• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜାନୁୟାରୀ ୪ ରୁ ୧୩ ଭୋଳାନାଥ ସ୍ଲୁଲରେ ଶ୍ରୀକ୍ଷେତ୍ର ପୁସ୍ତକ ମେଳା

Proprietor Abhimanyu Maharana by Proprietor Abhimanyu Maharana
January 3, 2026
in ଓଡ଼ିଶା, ପୁରୀ, ହୋମ୍
0
ଜାନୁୟାରୀ ୪ ରୁ ୧୩ ଭୋଳାନାଥ ସ୍ଲୁଲରେ ଶ୍ରୀକ୍ଷେତ୍ର ପୁସ୍ତକ ମେଳା
Share on FacebookShare on TwitterWhatsapp

ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- ଚଳିତବର୍ଷ ୩୦ତମ ଶ୍ରୀକ୍ଷେତ୍ର ପୁସ୍ତକ ମେଳା ଜାନୁୟାରୀ ୪ ତାରିଖ ରୁ ୧୩ ତାରିଖ ପର୍ଯ୍ୟନ୍ତ ୧୦ ଦିନ ବ୍ଯାପି ଏହି ପୁସ୍ତକ ମେଳା ଶରଧାବାଲି ପରିବର୍ତ୍ତେ ଭୋଳାନାଥ ବିଦ୍ୟାପୀଠ ପରିସରରେ ଆୟୋଜିତ ହେବ । ଏ ସମ୍ପର୍କରେ ଶୁକ୍ରବାର ଅପରାହ୍ନରେ ଜିଲ୍ଲାସ୍କୁଲ ସମ୍ମୁଖ ଓଡ଼ିଶା ସଙ୍ଗୀତ ଏକାଡ଼େମୀ ସଭାଗୃହରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ପୁସ୍ତକ ମେଳା ଦିନ ୨ଟାରୁ ରାତି ୯ଟା ପର୍ଯ୍ୟନ୍ତ ଖୋଲା ରହିବ ।

ଚଳିତବର୍ଷ ଦିଲ୍ଲୀରୁ ୫୦ରୁ ଉର୍ଦ୍ଧ୍ବ ପ୍ରକାଶକ ଯୋଗଦେବେ । ପ୍ରାୟ ୧୨୦ଟି ବୁକ ଷ୍ଟଲ ଖୋଲିବ । ସାଂସ୍କୃତିକ ମଞ୍ଚରେ ନୃତ୍ଯ, ଭକ୍ତି ସଙ୍ଗୀତ, ସାହିତ୍ୟ ଆସର ଓ ଆଲୋଚନାଚକ୍ର ଅନୁଷ୍ଠିତ ହେବ ।ଏହି ଅବସରରେ ଗବେଷଣା ପାଇଁ ଗୌରାଙ୍ଗ ଚରଣ ପରିଡା, ସାହିତ୍ୟି କ୍ଷେତ୍ରରେ ପବିତ୍ର ମୋହନ ଦାଶ, ପ୍ରକାଶକ କ୍ଷେତ୍ରରେ ଗୀତାଞ୍ଜଳି ପବ୍ଲିକେଶନ କଟକଙ୍କୁ ପୁସ୍ତକ ମେଳା ସମ୍ମାନ ପ୍ରଦାନ କରାଯିବ ।

ଏହା ସହ ସାହିତ୍ୟି ସଂସ୍କୃତି ଅବଦାନ ପାଇଁ ବିରେନ୍ଦ୍ର କୁମାର ସାମନ୍ତରାୟଙ୍କୁ ରାଜ୍ୟସ୍ତରୀୟ ସାହିତ୍ୟିକ ସାରସ୍ବତ ସାଧକ ସମ୍ମାନ ପ୍ରଦାନ କରାଯିବ । ପ୍ରଫେସର ଡ.ପୂର୍ଣ୍ଣ ଚନ୍ଦ୍ର ମିଶ୍ରଙ୍କୁ ସୁନିଲ ରଥ ସ୍ମାରକୀ ଗବେଷକ ସମ୍ମାନ ପ୍ରଦାନ କରାଯିବ । ଏହି ସାମ୍ବାଦିକ ସମ୍ମିଳନୀରେ କମିଟିର ସଭାପତି କୈଳାସ ଚନ୍ଦ୍ର ଟିକାୟତରାୟ, ସମ୍ପାଦକ ଚକ୍ରଧର ମହାପାତ୍ର, କାର୍ଯ୍ଯକାରୀ ସଭାପତି ଅନାମ ଚନ୍ଦ୍ର ସାହୁ, ଶ୍ରୀକାନ୍ତ ମହାନ୍ତି, ପ୍ରସନ୍ନ ମିଶ୍ର, ପ୍ରଫୁଲ୍ଲ ସାମନ୍ତରା ଓ ଶ୍ଯାମପ୍ରକାଶ ସେନାପତି ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗୋମାତା ସମ୍ମାନ ପାଇଁ ଗୋପରୁ ଆରମ୍ଭ ହେଲା ଜାତୀୟ ସ୍ୱର  

ଗୋମାତା ସମ୍ମାନ ପାଇଁ ଗୋପରୁ ଆରମ୍ଭ ହେଲା ଜାତୀୟ ସ୍ୱର  

April 28, 2026
ମୁରିବାହାଲ ଅଞ୍ଚଳରେ ଚନ୍ଦନ ଯାତ୍ରା ଆରମ୍ଭ

ମୁରିବାହାଲ ଅଞ୍ଚଳରେ ଚନ୍ଦନ ଯାତ୍ରା ଆରମ୍ଭ

April 28, 2026
ଭାପୁର ପଞ୍ଚାୟତରେ ଜିଲ୍ଲାପାଳଙ୍କ ଜନଶୁଣାଣିରେ ୫୮ ଗୋଟି ଅଭିଯୋଗ

ଭାପୁର ପଞ୍ଚାୟତରେ ଜିଲ୍ଲାପାଳଙ୍କ ଜନଶୁଣାଣିରେ ୫୮ ଗୋଟି ଅଭିଯୋଗ

April 28, 2026
କ୍ୟାନଫେଷ୍ଟ-୨୦୨୬ ର ୭ମ ସନ୍ଧ୍ୟାରେ, ବଙ୍ଗଳା ନାଟକ ନୀଳ ପିରିଟର ଫୁଲ ମଞ୍ଚସ୍ଥ ହେଲା

କ୍ୟାନଫେଷ୍ଟ-୨୦୨୬ ର ୭ମ ସନ୍ଧ୍ୟାରେ, ବଙ୍ଗଳା ନାଟକ ନୀଳ ପିରିଟର ଫୁଲ ମଞ୍ଚସ୍ଥ ହେଲା

April 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗୋମାତା ସମ୍ମାନ ପାଇଁ ଗୋପରୁ ଆରମ୍ଭ ହେଲା ଜାତୀୟ ସ୍ୱର  

ଗୋମାତା ସମ୍ମାନ ପାଇଁ ଗୋପରୁ ଆରମ୍ଭ ହେଲା ଜାତୀୟ ସ୍ୱର  

April 28, 2026
ମୁରିବାହାଲ ଅଞ୍ଚଳରେ ଚନ୍ଦନ ଯାତ୍ରା ଆରମ୍ଭ

ମୁରିବାହାଲ ଅଞ୍ଚଳରେ ଚନ୍ଦନ ଯାତ୍ରା ଆରମ୍ଭ

April 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version