• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଦହିଖାଇ ସେବା ସମବାୟ ସମିତି ଲିଃର ଦ୍ୱିତୀୟ ପର୍ଯ୍ୟାୟ ଧାନ ମଣ୍ଡି ଉଦଘାଟିତ

Proprietor Abhimanyu Maharana by Proprietor Abhimanyu Maharana
January 21, 2026
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ଦହିଖାଇ ସେବା ସମବାୟ ସମିତି ଲିଃର ଦ୍ୱିତୀୟ ପର୍ଯ୍ୟାୟ ଧାନ ମଣ୍ଡି ଉଦଘାଟିତ
Share on FacebookShare on TwitterWhatsapp

“ଚାଷୀଙ୍କ ମନରେ ଆନନ୍ଦର ଲହରୀ”

ରଣପୁର (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :-  ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ଅନ୍ତର୍ଗତ ଲୋଧାଚୁଆ ଗ୍ରାମସ୍ଥିତ ଦହିଖାଇ ସେବା ସମବାୟ ସମିତି ଲିଃ ପରିସରରେ ସୋମବାର ଦିନ ଚଳିତ ବର୍ଷର ଖରିଫ ଧାନ ସଂଗ୍ରହ ନିମନ୍ତେ ଦ୍ୱିତୀୟ ପର୍ଯ୍ୟାୟ ଧାନମଣ୍ଡି ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଯାଇଅଛି। ଏହି କାର୍ଯ୍ୟକ୍ରମରେ ଦହିଖାଇ ସେବା ସମବାୟ ସମିତି ସଭାପତି ମୀନକେତନ ନାୟକ, ସମ୍ପାଦକ ଭିକାରୀ ଚରଣ ପରିଡା , ମିଲ୍ଲାର ଏଜେଣ୍ଟ ଓ ଦହିଖାଇ ସେବା ସମବାୟ ସମିତିର ସମସ୍ତ କର୍ମକର୍ତ୍ତା ଓ ବହୁ ସଂଖ୍ୟାରେ ଚାଷୀମାନେ ଯୋଗଦେଇଥିଲେ l

ଦହିଖାଇ ସେବା ସମବାୟ ସମିତି ଲିଃର ଚାଷୀମାନଙ୍କୁ ଉପଯୁକ୍ତ ଧାନର ପ୍ରାପ୍ୟ ୩୧୦୦ ଟଙ୍କା ପ୍ରଦାନ କରିବାକୁ ପ୍ରତିଶ୍ରୁତି ଦେବା ସହିତ “ଆମେ ସମ୍ପୂର୍ଣ୍ଣ ସ୍ବଛତାର ସହ ଧାନ କ୍ରୟ କରିବାକୁ ପ୍ରସ୍ତୁତ ଅଛୁ ଓ ଚାଷୀମାନେ ଯେପରି କୌଣସି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି ସେଥିପାଇଁ ଟୋକନ ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବ ବୋଲି ସମ୍ପାଦକ ଭିକାରୀ ଚରଣ ପରିଡା ଚାଷୀମାନଙ୍କୁ ପରାମର୍ଶ ଦେଇଥିଲେ ।

ଚଳିତ ବର୍ଷ ସରକାରଙ୍କ ଦ୍ୱାରା ଧାର୍ଯ୍ୟ କରାଯାଇଥିବା ସର୍ବନିମ୍ନ ସହାୟକ ମୂଲ୍ୟ ଟ.୨୩୬୯ ଅନୁଯାୟୀ ଚାଷୀମାନେ ସେମାନଙ୍କ ଧାନ ବିକ୍ରିୟ କରିପାରିବେ ଓ ଦହିଖାଇ ସେବା ସମବାୟ ସମିତି ଲିଃ ପକ୍ଷରୁ ଚାଷୀମାନଙ୍କ ପାଇଁ ପାନୀୟ ଜଳ, ବିଶ୍ରାମଗାର ଏବଂ ଧାନ ଓଜନ ପାଇଁ ଆଧୁନିକ ଯନ୍ତ୍ରପାତିର ବ୍ୟବସ୍ଥା କରାଯାଇଛି ବୋଲି ସମବାୟ ସମିତି ଲିଃର ସଭାପତି ମୀନକେତନ ନାୟକ ମତ ପ୍ରକାଶ କରିଥିଲେ l ଏହା ଫଳରେ ସ୍ଥାନୀୟ ଚାଷୀମାନଙ୍କ ମଧ୍ୟରେ ଆନନ୍ଦ ତଥା ଖୁସିର ଲହରୀ ଖେଳିଯାଇଛି l

