• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡ଼ିଆ ବିଶ୍ୱବିଦ୍ୟାଳୟର ‘ଶୀତକାଳୀନ ସ୍ବତନ୍ତ୍ର ଶିବିର ଉଦଯାପିତ

Proprietor Abhimanyu Maharana by Proprietor Abhimanyu Maharana
January 21, 2026
in ଓଡ଼ିଶା, ପୁରୀ, ହୋମ୍
0
ଓଡ଼ିଆ ବିଶ୍ୱବିଦ୍ୟାଳୟର ‘ଶୀତକାଳୀନ ସ୍ବତନ୍ତ୍ର ଶିବିର ଉଦଯାପିତ
Share on FacebookShare on TwitterWhatsapp

ସାକ୍ଷୀଗୋପାଳ (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :-  ରାଜକିଶୋର ସେନାପତି -ଐତିହ୍ୟ ସମ୍ପନ୍ନ ସତ୍ୟବାଦୀ ବନବିଦ୍ୟାଳୟଠାରେ ପ୍ରତିଷ୍ଠିତ ସ୍ବତନ୍ତ୍ର ଭାଷାଭିଭିକ ଓଡ଼ିଆ ବିଶ୍ବବିଦ୍ୟାଳୟ ଜାତୀୟ ସେବା ଯୋଜନା ଶାଖାର ପ୍ରଥମ ଶୀତକାଳୀନ ସାତଦିନିଆ ସ୍ବତନ୍ତ୍ର ଶିବିର (NSS) ଆଜି ଉଦଯାପିତ ହୋଇଯାଇଛି।ଜାତୀୟ ସେବା ଯୋଜନା ଶାଖାର ‘ଶୀତକାଳୀନ ସ୍ବତନ୍ତ୍ର ଶିବିର’ ଉଦଯାପନୀ ସମାରୋହ ଅନୁଷ୍ଠିତ ହୋଇଥିଲା।ସ୍ଵେଚ୍ଛାସେବୀମାନେ ପଞ୍ଚସଖା ସମାଧିପୀଠ ସଫେଇ କରିବା ସହିତ “ସଡ଼କ ସୁରକ୍ଷା ଅଭିଯାନ” ନିମନ୍ତେ ଶୋଭାଯାତ୍ରା କରିଥିଲେ।

ଉକ୍ତ ସଭାରେ ସଭାପତିତ୍ବ କରିଥିଲେ ଓଡ଼ିଆ ବିଶ୍ଵବିଦ୍ୟାଳୟର କୁଳପତି ପ୍ରଫେସର ଶତ୍ରୁଘ୍ନ ପାଣିଗ୍ରାହୀ। ପ୍ରଫେସର ପାଣିଗ୍ରାହୀ ସ୍ବେଚ୍ଛାସେବୀଙ୍କୁ ସେବାପରାୟଣ ମନୋଭାବ ରଖି ବଢ଼ିବାର ପ୍ରେରଣା ପ୍ରଦାନ କରିଥିଲେ। ଜାତୀୟ ସେବା ଯୋଜନା ଅଧିକାରୀ ଡକ୍ଟର ଶର୍ମିଷ୍ଠା ମହାପାତ୍ର ଦୀର୍ଘ ସାତଦିନ ଧରି ସ୍ବେଚ୍ଛାସେବୀମାନଙ୍କ ଦ୍ବାରା ଅନୁଷ୍ଠିତ ବିଶ୍ୱବିଦ୍ୟାଳୟ ପରିସର ତଥା ସାକ୍ଷୀଗୋପାଳ ଅଂଚଳରେ ବିଭିନ୍ନ ସେବା ଓ ସସ୍କାରମୂଳକ କାର୍ଯ୍ୟର ପ୍ରଶଂସା କରିଥିଲେ। ବିଭିନ୍ନ ଆଲୋଚନାଚକ୍ର, ସାହିତ୍ୟ ଚର୍ଚ୍ଚା, ସଚେତନତା ଶୋଭାଯାତ୍ରା, କର୍ମଶାଳା, ପ୍ରଶିକ୍ଷଣ, ସ୍ବଚ୍ଛତାକୁ ଗୁରୁତ୍ୱ ଦେଇଥିଲେ।

