• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ବଡ଼ ସଫଳତା ସିରିୟଲ ଚୋରି କରୁଥିବା ୨ ଚୋର ଗିରଫ, ସୁନା ଅଳଙ୍କାର ନଗଦ ଟଙ୍କା ଜବତ

Proprietor Abhimanyu Maharana by Proprietor Abhimanyu Maharana
January 5, 2026
in ଅପରାଧ, ଓଡ଼ିଶା, ଗଜପତି, ହୋମ୍
0
ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ବଡ଼ ସଫଳତା ସିରିୟଲ ଚୋରି କରୁଥିବା ୨ ଚୋର ଗିରଫ, ସୁନା ଅଳଙ୍କାର ନଗଦ ଟଙ୍କା ଜବତ
Share on FacebookShare on TwitterWhatsapp

ପାରଳାଖେମୁଣ୍ଡି  (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ଧରଣର ସଫଳତା. ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହର ଓ ଗୁରାଣ୍ଡି ଥାନା ଅଞ୍ଚଳରେ ସିରିୟଲ ଚୋରି କରୁଥିବା ୨ ଜଣ ଚୋରକୁ ପୋଲିସ ଜବତ କରିଛି. ଏମାନଙ୍କ ଠାରୁ ସୁନା ଅଳଙ୍କାର, ନଗଦ ଟଙ୍କା ଆଦି ଜବତ କରାଯାଇଥିବା ସୂଚନା ମିଳିଛି l ପାରଳାଖେମୁଣ୍ଡି ଥାନା ପରିସରରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଗଜପତି ଜିଲ୍ଲା ଏସପି ଯତୀନ୍ଦ୍ର କୁମାର ପଣ୍ଡା ସୂଚନା ପ୍ରଦାନ କରିଛନ୍ତିଯେ,

ଅଭିଯୁକ୍ତ ଦୁର୍ଗା ପ୍ରସାଦ ବେନିଆ ପାରଳାଖେମୁଣ୍ଡି ସହରରେ ଇଲେକ୍ଟ୍ରିକ୍ ମିଟର ରିଡର ଭାବେ କାମ କରୁଥିଲେ । ସେ ସହର ଓ ଗ୍ରାମାଞ୍ଚଳରେ ଘରେ ଘରେ ମିଟର ରିଡିଙ୍ଗ କରୁଥିଲେ l  ଏହି ସୁଯୋଗକୁ ଦୁର୍ବ୍ୟବହାର କରି ତାଲା ଲଗା ଘରଗୁଡିକୁ ଚିହ୍ନଟ କରୁଥିଲେ. ପରେ ତାଙ୍କ ସହଯୋଗୀ ଦେବା ମଣ୍ଡଳ ସହ ମିଶି ସମ୍ପୃକ୍ତ ଘରରୁ ଚୋରି କରୁଥିଲେ । ଏଭଳି ଭାବେ ପାରଳାଖେମୁଣ୍ଡି ସହରରୁ ୩ ଗୋଟି ସ୍ଥାନରେ ଏବଂ ଗୁରାଣ୍ଡି ଥାନା ଅଞ୍ଚଳରେ ଗୋଟିଏ ସ୍ଥାନରେ ସିରିୟଲ ଚୋରି କରି ପୋଲିସ ପାଇଁ ଚ୍ୟାଲେଞ୍ଜର କାରଣ ହୋଇଥିଲେ l

