• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜେଟିପି ଓ ଶ୍ରୀମନ୍ଦିର ସ୍ବତନ୍ତ୍ର ସୁରକ୍ଷା ବାହୀନୀ ପ୍ରସଙ୍ଗକୁ ନେଇ ସମନ୍ବୟ ବୈଠକ

Proprietor Abhimanyu Maharana by Proprietor Abhimanyu Maharana
January 6, 2026
in ଓଡ଼ିଶା, ପୁରୀ, ହୋମ୍
0
ଜେଟିପି ଓ ଶ୍ରୀମନ୍ଦିର ସ୍ବତନ୍ତ୍ର ସୁରକ୍ଷା ବାହୀନୀ ପ୍ରସଙ୍ଗକୁ ନେଇ ସମନ୍ବୟ ବୈଠକ
Share on FacebookShare on TwitterWhatsapp

ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- ଶ୍ରୀମନ୍ଦିର ସାତପାହାଚ ନିକଟରେ ରବିବାର ଦିନ ସକାଳେ ଜେଟିପି ଓ ଶ୍ରୀମନ୍ଦିର ସ୍ବତନ୍ତ୍ର ସୁରକ୍ଷାବାହିନୀ ମଧ୍ଯରେ ବଚସା ଓ ଧସ୍ତାଧସ୍ତିକୁ ନେଇ ଏକ ଘଣ୍ଟାରୁ ଉର୍ଦ୍ଧ୍ବ ସମୟ ପର୍ଯ୍ୟନ୍ତ ମହାପ୍ରଭୁଙ୍କୁ ଭକ୍ତ ଦର୍ଶନ କରିପାରିନଥିଲେ । ଏହି ଘଟଣାକୁ ନେଇ ସୋମବାର ଦିନ ଶ୍ରୀମନ୍ଦିର ମୁଖ୍ଯ ପ୍ରଶାସକ ଡ.ଅରବିନ୍ଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ଏକ ସମନ୍ଵୟ ବୈଠକ ଶ୍ରୀମନ୍ଦିର କାର୍ଯ୍ଯାଳୟରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଉଭୟପକ୍ଷ ଭବିଷ୍ୟତରେ ଏପରି ଘଟଣା ଘଟାଇବେ ନାହିଁ ବୋଲି ପ୍ରତିଶ୍ରୁତି ଦେଇଥିଲେ । ମୁଖ୍ଯ ପ୍ରଶାସକ ଗଣମାଧ୍ୟମକୁ କହିଛନ୍ତି ମହାପ୍ରଭୁଙ୍କ ନୀତିକାନ୍ତି ସମ୍ପାଦନରେ ସମସ୍ତଙ୍କ ସହଯୋଗ ଆବଶ୍ୟକ ।ଏହି ବୈଠକରେ ଜିଲ୍ଲାପାଳ ଦିବ୍ଯ ଜ୍ଯୋତି ପରିଡା ,ଏସପି ପ୍ରତୀକ ସିଂ, ଶ୍ରୀମନ୍ଦିର ସ୍ବତନ୍ତ୍ର ସୁରକ୍ଷା ବାହିନୀର ଅଧିକାରୀ ଓ ଶ୍ରୀମନ୍ଦିର କମାଣ୍ଡର ଓ ନୀତିକାନ୍ତିର ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ । ପ୍ରତି ମାସରେ ସମନ୍ବୟ ବୈଠକ କରାଯିବ । ଏହି ବୈଠକରେ ଶ୍ରୀମନ୍ଦିର ପ୍ରଶାସନ, ଜିଲ୍ଲା ପ୍ରଶାସନ, ପୋଲିସ ପ୍ରଶାସନ, ସୁରକ୍ଷା ବାହିନୀ ଓ ଜେଟିପି ଯୋଗଦେବେ । ମହାପ୍ରଭୁଙ୍କ ପ୍ରୋଟୋକଲ ଦର୍ଶନ ଶ୍ରୀମନ୍ଦିର କାର୍ଯ୍ଯାଳୟ ପକ୍ଷରୁ କରାଯିବ । ଏଥିପାଇଁ ସ୍ବତନ୍ତ୍ର ଏସଓପି ବ୍ଯବସ୍ଥା ହେବ । ଶ୍ରୀମନ୍ଦିର ଭିତର ମୋବାଇଲ ଫୋନରେ କେହି ଫଟୋ ଉଠାଇବେ ନାହିଁ ।

ନିତିକାନ୍ତିର ଆବଶ୍ୟକ ହେଲେ ସମନ୍ଵୟ ଅଧିକାରୀ ଫୋନ କରିପାରିବେ । ପୋଲିସ କର୍ମଚାରୀ ଓ ଭକ୍ତ ମୋବାଇଲ ଫୋନ ବ୍ୟବହାର କରିପାରିବେ ନାହିଁ । ଜେଟିପି ଓ ସୁରକ୍ଷା ବାହିନୀ ପଦବୀ ପୂରଣ ପାଇଁ ରାଜ୍ୟ ସରକାରଙ୍କୁ ଜଣାଇ ଦିଆଯିବ । ଗତକାଲି ଘଟଣା ପାଇଁ ଏସପି ଓ ଶ୍ରୀମନ୍ଦିର ପ୍ରଶାସନ ତଦନ୍ତ କରିବେ । ଭକ୍ତ ଦର୍ଶନ ବନ୍ଦ ଘଟଣାରେ ମୁଖ୍ଯ ପ୍ରଶାସକ ଦୁଃଖ ପ୍ରକାଶ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଚିଲିକା ପୁସ୍ତକ ମେଳା ରେ ସାହିତ୍ୟ ଆଲୋଚନା ଚକ୍ର

ଚିଲିକା ପୁସ୍ତକ ମେଳା ରେ ସାହିତ୍ୟ ଆଲୋଚନା ଚକ୍ର

April 28, 2026
ଚିଲିକା ପୁସ୍ତକ ମେଳା ମଞ୍ଚରେ କବିତା ପାଠୋତ୍ସବ

ଚିଲିକା ପୁସ୍ତକ ମେଳା ମଞ୍ଚରେ କବିତା ପାଠୋତ୍ସବ

April 28, 2026
ଭାରତୀୟ ନ୍ୟାୟ ସଂହିତା ଉପରେ ବେଗୁନିଆ ଥାନା ତରଫରୁ ବିଭିନ୍ନ ବିଦ୍ୟାଳୟରେ ପ୍ରତିଯୋଗୀତା

ଭାରତୀୟ ନ୍ୟାୟ ସଂହିତା ଉପରେ ବେଗୁନିଆ ଥାନା ତରଫରୁ ବିଭିନ୍ନ ବିଦ୍ୟାଳୟରେ ପ୍ରତିଯୋଗୀତା

April 28, 2026
୰ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା

୰ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା

April 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଚିଲିକା ପୁସ୍ତକ ମେଳା ରେ ସାହିତ୍ୟ ଆଲୋଚନା ଚକ୍ର

ଚିଲିକା ପୁସ୍ତକ ମେଳା ରେ ସାହିତ୍ୟ ଆଲୋଚନା ଚକ୍ର

April 28, 2026
ଚିଲିକା ପୁସ୍ତକ ମେଳା ମଞ୍ଚରେ କବିତା ପାଠୋତ୍ସବ

ଚିଲିକା ପୁସ୍ତକ ମେଳା ମଞ୍ଚରେ କବିତା ପାଠୋତ୍ସବ

April 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version