• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାୟଗଡା ଜିଲ୍ଲାପାଳଙ୍କ ରାମନାଗୁଡା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
January 13, 2026
in ଓଡ଼ିଶା, ରାୟଗଡା, ହୋମ୍
0
ରାୟଗଡା ଜିଲ୍ଲାପାଳଙ୍କ ରାମନାଗୁଡା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
Share on FacebookShare on TwitterWhatsapp

ରାମନଗୁଡ଼ା (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- ରାମନଗୁଡା ବ୍ଲକ ସଭାଗୃହଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି । ଜିଲ୍ଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ନିର୍ଦ୍ଦେଶକ୍ରମେ ଅନୁଷ୍ଠିତ ଏହି ଶିବିର ରେ ଅତିରିକ୍ତ ଜିଲ୍ଲାପାଳ ନବୀନ ଚନ୍ଦ୍ର ନାୟକ, ଖଣ୍ଡିୟ ବନ ଅଧିକାରୀ ସଚିନ ଆନ୍ନାସାହେବ ଓହୋଲ, ଉପ ଆରକ୍ଷୀ ଅଧିକାରୀ ଅମ୍ୟୁଲ କୁମାର ଧର, ଅତିରିକ୍ତ ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ମନୀଷା ଦାସ, ଗୁଣପୁର ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ଅଜୟ କୁମାର ପ୍ରଧାନ,

ଅତିରିକ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନ ସ୍ଵାସ୍ଥ୍ୟ ଅଧିକାରୀ ମମତାରାଣୀ ସାହୁ ରାମନଗୁଡା ପଞ୍ଚାୟତ ସମିତି ଅଧ୍ୟକ୍ଷ ରବିଶଙ୍କର ଗମାଙ୍ଗ ଯୋଗଦେଇ ସମସ୍ତ ଅଭିଯୋଗର ଶୁଣାଣୀ କରିଥିଲେ । ମୋଟ ୮୯ଟି ଅଭିଯୋଗ ର ଶୁଣାଣୀ ହୋଇଥିବା ବେଳେ, ସେଥିରୁ ୭୪ଟି ବ୍ୟକ୍ତିଗତ ୧୫ଟି ସାମୁହିକ ଦରଖାସ୍ତ ପଞ୍ଜିକରଣ ହୋଇଥିଲା । ସମସ୍ତ ଅଭିଯୋଗ ଅତିରିକ୍ତ ଜିଲ୍ଲାପାଳ ଗ୍ରହଣ କରିବା ପରେ ଅଭିଯୋଗ ଗୁଡିକୁ ତଦନ୍ତ କରି ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ନିମନ୍ତେ ସମ୍ପୃକ୍ତ ଅଧିକାରୀଙ୍କୁ ଦରଖାସ୍ତ ଗୁଡିକ ପ୍ରଦାନ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ ।

ଲିମାପଦର ଗ୍ରାମର ଗୌରାଙ୍ଗ ପଣ୍ଡାଙ୍କୁ ଟ୍ରାଇ ସାଇକେଲ ପ୍ରଦାନ କରାଯାଇଥିଲା । ଏହି ଅଭିଯୋଗ ଶିବିରରେ ଜିଲ୍ଲା ଶିକ୍ଷା ଅଧିକାରୀ ରାମ ଚନ୍ଦ୍ର ନାୟକ, ଅତିରିକ୍ତ ଜିଲ୍ଲା ମଙ୍ଗଳ ଅଧିକାରୀ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀକାନ୍ତ ପାଣିଗ୍ରାହୀ, ଅତିରିକ୍ତ ଜିଲ୍ଲା ଯୋଗାଣ ଅଧିକାରୀ ଲଳିତ ମୋହନ ପଟ୍ଟନାୟକ, ଅବକାରୀ ନିରୀକ୍ଷକ ସନ୍ତୋଷ କୁମାର ଧଳ ସାମନ୍ତ, ଗ୍ରାମ୍ୟ ଜଳ ଯୋଗାଣ ନିର୍ବାହୀ ଯନ୍ତ୍ରୀ ଲୋକନାଥ ଯାଦବ,

ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଧନଞ୍ଜୟ ବେହେରା, ଲିଡ଼ ବ୍ୟାଙ୍କ ଅଧିକାରୀ ଦେବେନ୍ଦ୍ର ବାଉରୀ, ରାମନଗୁଡା ତହସିଲଦାର ପ୍ରାଣକୃଷ୍ଣ ପାଣିଗ୍ରାହୀ,ରାମନଗୁଡା ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରଦ୍ୟୁମ୍ନ ମଣ୍ଡଳ, ଜିଲ୍ଲା ଜରୁରୀ କାଳୀନ ଅଧିକାରୀ ଧବେଇ ନାୟକ, ଜିଲ୍ଲା ଅଭିଯୋଗ ଶୁଣାଣି ଅଧିକାରୀ ଶିବ ପ୍ରସାଦ ସାହୁଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ । ଶିବିର ପରିଚାଳନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

March 7, 2026
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

March 7, 2026
ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

March 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

March 7, 2026
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version