ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର ୩୭ ତମ ଉତ୍ସବ ବାର୍ଷିକୋତ୍ସବ ବିଦ୍ୟାଳୟ ପରିସରରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟା ମନ୍ଦିର ର ଛାତ୍ର ଛାତ୍ରୀ ଙ୍କ ଦ୍ୱାରା ସାମୁହିକ ବନ୍ଦେ ମାତରମ ସହ ସ୍ୱାଗତ ସଙ୍ଗୀତ ପରିବେଷଣ ପରେ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିଚାଳନା କମିଟି ର ସଭାପତି ତଥା ଆଇନଜୀବୀ ସୁଧାଂଶୁ ମୋହନ ପତି ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟଅତିଥି ଭାବେ କନ୍ଧମାଳ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ ,















