• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବେଲଘର ବନାଞ୍ଚଳ : ଜଙ୍ଗଲ ରେ ହାତୀ ମୃତ୍ୟୁ ଘଟଣାରେ ରେଞ୍ଜର ନିଲମ୍ବିତ

Proprietor Abhimanyu Maharana by Proprietor Abhimanyu Maharana
January 21, 2026
in ଓଡ଼ିଶା, କନ୍ଧମାଳ, ହୋମ୍
0
ବେଲଘର ବନାଞ୍ଚଳ : ଜଙ୍ଗଲ ରେ ହାତୀ ମୃତ୍ୟୁ ଘଟଣାରେ ରେଞ୍ଜର ନିଲମ୍ବିତ
Share on FacebookShare on TwitterWhatsapp

ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :-  କନ୍ଧମାଳ ଜିଲ୍ଲା ବାଲିଗୁଡା ବନଖଣ୍ଡ ର ବେଲଘର ବନାଞ୍ଚଳ ଅନ୍ତର୍ଗତ ଝିରିପାଣି ମୁଣ୍ଡୁଟି ଜଙ୍ଗଲ ରେ ହାତୀ ମୃତ୍ୟୁ ଘଟଣା ର ତଦନ୍ତ ପରେ ବେଲଘର ରେଞ୍ଜର ବିନୟ କୁମାର ବିଶି ନିଲମ୍ବିତ ହୋଇଥିବା ସୂଚନା ମିଳିଛି l ଚଳିତ ମାସ ଜାନୁଆରୀ ମାସ ୫ ତାରିଖ ରେ ଝିରିପାଣି ମୁଣ୍ଡୁଟି ଜଙ୍ଗଲ ରେ ହାତୀ ମୃତ୍ୟୁ ଅଭିଯୋଗ ହୋଇଥିଲା l

ହାତୀ ମୃତ୍ୟୁ ପରେ ମୃତ ଦେହ ଅନ୍ୟତ୍ର ଲୁଚାଇ ଚପାଇବାକୁ ରେଞ୍ଜର ଉଦ୍ୟମ କରିଥିବା ଅଭିଯୋଗ ମଧ୍ୟ ହୋଇଥିଲା l ହାତୀ ମୃତ୍ୟୁ ପରେ ମୁଣ୍ଡୁଟି ଜଙ୍ଗଲ ରୁ ମୃତ ଦେହ କୁ ଅନ୍ୟତ୍ର ନିଆଯାଇ ବେଲଘର ପଞ୍ଚାୟତ ର କାଡାପାନା ନର୍ସରୀ ରେ ଖଣ୍ଡ ବିଖଣ୍ଡିତ କରି ପୋତା ଯାଇଥିବା ଅଭିଯୋଗ ମଧ୍ୟ ହୋଇଥିଲା l

ବେଲଘର ରେଞ୍ଜର ବିନୟ କୁମାର ବିଶି ଘଟଣା କୁ ଚପାଇଦେବାକୁ ଉଦ୍ୟମ କରିଥିବା ନେଇ ତଦନ୍ତ ରୁ ବାଲିଗୁଡା ଡ଼ିଏଫଓ ଘନଶ୍ୟାମ ମହନ୍ତ ସ୍ପଷ୍ଟ ହୋଇଥିଲେ l ତଦନ୍ତ ପରେ ବେଲଘର ରେଞ୍ଜର ବିନୟ କୁମାର ବିଶି ଙ୍କୁ ନିଲମ୍ବିତ କରାଯିବା ସହ ଅଧିକ ତଦନ୍ତ ଅବ୍ୟାହତ ରଖାଯାଇଥିବା ବିଷୟ ଡି ଏଫ ଓ ପ୍ରକାଶ କରିଛନ୍ତି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଦୁଇ ବର୍ଷ ପୂର୍ତ୍ତି ଅବସରରେ “ବିକାଶ ଧାରା ଓଡ଼ିଶା ସାରା” କାର୍ଯ୍ୟକ୍ରମ ଆୟୋଜିତ : ୭୨ ଜଣଙ୍କୁ ସମ୍ମାନିତ

June 25, 2026
ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର

ଆଦିବାସୀ ମହାବିଦ୍ଯାଳୟରେ +୩ ପ୍ରଥମ ପର୍ଯ୍ଯାୟ ନାମଲେଖା ଆରମ୍ଭ

ବିକଶିତ ଓଡ଼ିଶା ,ବିକଶିତ ଭାରତ ରାଜ୍ୟ ସରକାରଙ୍କ ଦୁଇ ବର୍ଷର ସଫଳତା : ବିକାଶର ଧାରା ଓଡ଼ିଶା ସାରା” ଅଭିଯାନ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦୁଇ ବର୍ଷ ପୂର୍ତ୍ତି ଅବସରରେ “ବିକାଶ ଧାରା ଓଡ଼ିଶା ସାରା” କାର୍ଯ୍ୟକ୍ରମ ଆୟୋଜିତ : ୭୨ ଜଣଙ୍କୁ ସମ୍ମାନିତ

ଦୁଇ ବର୍ଷ ପୂର୍ତ୍ତି ଅବସରରେ “ବିକାଶ ଧାରା ଓଡ଼ିଶା ସାରା” କାର୍ଯ୍ୟକ୍ରମ ଆୟୋଜିତ : ୭୨ ଜଣଙ୍କୁ ସମ୍ମାନିତ

June 25, 2026
ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର

ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର

June 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version