମୁଦ୍ରର ଅପୂର୍ବ ଦୃଶ୍ଯକୁ ଉପଭୋଗ କରୁଥିଲେ । ସମୁଦ୍ରକୂଳେ ନୂଆବର୍ଷ ର ନୂଆ ସକାଳରେ ସୂର୍ଯ୍ଯଙ୍କ ପହିଲି କିରଣକୁ ପର୍ଯ୍ୟଟକ ଓ ଭକ୍ତ ମାନେ ଦର୍ଶନ କରିଥିଲେ । ଗାଡି ପାର୍କିଙ୍ଗ ପାଇଁ ସ୍ବତନ୍ତ୍ର ବ୍ଯବସ୍ଥା କରାଯାଇଥିଲା । ଶ୍ରଦ୍ଧାଳୁ ମାନେ ଟେନ, ବସ ଓ ବାଇକରେ ଆସି ବଡଦାଣ୍ଡରେ ପହଞ୍ଚିବା ପରେ ଶ୍ରୀମନ୍ଦିର ଶ୍ରୀଜୀଉଙ୍କ ଦର୍ଶନ ଓ ସମୁଦ୍ର ସ୍ନାନ ଓ ସମୁଦ୍ରଦୃଶ୍ଯ ଉପଭୋଗ କରି ସୁଖଦ ଅନୁଭୂତି ନେଇ ଫେରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

May 1, 2026
ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

May 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version