• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ବିଜେଡି ଓ ବିଜେପି କଭୀ ଖୁଶ କଭୀ ଗମ ରାଜନୀତି ଚଳେଇଛନ୍ତି-ନିରଞ୍ଜନ ପଟ୍ଟନାୟକ – ଭୁବନେଶ୍ୱର

Proprietor Abhimanyu Maharana by Proprietor Abhimanyu Maharana
September 21, 2020
in Uncategorized, ଓଡ଼ିଶା, ଦେଶ, ରାଜନୀତି, ହୋମ୍
0
ବିଜେଡି ଓ ବିଜେପି କଭୀ ଖୁଶ କଭୀ ଗମ ରାଜନୀତି ଚଳେଇଛନ୍ତି-ନିରଞ୍ଜନ ପଟ୍ଟନାୟକ – ଭୁବନେଶ୍ୱର
Share on FacebookShare on TwitterWhatsapp


ଓଡ଼ିଶା ତାଜା ନ୍ୟୁଜ (୨୧ ସେପ୍ଟେମ୍ବର ସୋମବାର) ଭୁବନେଶ୍ୱର :- ବର୍ତ୍ତମାନ ଓଡିଶା ରାଜନୀତିରେ ଓଡିଶାବାସୀ ଏକ ନୂଆ ଚିତ୍ର ଦେଖୁଛନ୍ତି । ଏହି ଚିତ୍ରରେ କୃଷି ବିଲ୍‌କୁ ନେଇ ବିଜେଡି-ବିଜେପି ମଧ୍ୟରେ ଯେଉଁ ରାଜନୀତି ଚାଲିଛି ତାହା ହାସ୍ୟାସ୍ପଦ ଏବଂ ଆଲୋଚନା ସାପେକ୍ଷ ବୋଲି ପିସିସି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକ ଆଜିର ପ୍ରେସ ବାର୍ତ୍ତାରେ କହିଛନ୍ତି। ଲୋକସଭାରେ ବିଜେଡି ସାଂସଦ ମାନେ କୃଷି ବିଲକୁ ସମର୍ଥନ କଲେ କିନ୍ତୁ ରାଜ୍ୟସଭାରେ ପ୍ରଶ୍ନ ଉଠାଇଲେ ଏବଂ ବିରୋଧ କଲେ। ଯେଉଁସବୁ ଆଭିମୁଖ୍ୟ ରଖି ବିଜେଡି ରାଜ୍ୟସଭାରେ ପ୍ରଶ୍ନ ଉତଥାପନ କରିଛନ୍ତି ଲୋକସଭାରେ ସେମାନେ କେଉଁଠି ଥିଲେ ଏବଂ ପ୍ରଶ୍ନ ଉତଥାପନ କରି ନଥିଲେ କାହିଁକି ? ଏଥିରୁ ଅନୁମେୟ ବିଜେଡି ଓ ବିଜେପି ଉଭୟ ‘କଭି ଖୁସ୍ କଭି ଗମ୍‌’ ଭଳି ରାଜନୀତି କରୁଛନ୍ତି। ସିବିଆଇ ଚଢାଉକୁ ଏମାନେ ଆଘାତ କରିଛନ୍ତି ।

ସିବିଆଇ ଚଢ଼ାଉକୁ ଯଦି ଏମାନେ ଆଘାତ କରିଛନ୍ତି ତେବେ ପ୍ରଶ୍ନ ହେଲା ୭-୮ ବର୍ଷ ହେଲାଣି ଲକ୍ଷ ଲକ୍ଷ ଲୋକ ଚିଟ୍‌ଫଣ୍ଡ୍‌କୁ ଟଙ୍କା ଦେଇ ବସିଛନ୍ତି, ତା ଉପରେ କିଛି ହେଲାନାହିଁ, ସେମାନଙ୍କର ଦୁଃଖ ସରକାର ବୁଝିଲେ ନାହିଁ । ସରକାର କମିଶନ ବସାଇଲେ ଓ କମିଶନ ଭାଙ୍ଗିଲେ । କମିଶନ ଭାଙ୍ଗିଲା ବେଳେ ପ୍ରାୟ ୭ ଲକ୍ଷ ଦରଖାସ୍ତ ପଡି ରହିଥିଲା । ଯାହାକି କମିଶନଙ୍କ ଦୃଷ୍ଟିଗୋଚରକୁ ଆସିନଥିଲା । ତାଉପରେ ମଧ୍ୟ କୌଣସି ନିଷ୍ପତି ହୋଇନଥିଲା । ଏହିଭଳି ହାସ୍ୟାସ୍ପଦ ରାଜନୀତି ଓଡିଶାରେ କେତେଦିନ ଚାଲିବ?, ବିଜେଡି ଦଳ ସିବିଆଇକୁ ଭୟକରି ନିର୍ବାଚନ ଏବଂ ସିବିଆଇ କେଳେଙ୍କାରୀ କଥା କହୁଛନ୍ତି । ତେବେ ସିବିଆଇକୁ ବିଜେଡିର ଏତେ ଭୟ କାହିଁକି? ସିବିଆଇ ମଧ୍ୟ ଯଦି କିଛି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା କଥା ତାହା ଶୀଘ୍ର ନକରି ୭-୮ ବର୍ଷ କେସ୍‌କୁ ପକାଇ ରଖିଛନ୍ତି କାହିଁକି? ଏ କ’ଣ ବିଜେଡିଙ୍କ ଉପରେ ଏକ ଖଣ୍ଡା ଧାର କରି ରହିଛନ୍ତି ଏବଂ ବିଜେଡି ବାଲା ମଧ୍ୟ ସିବିଆଇକୁ ଭୟଭୀତ ଅବସ୍ଥାରେ ରହିଛନ୍ତି , ଯେଉଁଥିପାଇଁକି ସବୁବେଳେ ତାଙ୍କ ସହିତ ସବୁ କ୍ଷେତ୍ରରେ ସାଲିସ୍ କରୁଛନ୍ତି । ଏହା ଗୋଟିଏ ମୁଖ୍ୟ ପ୍ରଶ୍ନ । ଦ୍ୱିତୀୟ କଥା ଯେଉଁ କୃଷି ବିଲ୍ କଥା ଆଲୋଚନା କରାଯାଉଛି କୃଷିବିଲ୍‌ରେ ବହୁ ଗୂଢ଼ ତଥ୍ୟ ରହିଛି । ସରକାର ବହୁ ମିଠାକଥା କହିଛନ୍ତି, ଭାଷଣ ଦେଇଛନ୍ତି, ଲୋକମାନଙ୍କର ସବୁ ସୁବିଧା ହେବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି । କିନ୍ତୁ ସେ ପ୍ରତିଶ୍ରୁତିଗୁଡିକ କିଭଳି ପାଳନ କରାଯିବ ଉଦାହରଣ ସ୍ୱରୂପ ଚାଷୀ ବିକିବା ମୂଲ୍ୟ ଏବଂ ଖାଉଟି ମୂଲ୍ୟ ଭିତରେ ଭାରତବର୍ଷରେ ସବୁଠାରୁ ବେଶି ପ୍ରଭେଦ ।

