ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- ପୁଣି ଲାଗିଲା ମାଓବାଦୀ ପୋଷ୍ଟର କନ୍ଧମାଳ – ରାୟଗଡ଼ା ଜିଲ୍ଲା ସୀମାନ୍ତ ବର୍ତ୍ତୀ କୋଟଗଡ ବ୍ଲକ ନିକଟସ୍ଥ ତେଲେଙ୍ଗା ପଦର ଛକରେ କିଛି ଦିନର ନୀରବତା ପରେ ପୁଣି ଜିଲ୍ଲା ସୀମାନ୍ତ ରେ ମାଓବାଦୀ ଙ୍କ ଉପସ୍ଥିତି ଜାହିର କରି ମାଓବାଦୀ ମାନେ ବ୍ୟାନର ମାରିଥିବା ଦେଖିବାକୁ ମିଳିଛି l