ପୋଲିସ ମଧ୍ୟ ଏହାକୁ ଅତ୍ୟନ୍ତ ଗୁରୁତର ଭାବେ ଗ୍ରହଣ କରିବା ସହ ଗଜପତି ଏସପି ଯତୀନ୍ଦ୍ର କୁମାର ପଣ୍ଡାଙ୍କ ନିର୍ଦେଶକ୍ରମେ ପାରଳା ଏସଡିପିଓ ଓ ପାରଳା ଥାନା ଅଧିକାରୀ ପ୍ରଶାନ୍ତ ଭୂପତିଙ୍କୁ ନେଇ ଏକ ସ୍ୱତନ୍ତ୍ର ଟିମ ଗଠନ କରି ଆବଶ୍ୟକ ଅନୁଧ୍ୟାନ ଓ ତଦନ୍ତ କରିବା ପରେ ଏହି ୨ ସିରିୟଲ ଚୋର ପୋଲିସ ହାତରେ ଧରା ପଡ଼ିଥିଲେ. ତଦନ୍ତରୁ ଜଣାପଡିଛି ଯେ ଚୋରି ହୋଇଥିବା ଅଧିକାଂଶ ସୁନା ଗହଣାକୁ ବନ୍ଧକ ରଖି ଟଙ୍କା ନିଆଯାଇଥିଲା । ଏହି ଦୁଇ ସିରିୟଲ ଚୋର ଠାରୁ ୧୦ ତୋଳା ସୁନା ଗହଣା, ୩୩ ହଜାର ନଗଦ ଟଙ୍କା, ୯ କିଲୋ ଗ୍ରାମ ରୂପା ଗହଣା, ଘର ଭାଙ୍ଗିବା ପାଇଁ ବ୍ୟବହୃତ ଉପକରଣ ଟି ଦୁଇ ଚକିଆ ଯାନ ଏବଂ ଦୁଇ ଗୋଟି ମୋବାଇଲ ଏମାନଙ୍କ ଠାରୁ ଜବତ କରାଯାଇଛି l

ଏହି ଦୁଇ ସିରିୟଲ ଚୋରକୁ କୋୖର୍ଟଚାଲାଣ କରାଯାଇଥିବା ସୂଚନା ମିଳିଛି. ଏଠାରେ ଉଲ୍ଲେଖ ଯୋଗ୍ୟଯେ, ଏହି ଦୁଇ ସିରିୟଲ ଚୋରଙ୍କ ମିଥ୍ୟା ବୟାନରୁ ସୁନା ବ୍ୟବସାୟୀଙ୍କୁ ଥାନାରେ ଡାକି ପୋଲିସ ତଦନ୍ତ କରିଥିଲେ l ହେଲେ ସୂରିୟା ହଲମାର୍କ କିମ୍ବା ଅନ୍ୟ କୌଣସି ସୁନା ବ୍ୟବସାୟୀ ଏଥିରେ ସମ୍ପୃକ୍ତ ନ ଥିବା ସ୍ପଷ୍ଟ ହୋଇଯାଇଛି l ଗଜପତି ଏସପି ଶ୍ରୀ ପଣ୍ଡା ଆୟୋଜିତ ପ୍ରେସ ମିଟରେ କହିଛନ୍ତି ଏହି ଘଟଣାର ତଦନ୍ତ ଆହୁରି ଚାଲୁ ରହିଛି. ଯେକୌଣସି ବ୍ୟକ୍ତି ବିଶେଷ ହୁଅନ୍ତୁ ନା କାହିଁକି ଏଥିରେ ସମ୍ପୃକ୍ତି ଆସିଲେ ଦୃଢ କାର୍ଯାନୁଷ୍ଠାନ ଗ୍ରହଣ କରାଯିବ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ALL ODISHA CONTRACTORS WELFARE ASSOCIATION HAS WITHDRAWN FROM THE  PROTEST

ALL ODISHA CONTRACTORS WELFARE ASSOCIATION HAS WITHDRAWN FROM THE PROTEST

March 7, 2026
ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

March 7, 2026
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

March 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ALL ODISHA CONTRACTORS WELFARE ASSOCIATION HAS WITHDRAWN FROM THE  PROTEST

ALL ODISHA CONTRACTORS WELFARE ASSOCIATION HAS WITHDRAWN FROM THE PROTEST

March 7, 2026
ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

March 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version