ମାର୍ଗଦର୍ଶକ ଭାବରେ ସ୍ନାତକୋତ୍ତର ପରିଷଦର ଅଧ୍ୟକ୍ଷ ଡକ୍ଟର ପ୍ରଦ୍ୟୁମ୍ନ କୁମାର ମିଶ୍ର ଯୋଗଦେଇଥିଲେ। ମୁଖ୍ୟଅତିଥି ଭାବରେ ବେଦ କର୍ମକାଣ୍ଡ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷ ପ୍ରଫେସର ବିଶ୍ଵନାଥ ସ୍ୱାଇଁ ଯୋଗଦେଇ “ସ୍ବାସ୍ଥ୍ୟ ସେବା” ବିଷୟରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ। ପୁରୀ ଜିଲ୍ଲା ଜାତୀୟ ସେବା ଯୋଜନା ଅଧିକାରୀ ଡକ୍ଟର ଗୋଲକ ବିହାରୀ ପଲାଇ ଯୋଗଦେଇ ନିଜର ଅଭିବ୍ୟକ୍ତି ପରିପ୍ରକାଶ କରିଥିଲେ। ସ୍ଵେଚ୍ଛାସେବୀ ଆଶାରାଣୀ ବେହୁରା, ସ୍ମୃତିପ୍ରିୟା ପ୍ରଧାନ ଓ ସାଇପ୍ରସାଦ ପଟ୍ଟନାୟକ ନିଜ ନିଜର ଅନୁଭୂତି ବଖାଣି ଥିଲେ।

ଏହାପରେ ସମସ୍ତ ସ୍ଵେଚ୍ଛାସେବୀମାନଙ୍କୁ ଜାତୀୟ ସେବା ଯୋଜନାର ‘ପ୍ରମାଣପତ୍ର’ ପ୍ରଦାନ କରାଯାଇଥିଲା । ଓଡ଼ିଆ ବିଶ୍ୱବିଦ୍ୟାଳୟର କୁଳସଚିବ ରଶ୍ମିରେଖା ଦାସ ଉଦଯାପନୀ ବକ୍ତବ୍ୟ ପ୍ରଦାନ କରିଥିଲେ । ଏହାପରେ ଜାତୀୟ ସେବା ଯୋଜନାର ପତାକା ଅବତରଣ କରାଯାଉଥିଲା । ପ୍ରତିଦିନ ସଭାକାର୍ଯ୍ୟର ମଞ୍ଚସଞ୍ଚାଳନ ଓ ଧନ୍ୟବାଦ ତଥା କୃତଜ୍ଞତା ଅର୍ପଣ ସ୍ଵେଚ୍ଛାସେବୀ ସ୍ମୃତିପ୍ରିୟା ପ୍ରଧାନ ଏବଂ ଆଶିଷ କୁମାର ସାହୁଙ୍କ ଦ୍ଵାରା ସମାପନ ହୋଇଥିଲା । ଅନ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମରେ ସ୍ବେଚ୍ଛାସେବୀ ସତ୍ୟରଞ୍ଜନ ଦାଶ, ଚନ୍ଦ୍ରକାନ୍ତ ବାରିକ୍, ଶୁଭଲକ୍ଷ୍ମୀ ମଲ୍ଲିକ୍ ଆଦି ମଞ୍ଚ ପରିଚାଳନା କରିଥିଲେ । ଏହିପରି ଭାବରେ ଓଡ଼ିଆ ବିଶ୍ୱବିଦ୍ୟାଳୟ ଆନୁକୂଲ୍ୟରେ ଜାତୀୟ ସେବା ଯୋଜନାର ‘ଶୀତକାଳୀନ (ସାତଦିନିଆ) ସ୍ବତନ୍ତ୍ର ଶିବିର’ ନିର୍ବିଘ୍ନରେ ସମାପନ କରାଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

April 28, 2026
ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

April 27, 2026
ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବିକାଶ ପଥରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାଂଘାତିକ ଅଭିଯୋଗ

ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବିକାଶ ପଥରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାଂଘାତିକ ଅଭିଯୋଗ

April 27, 2026
ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

April 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

April 28, 2026
ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

April 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version