• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅବୈଧ ବାଲି ଚାଲାଣ ବିରୋଧରେ ପୁରୀ ପୋଲିସର ୨୧୭ ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ

Proprietor Abhimanyu Maharana by Proprietor Abhimanyu Maharana
January 21, 2026
in ଓଡ଼ିଶା, ପୁରୀ, ହୋମ୍
0
ଅବୈଧ ବାଲି ଚାଲାଣ ବିରୋଧରେ ପୁରୀ ପୋଲିସର ୨୧୭ ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ
Share on FacebookShare on TwitterWhatsapp

ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- ପୁରୀ ଜିଲ୍ଲାରେ ଅବୈଧ ବାଲି ଓ ପଥର ଖଣନ, ପରିବହନ ଏବଂ ଅନଧିକୃତ ବ୍ୟବସାୟକୁ ରୋକିବା ପାଇଁ ପୁରୀ ପୋଲିସ ଦ୍ୱାରା ୨୦୨୫ ମସିହାରୁ ଏପର୍ଯ୍ୟନ୍ତ ନିୟମିତ ଓ କଠୋର ଭାବରେ ବିଶେଷ ଅଭିଯାନ ଚାଲିଆସୁଛି । ଏହି ଅଭିଯାନର ଉଦ୍ଦେଶ୍ୟ ହେଉଛି ପରିବେଶ ସୁରକ୍ଷା, ସରକାରୀ ରାଜସ୍ୱ ରକ୍ଷା ଏବଂ ସାଧାରଣ ଲୋକଙ୍କ ଜୀବନ-ଜୀବିକାକୁ ସୁରକ୍ଷିତ ରଖିବା । ଏହି ଅବଧିରେ ପୁରୀ ଜିଲ୍ଲାର ବିଭିନ୍ନ ଥାନା ଅଞ୍ଚଳରେ ଅବୈଧ ବାଲି ଓ ପଥର ଖଣନ ସମ୍ପର୍କିତ ମୋଟ ୧୬୫ଟି ମାମଲା ରେଜିଷ୍ଟ୍ର କରାଯାଇଛି ।

ଯେଉଁଥିରେ ପୂର୍ବବର୍ଷରେ ୧୪୬ଟି ମାମଲା ରେଜିଷ୍ଟ୍ର ହୋଇଥିଲା। ଚଳିତ ମାସରେ ମାତ୍ର ୧୯ଟି ନୂଆ ମାମଲା ରେଜିଷ୍ଟ୍ର କରାଯାଇଥିବା ଏହି ଅଭିଯାନର ତୀବ୍ରତାକୁ ସ୍ପଷ୍ଟ କରୁଛି। ଅବୈଧ ଖଣନ ମାମଲାରେ ଜଡିତ ଅଭିଯୁକ୍ତମାନଙ୍କ ବିରୋଧରେ କଠୋର କାନୁନୀ ପଦକ୍ଷେପ ଗ୍ରହଣ କରାଯାଇ ମୋଟ ୨୧୭ ଜଣ ଅଭିଯୁକ୍ତ ଗିରଫ କରାଯାଇଛି । ଏହାସହ ଆବଶ୍ୟକ ତଦନ୍ତ ପରେ ୧୦୩ଟି ମାମଲାରେ ଚାର୍ଜସିଟ୍ ସମ୍ପୃକ୍ତ ଆଦାଲତରେ ଦାଖଲ କରାଯାଇଛି । ଯାହା ଆଇନ ଅନୁଯାୟୀ ଦୋଷୀମାନଙ୍କୁ ଶାସନ ନିଶ୍ଚିତ କରିବାରେ ସାହାଯ୍ୟ କରିବ ।

ଏହି ଅଭିଯାନକୁ ପୁରୀ ଜିଲ୍ଲାର ସମସ୍ତ ୪ଟି ସବ୍-ଡିଭିଜନ୍ ଅନ୍ତର୍ଗତ ସମାନ ଭାବରେ କାର୍ଯ୍ୟକାରୀ କରାଯାଇଛି । ସିଟି ସବ୍-ଡିଭିଜନ୍, ପିପିଲି ସବ୍-ଡିଭିଜନ୍, ନିମାପଡ଼ା ସବ- ଡିଭିଜନ୍, ସଦର ସବଡିଭିଜନ୍। ଏହି ସମସ୍ତ ସବ ଡିଭିଜନରେ ଥିବା ପୋଲିସ ଥାନାମାନଙ୍କୁ ସକ୍ରିୟ କରି ରାତ୍ରି ଓ ଦିନକାଳୀନ ପାଟ୍ରୋଲିଂ, ଚେକିଂ, ଅଭିଯାନ ଓ ଆକସ୍ମିକ ରେଡ୍ ଜରିଆରେ ଅବୈଧ ଖଣନ କାର୍ଯ୍ୟକୁ ନିୟନ୍ତ୍ରଣ କରାଯାଉଛି । ଅନଧିକୃତ ବାଲି ଓ ପଥର ପରିବହନରେ ବ୍ୟବହୃତ ଯାନବାହନ ଜବତ, ମେସିନ୍ ଓ ଅନ୍ୟାନ୍ୟ ସାମଗ୍ରୀ ସିଜ୍ କରାଯାଇଛି ।

ପୁରୀ ପୋଲିସ ସ୍ପଷ୍ଟ କରିଛି ଯେ ଅବୈଧ ବାଲି ଓ ପଥର ଖଣନ ପରିବେଶ ପାଇଁ ଭୟାବହ ହୋଇଥିବା ସହ ସରକାରୀ ରାଜସ୍ୱକୁ ବଡ଼ ପରିମାଣର କ୍ଷତି ପହଞ୍ଚାଉଛି । ଏହି ପ୍ରକାର ଅପରାଧରେ ଜଡିତ କାହାକୁ ମଧ୍ୟ କୌଣସି ପ୍ରକାର ଛାଡ଼ ଦିଆଯିବ ନାହିଁ ଏବଂ ଆଗାମୀ ଦିନରେ ମଧ୍ୟ ଏହି ଅଭିଯାନ ଆହୁରି ତୀବ୍ର କରାଯିବ । ସାଧାରଣ ନାଗରିକମାନଙ୍କୁ ଅବୈଧ ଖଣନ ସମ୍ପର୍କିତ କୌଣସି ସୂଚନା ମିଳିଲେ ସମ୍ପୃକ୍ତ ପୋଲିସ ଥାନାକୁ ତତକ୍ଷଣାତ୍ ଅବଗତ କରିବାକୁ ପୁରୀ ପୋଲିସ ଅନୁରୋଧ କରିଛି । ଲୋକଙ୍କ ସହଯୋଗରେ ମାତ୍ର ଏହି ପ୍ରକାର ଅପରାଧକୁ ରୋକାଯାଇପାରିବ ବୋଲି ପୋଲିସ ଆଶା ପ୍ରକାଶ କରାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

April 29, 2026
ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

April 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version