• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

 ଜିଲ୍ଲାସ୍ତରୀୟ ପିଏମ ଶ୍ରୀ ଉତ୍ସବ ଉଦଯାପିତ 

Proprietor Abhimanyu Maharana by Proprietor Abhimanyu Maharana
January 24, 2026
in ଓଡ଼ିଶା, ମାଲକାନଗିରି, ହୋମ୍
0
 ଜିଲ୍ଲାସ୍ତରୀୟ ପିଏମ ଶ୍ରୀ ଉତ୍ସବ ଉଦଯାପିତ 
Share on FacebookShare on TwitterWhatsapp

ମାଲକାନଗିରି  (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :-  ସ୍ଥାନୀୟ ନୋଡାଲ ଉଚ୍ଚ ବିଦ୍ୟାଳୟ ମାଲାକାନଗିରି ଠାରେ ଦୁଇଦିନ ଧରି ଚାଲିଥିବା ଜିଲ୍ଲା ସ୍ତରୀୟ ପିଏମଶ୍ରୀ ଉତ୍ସବ ଉଦଯାପିତ ହୋଇଯାଇଛି । ଜିଲ୍ଲା ଶିକ୍ଷାଧିକାରୀ ଚିତ୍ତରଂଜନ ପାଣିଗ୍ରାହୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଦାଶରଥି ସରାବୁ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ, ଆବାହକ ବରେଣ୍ୟ ଅତିଥି ମଞ୍ଜୁଲତା ଭୋଇ ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ, ସୁମିତ ବିଶ୍ୱାସ ଗୋଷ୍ଠୀ ଶିକ୍ଷା ଅଧିକାରୀ ମାଥିଲି, ମମତା ସୟ, ଗୋଷ୍ଠୀ ଶିକ୍ଷା ଅଧିକାରୀ ମାଲକାନଗିରି, ଗାୟତ୍ରୀ ଦେବୀ, ଗୋଷ୍ଠୀ ଶିକ୍ଷା ଅଧିକାରୀ କୋରକଣ୍ଡା , ପ୍ରମୁଖ ମଞ୍ଚାସୀନ ଥିଲେ ।

ଦ୍ୱିତୀୟ ଦିବସର ପ୍ରଥମାର୍ଦ୍ଧରେ ଆଦର୍ଶ ସଂସଦ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଶିକ୍ଷାର୍ଥୀଙ୍କ ମଧ୍ୟରେ ଗଣତାନ୍ତ୍ରିକ ଚିନ୍ତା ଚେତନା ମୁଲ୍ୟବୋଧ ସମ୍ବନ୍ଧରେ ଏହି କାର୍ଯ୍ୟକ୍ରମରେ ପ୍ରତିଫଳିତ ହୋଇଥିଲା । ଜିଲ୍ଲାର ପନ୍ଦର ଗୋଟି ପିଏମ ଶ୍ରୀ ବିଦ୍ୟାଳୟରୁ ସାତଶହ ପଚାଷ ଶିକ୍ଷାର୍ଥୀ ଅଂଶ ଗ୍ରହଣ କରିଥିଲେ । ଶ୍ରୀକ୍ଷାର୍ଥୀ ଙ୍କ ମଧ୍ୟରେ ରହିଥିବା ସୃଜନଶୀଳତା କୁ ସାହିତ୍ୟ ସୃଜନୀ, ଜିଜ୍ଞାସା, କୌଶଳୀ ଓ କ୍ରୀଡ଼ାଙ୍ଗନ କ୍ଲବ ମାଧ୍ୟମରେ ପ୍ରକଳ୍ପ ରୁପେ ଉପସ୍ଥାପନ କରିଥିଲେ ।

ଶିକ୍ଷାର୍ଥୀ ମାନେ ବ୍ୟବସାୟୀକ ଜ୍ଞାନ କୌଶଳ ବୃଦ୍ଧି ଏବଂ ଶିଳ୍ପ କୌଶଳକୁ ବିଜନେଶ ସମିଟ ଷ୍ଟଲରେ ପ୍ରକଳ୍ପ ରୁପେ ସ୍ଥାନ ଦେଇ ଥିଲେ । ଶହେରୁ ଉର୍ଦ୍ଧ ଶିକ୍ଷକ ଶିକ୍ଷୟିତ୍ରୀ ଏହି ଉତ୍ସବରେ ଅଂଶ ଗ୍ରହଣ କରିଥିଲେ । ଅପରାହ୍ନ ରେ ପୁରସ୍କାର ବିତରଣ ସଭା ଅନୁଷ୍ଠିତ ହୋଇଥିଲା । କାର୍ଯ୍ୟକ୍ରମକୁ ଶିକ୍ଷକ ଦେବରାଜ ସେଠୀ, ସନ୍ଦିପ ଦାଶ, ପ୍ରମୋଦ କୁମାର ସେନାପତି ପରିଚାଳନା କରିଥିବା ବେଳେ ପ୍ରଧାନ ଶିକ୍ଷକ ସଞ୍ଜୀବ ବୈଦ୍ୟ, ପ୍ରଧାନ ଶିକ୍ଷକ ଶାନ୍ତିରାଣୀ ବିଶ୍ୱାସ, ଜଗଦୀଶ ସେଠୀ, କାର୍ତ୍ତିକ ବେହେରା, ସ୍ମୁତିକା ସୁକୁଲ, ସୁହାନୀ ବାଘ, ଶଙ୍କର ମହାପାତ୍ର, ନିହାର ଚୌଧୁରୀ, ବିଜୟଲକ୍ଷ୍ମୀ ଚୌଧୁରୀ, ଦୀନବନ୍ଧୁ ବେଜ, ଝୁନୁ ପଟ୍ଟନାୟକ, ରଞ୍ଜନ ବେହେରା ତଥା ବିଦ୍ୟାଳୟ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Gulf Odia Association celebrates Ninth Anniversary with Grandeur

ଗଲ୍ଫ ଓଡ଼ିଆ ଆସୋସିଏସନର ନବମ ବାର୍ଷିକ ଉତ୍ସବ ପାଳନ

August 14, 2026
Gulf Odia Association celebrates Ninth Anniversary with Grandeur

Gulf Odia Association celebrates Ninth Anniversary with Grandeur

August 14, 2026
ଏନଏସି ତରଫରୁ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା

ଏନଏସି ତରଫରୁ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା

August 14, 2026
ମିଡିଆକିଆ ପଞ୍ଚାୟତ ରେ “ହର ଘର ତ୍ରିରଙ୍ଗା” କାର୍ଯ୍ୟକ୍ରମ

ମିଡିଆକିଆ ପଞ୍ଚାୟତ ରେ “ହର ଘର ତ୍ରିରଙ୍ଗା” କାର୍ଯ୍ୟକ୍ରମ

August 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Gulf Odia Association celebrates Ninth Anniversary with Grandeur

ଗଲ୍ଫ ଓଡ଼ିଆ ଆସୋସିଏସନର ନବମ ବାର୍ଷିକ ଉତ୍ସବ ପାଳନ

August 14, 2026
Gulf Odia Association celebrates Ninth Anniversary with Grandeur

Gulf Odia Association celebrates Ninth Anniversary with Grandeur

August 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version