No Result
View All Result
ଭାପୁର (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- ଭାପୁର ପ୍ରେସ ବ୍ଲକ ପକ୍ଷରୁ ସୋମବାର ଦିନ ନୂତନ କରି ଫତେଗଡ଼ ଥାନାରେ ଯୋଗ ଦେଇଥିବା ଥାନା ଅଧିକାରୀ ଅଜୟ ସାହୁଙ୍କୁ ତାଙ୍କ କାର୍ଯ୍ୟାଳୟରେ ଭେଟି ଉତ୍ତରୀୟ ଓ ପୁଷ୍ପ ଗୁଚ୍ଛ ଦେଇ ସ୍ୱାଗତ ସମ୍ବର୍ଦ୍ଧନା କରିଛନ୍ତି.
ଏହି ଅବସରରେ ଭାପୁର ପ୍ରେସ କ୍ଲବର ସଭାପତି ରଞ୍ଜନ କୁମାର ମହାପାତ୍ର, ସଭ୍ୟ ମଳୟ କୁମାର ପଣ୍ଡା, ପ୍ରତାପ ଚନ୍ଦ୍ର ପଣ୍ଡା, ଜ୍ୟୋତିରଞ୍ଜନ ମହାରଣା ପ୍ରମୁଖ ଉପସ୍ଥିତ ଥିଲେ.

No Result
View All Result