• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବଡଦାଣ୍ଡରେ ବଡ ଦୁର୍ଘଟଣା ନାବାଳକ ମୃତ ଦୁଇ ଆହତ ଉତ୍ଯକ୍ତ ଜନତା ଟାୟାର ଜାଳି ରାସ୍ତାରୋକ

Proprietor Abhimanyu Maharana by Proprietor Abhimanyu Maharana
January 3, 2026
in ଓଡ଼ିଶା, ପୁରୀ, ହୋମ୍
0
ବଡଦାଣ୍ଡରେ ବଡ ଦୁର୍ଘଟଣା ନାବାଳକ ମୃତ ଦୁଇ ଆହତ ଉତ୍ଯକ୍ତ ଜନତା ଟାୟାର ଜାଳି ରାସ୍ତାରୋକ
Share on FacebookShare on TwitterWhatsapp

ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- ସକାଳୁ ସକାଳୁ ବଡ଼ଦାଣ୍ଡରେ ଦୁର୍ଘଟଣା । ଶୁକ୍ରବାର ପୂର୍ବାହ୍ନରେ ପୁରୀ ବଡ଼ଦାଣ୍ଡରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ବଳଗଣ୍ଡି ଛକରେ ବୋଲେରୋ ଓ ସ୍କଟି ମଧ୍ୟରେ ଧକ୍କା ହେବାରୁ ଜଣେ ନାବାଳକଙ୍କ ମୃତ୍ୟୁ ହୋଇଥିବା ବେଳେ ଦୁଇଜଣ ଆହତ ହୋଇଛନ୍ତି । ଯାହାକୁ ନେଇ ଘଟଣା ସ୍ଥଳରେ ଉତ୍ତେଜନା ଦେଖିବା ସହ ଉତ୍ଯକ୍ତ ଲୋକ ମାନେ ରାସ୍ତାରେ ଟାୟାର ଜାଳି ରାସ୍ତାରୋକ କରିଥିଲେ । ପୋଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିଥିଲା ।

ମିଳିଥିବା ସୂଚନା ଅନୁଯାୟୀ, ମେଡ଼ିକାଲ ଛକ ଆଡୁ ଶ୍ରୀମନ୍ଦିର ଆଡ଼କୁ ବୋଲେରୋ ଗାଡ଼ି ଆସୁଥିବା ବେଳେ ଅନ୍ୟପଟେ ଏକ ସ୍କୁଟିରେ ଜଣେ ବ୍ୟକ୍ତିଙ୍କ ସହ ତାଙ୍କ ନାବାଳକ ନାତି ଓ ଅନ୍ୟ ଜଣେ ନାବାଳକ ଆସୁଥିଲେ । ଏହି ସମୟରେ ବାଲଗଣ୍ଡି ଛକ ନିକଟରେ ସ୍କୁଟିକୁ ପଛଆଡ଼ୁ ବୋଲେରୋ ଧକ୍କା ଦେଇଥିଲା । ଯାହା ଫଳରେ ସ୍କୁଟିରେ ଯାଉଥିବା ତିନି ଜଣ କିଛି ବାଟ ଘୋଷାଡି ହୋଇ ଯିବା ସହ ଆହତ ହୋଇଥିଲେ ।

ଲୋକ ଆହତଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଥିବା ବେଳେ ବୋଲେରୋ ଚାଳକଙ୍କୁ କାବୁ କରିଛନ୍ତି । ତେବେ ଡାକ୍ତର ୫ ବର୍ଷୀୟ ନାବାଳକ ଶ୍ରେୟାଂଶ ଦେ ର ମୃତ ଘୋଷଣା କରିଥିବା ବେଳେ ଅନ୍ୟ ଦୁଇଜଣଙ୍କ ଚିକିତ୍ସା ଜାରିରହିଛି । ପୋଲିସ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ଗାଡ଼ିକୁ ଜବତ କରିବା ସହ ଗାଡ଼ି ଚାଳକଙ୍କୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି ।

ଉତ୍ଯକ୍ତ ଲୋକ ମାନଙ୍କୁ ଏସପି ପ୍ରତୀକ ସିଂଙ୍କ ବୁଝାସୁଝା କରିବା ସହ ମେଡ଼ିକାଲରେ ଚିକିତ୍ସାଧିନ ଥିବା ଜେଜେବାପା ଓ ସାଇକେଲ ଚାଳକଙ୍କୁ ବୁଝାସୁଝା କରିଥିଲେ । ଏହି ଶୋକାକୁଳ ଘଟଣାକୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶୋକାକୁଳ ପରିବାରବର୍ଗଙ୍କୁ ୪ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା କରିଥିଲେ ।

ମୃତକ ଶିଶୁ ର ଶବ ବ୍ୟବଚ୍ଛେଦ କରାଯାଇ ସଂସ୍କାର କରାଯାଇଥିଲା । ଏସପି ଉତ୍ଯକ୍ତ ଜନତାଙ୍କୁ ବୁଝାସୁଝା କରିବା ସହ ଦୋଷୀକୁ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ବୋଲି ପ୍ରତିଶ୍ରୁତି ଦେବା ପରେ ରାସ୍ତାରେ ଯାନବାହାନ ଚଳାଚଳ ହୋଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Junior & Senior Artistic Gymnastics National Championships 2026–27

Junior & Senior Artistic Gymnastics National Championships 2026–27

April 28, 2026
ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

April 28, 2026
ବିରୋଧୀ ଦଳମାନଙ୍କର ମହିଳା ବିରୋଧୀ ମାନସିକତା ବିରୁଦ୍ଧରେ ନୟାଗଡ଼ରେ ବିଜେପିର ସାମ୍ବାଦିକ ସମ୍ମିଳନୀ

ବିରୋଧୀ ଦଳମାନଙ୍କର ମହିଳା ବିରୋଧୀ ମାନସିକତା ବିରୁଦ୍ଧରେ ନୟାଗଡ଼ରେ ବିଜେପିର ସାମ୍ବାଦିକ ସମ୍ମିଳନୀ

April 28, 2026
ଜାତିଗତ ଜନ ଗଣନାର ୧୨ ନମ୍ବର କଲମରେ ପଚାରା ଯାଉଥିବା ପ୍ରଶ୍ନରେ ଓବିସି ସାମିଲ କରିବା ଦାବି ନେଇ ରାଜଧାନୀ ରେ ବିକ୍ଷୋଭ ଓ ଧାରଣା

ଜାତିଗତ ଜନ ଗଣନାର ୧୨ ନମ୍ବର କଲମରେ ପଚାରା ଯାଉଥିବା ପ୍ରଶ୍ନରେ ଓବିସି ସାମିଲ କରିବା ଦାବି ନେଇ ରାଜଧାନୀ ରେ ବିକ୍ଷୋଭ ଓ ଧାରଣା

April 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Junior & Senior Artistic Gymnastics National Championships 2026–27

Junior & Senior Artistic Gymnastics National Championships 2026–27

April 28, 2026
ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

April 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version