ଦହିଖାଇ ସେବା ସମବାୟ ସମିତି ଅଧୀନରେ ଧାନ ମଣ୍ଡି ପାଇଁ ସରକାରୀ ପଞ୍ଜିକୃତ କରିଥିବା ୫୬୫ ଜଣ ଚାଷୀମାନେଙ୍କ ମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ୧୦ଜଣ ଚlଷମାନେ ସେମାନଙ୍କର ୨୦୨୫-୨୦୨୬ଆର୍ଥିକ ବର୍ଷ ଖରିଫ ଧାନ ବିକ୍ରୟ ନିମନ୍ତେ ୩୪୪. ୫୩କ୍ୱିଣ୍ଟାଲ ଧାନ ମଣ୍ଡିକୁ ଯୋଗାଇଦେଇଥିଲେ ! ରାଜସୁନାଖଳାସ୍ଥିତ ଶୁଭଲଷ୍ମୀ ରାଇସ ମିଲ୍ଲ ଆଣ୍ଡ କମ୍ପାନୀ ଦହିଖାଇ ସେବା ସମବାୟ ସମିତିରୁ ଆଜି ୧୮ଜଣ ଚାଷୀଙ୍କଠାରୁ ୬୨୫. ୫୦ କ୍ୱିଣ୍ଟାଲ ଧାନ କ୍ରୟ କରିଥିଲେ ! ଲୋଧାଚୁଆ ଦହିଖାଇ ସେବା ସମବାୟ ସମିତି ପରିଚାଳନା ସମିତିର ସମସ୍ତ ସଦସ୍ୟ ଓ ଚାଷୀମାନେ ଉପସ୍ଥିତ ରହି ସହଯୋଗ କରିଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
୮୦ତମ ସ୍ଵାଧୀନତା ଦିବସ ଚିଲିକା ବ୍ଲକ ଅନ୍ତର୍ଗତ ଅପର୍ତ୍ତୀ ଉଚ୍ଚ ବିଦ୍ୟାଳୟ ନଈରୀରେ ପାଳିତ ହୋଇଯାଇଛି

୮୦ତମ ସ୍ଵାଧୀନତା ଦିବସ ଚିଲିକା ବ୍ଲକ ଅନ୍ତର୍ଗତ ଅପର୍ତ୍ତୀ ଉଚ୍ଚ ବିଦ୍ୟାଳୟ ନଈରୀରେ ପାଳିତ ହୋଇଯାଇଛି

August 17, 2026
ବରିଷ୍ଠ ନାଗରିକ ସଂଘ ପକ୍ଷରୁ ସ୍ଵାଧୀନତା ଦିବସ ପାଳିତ

ବରିଷ୍ଠ ନାଗରିକ ସଂଘ ପକ୍ଷରୁ ସ୍ଵାଧୀନତା ଦିବସ ପାଳିତ

August 17, 2026
ଜାଗ୍ରୃତିକା ପକ୍ଷରୁ ସ୍ଵାଧୀନତା ଦିବସ ପାଳିତ

ଜାଗ୍ରୃତିକା ପକ୍ଷରୁ ସ୍ଵାଧୀନତା ଦିବସ ପାଳିତ

August 17, 2026
ଆଇପିଏସ ଅଧିକାରୀ ଶ୍ରୀ ବିନୟତୋଷ ମିଶ୍ର ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଭାବେ ଦାୟିତ୍ୱ ଗ୍ରହଣ

ଆଇପିଏସ ଅଧିକାରୀ ଶ୍ରୀ ବିନୟତୋଷ ମିଶ୍ର ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଭାବେ ଦାୟିତ୍ୱ ଗ୍ରହଣ

August 17, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୮୦ତମ ସ୍ଵାଧୀନତା ଦିବସ ଚିଲିକା ବ୍ଲକ ଅନ୍ତର୍ଗତ ଅପର୍ତ୍ତୀ ଉଚ୍ଚ ବିଦ୍ୟାଳୟ ନଈରୀରେ ପାଳିତ ହୋଇଯାଇଛି

୮୦ତମ ସ୍ଵାଧୀନତା ଦିବସ ଚିଲିକା ବ୍ଲକ ଅନ୍ତର୍ଗତ ଅପର୍ତ୍ତୀ ଉଚ୍ଚ ବିଦ୍ୟାଳୟ ନଈରୀରେ ପାଳିତ ହୋଇଯାଇଛି

August 17, 2026
ବରିଷ୍ଠ ନାଗରିକ ସଂଘ ପକ୍ଷରୁ ସ୍ଵାଧୀନତା ଦିବସ ପାଳିତ

ବରିଷ୍ଠ ନାଗରିକ ସଂଘ ପକ୍ଷରୁ ସ୍ଵାଧୀନତା ଦିବସ ପାଳିତ

August 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version