ବୋଲଗଡ଼ (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- ପବିତ୍ର ମକର ସଙ୍କ୍ରାନ୍ତି ଅବସରରେ ବୋଲଗଡ଼ ପ୍ରଖଣ୍ଡ ବଜରଙ୍ଗଦଳ ତରଫରୁ ମକର ମିଳନ କାଯ୍ୟକ୍ରମ ବୋଲଗଡ଼ ସ୍ଥିତ ଗୋପବନ୍ଧୁ ଛକ ଠାରେ ବୁଧବାର ଦିନ ଅନୁଷ୍ଠିତ ହୋଇ ଯାଇଅଛି । ଏହି ମକର ମିଳନ କାଯ୍ୟକ୍ରମରେ ମୁଖ୍ଯ ଅତିଥି ଭାବେ ଖୋଦ୍ଧା ଜିଲ୍ଲା ବଜରଙ୍ଗଦଳ ସୁରକ୍ଷା ପ୍ରଭାରୀ ମୁକେଶ ସାମନ୍ତରାୟ ଓ