ପାଶ୍ଚାତ୍ୟ ଦେଶମାନଙ୍କରେ ବା ଅନ୍ୟାନ୍ୟ ଦେଶମାନଙ୍କରେ ୧୦ ରୁ ୩୦ ପ୍ରତିଶତ ପ୍ରଭେଦ ଥିଲାବେଳେ ଭାରତବର୍ଷରେ ପ୍ରାୟ ଚାଷୀ ଏବଂ ଖାଉଟିଙ୍କ ପ୍ରଭେଦ ୯୦ ପ୍ରତିଶତରୁ ଉର୍ଦ୍ଧ୍ୱ । ଭାରତବର୍ଷରେ ଯେଉଁ ଚାଷୀ ଅଛନ୍ତି ସେଥିମଧ୍ୟରୁ ପ୍ରାୟ ୬୦-୭୦ ପ୍ରତିଶତ ଲୋକ ହେଉଛନ୍ତି ଛୋଟ ଚାଷୀ ବା ଖୁଦ୍ର ଚାଷୀ। ଏହି ଯେଉଁ ଫାଇଦା ଚାଷୀମାନଙ୍କୁ ଖୁଦ୍ର ଚାଷୀଙ୍କୁ ଉପଗତ ହେବକି? ଯଦି ହେବ କିଭଳି ଭାବରେ ହେବ । ସେହିଭଳି ଭୂତିଭୂମି କାହିଁ ? ଯାହା ଜଣାପଡୁଛି ଏହାଦ୍ୱାରା ସେହି ବଡ ବଡ ବ୍ୟବସାୟୀମାନଙ୍କୁ ଫାଇଦା ହେବ । ତେଣୁ ଏଥିପାଇଁ ସୁଚିନ୍ତିତ ଯୋଜନା ଓ କାର୍ଯ୍ୟକ୍ରମ ଦରକାର ବୋଲି ଶ୍ରୀ ପଟ୍ଟନାୟକ କହିଛନ୍ତି। ନହେଲେ ଯେପରି ଜିଏସ୍‌ଟି ଏବଂ ବିମୁଦ୍ରୀକରଣ ଦ୍ୱାରା ଭାରତର ଅର୍ଥନୀତି ଅଗ୍ରସର ହେବ ବୋଲି କୁହାଗଲା କିନ୍ତୁ ସାଧାରଣ ଲୋକ ଚାଷୀମାନେ ହଇରାଣ ହେଲେ । ଯାହା କୁହାଯାଇଛି ତାହା ଶୁଣିବାକୁ ଭଲ ଲାଗୁଛି, ପଢିବାକୁ ଭଲ ଲାଗୁଛି । କିନ୍ତୁ କାର୍ଯ୍ୟକାରିତା ଉପରେ ସବୁ ନିର୍ଭର କରୁଛି । ଭାଷଣ ଦେଇ କେତେଦିନ ଭାରତୀୟଙ୍କୁ ସେ ପ୍ରତାରିତ କରିବେ ବୋଲି କ୍ଷୋଭ ପ୍ରକାଶ କରି ପ୍ରଶ୍ନ କରିଛନ୍ତି ଏବଂ ଉଭୟ କେନ୍ଦ୍ର ଓ ରାଜ୍ୟରେ କେବଳ ପ୍ରତିଶ୍ରୁତି,ପ୍ରତାରଣା ଓ ପ୍ରଚାର (ଥ୍ରୀ ପି) ର ସରକାର ଚାଲୁଛି ବୋଲି ଶ୍ରୀ ପଟ୍ଟନାୟକ କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

May 7, 2026
ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

May 7, 2026
ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ଶ୍ରମିକ ଦିବସ

ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ଶ୍ରମିକ ଦିବସ

May 7, 2026
ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

May 7, 2026

Recent News

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

May 7, 2026
ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

May 7, 2026
ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ଶ୍ରମିକ ଦିବସ

ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ଶ୍ରମିକ ଦିବସ

May 7, 2026
ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

May 7, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

May 7, 2026
ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

May 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version