• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ହୋଟେଲ ପ୍ରାଚୀରେ ‘ସିଲ୍କ ଇଣ୍ଡିଆ’ ପ୍ରଦର୍ଶନୀ ଆରମ୍ଭ

Proprietor Abhimanyu Maharana by Proprietor Abhimanyu Maharana
January 25, 2026
in ଓଡ଼ିଶା, ଖୋର୍ଦ୍ଧା, ବାଣିଜ୍ୟ, ମହାନଗର, ହୋମ୍
0
ହୋଟେଲ ପ୍ରାଚୀରେ ‘ସିଲ୍କ ଇଣ୍ଡିଆ’ ପ୍ରଦର୍ଶନୀ ଆରମ୍ଭ
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ପାର୍ବଣ ଓ ବିବାହ ଋତୁକୁ ନଜରରେ ରଖି ଭୁବନେଶ୍ୱରରେ ସିଲ୍କ ଇଣ୍ଡିଆ ପ୍ରଦର୍ଶନୀ ଲୋକଙ୍କୁ ଆକର୍ଷିତ କରିବାକୁ ପ୍ରସ୍ତୁତ ହୋଇଛି । ସମସ୍ତ ଅବସର ପାଇଁ ଉପଯୁକ୍ତ ବିଭିନ୍ନ ପ୍ରକାରର ରେଶମ ଶାଢ଼ି ଗୋଟିଏ ସ୍ଥାନରେ ପ୍ରଦାନ କରିବା ଉଦ୍ଦେଶ୍ୟରେ ଓଡ଼ିଶା କଳା ଓ ଶିଳ୍ପ ପକ୍ଷରୁ ଭୁବନେଶ୍ୱର ଜନପଥ ହୋଟେଲ ପ୍ରାଚୀରେ ସିଲ୍କ ଇଣ୍ଡିଆ ପ୍ରଦର୍ଶନୀ ଆୟୋଜନ କରାଯାଇଛି । ଦଶ ଦିନିଆ ଏହି ପ୍ରଦର୍ଶନୀରେ ଗ୍ରାହକଙ୍କୁ ପର୍ବପର୍ବାଣୀ ଏବଂ ବିବାହ ପାଇଁ ଉପଯୁକ୍ତ ବିଭିନ୍ନ ପ୍ରକାରର ସ୍ୱତନ୍ତ୍ର ଶାଢୀ ଏବଂ ପୋଷାକ ସାମଗ୍ରୀ ପ୍ରଦାନ କରାଯାଇଛି । ୧୩ ଟି ରାଜ୍ୟର ହସ୍ତତନ୍ତ ଶାଢୀ ପ୍ରଦର୍ଶନୀର ମୁଖ୍ୟ ଆକର୍ଷଣ ଅଟେ ।

ଉଦଘାଟନ ପରେ ମଡେଲମାନେ ଏକ ସୁନ୍ଦର ରାମ୍ପ ୱାକ୍ ମାଧ୍ୟମରେ ଭାରତର ୧୫୦ ରୁ ଅଧିକ ବୁଣାକାର ଏବଂ ଡିଜାଇନରଙ୍କ ଦ୍ୱାରା ଡିଜାଇନ୍ ହୋଇଥିବା ଶାଢୀ ପ୍ରଦର୍ଶନ କରିଥିଲେ । ଏହି ଅବସରରେ ଓଡ଼ିଶା କଳା ଓ ଶିଳ୍ପର ପରିଚାଳନା ନିର୍ଦ୍ଦେଶକ ମାନସ ଆଚାର୍ଯ୍ୟ କହିଛନ୍ତି ଯେ, “ରେଶମ ବୁଣାର ପାରମ୍ପରିକ କଳାକୁ ବଂଚାଇ ରଖିବା ପାଇଁ ସଂଗଠନ ଅନେକ ବର୍ଷ ଧରି ନିରନ୍ତର କାର୍ଯ୍ୟ କରିଆସୁଛି । ସେ ଆହୁରି ମଧ୍ୟ କହିଛନ୍ତି ଯେ ଦେଶର ବିଭିନ୍ନ ପ୍ରାନ୍ତରୁ ବୁଣାକାର ଏବଂ ଡିଜାଇନରଙ୍କ ଦ୍ୱାରା ର୍ନିମିତ ବିଭିନ୍ନ ପ୍ରକାରର ରେଶମ ସଂଗ୍ରହ ପ୍ରଦର୍ଶନୀରେ ପ୍ରଦର୍ଶିତ ହେଉଛି ।

ମାନସ ଆଚାର୍ଯ୍ୟ ଆହୁରି ମଧ୍ୟ ସୂଚନା ଦେଇଛନ୍ତି ଯେ ଏହି ପ୍ରଦର୍ଶନୀ ଜାନୁୟାରୀ ୨୩ ରୁ ଫେବୃଆରୀ ୧, ୨୦୨୬ ପର୍ଯ୍ୟନ୍ତ ଅନୁଷ୍ଠିତ ହେଉଛି ଏବଂ ପ୍ରତିଦିନ ସକାଳ ୧୦:୩୦ ରୁ ରାତି ୮:୩୦ ପର୍ଯ୍ୟନ୍ତ ଖୋଲା ରହିବ । ସିଲ୍କ ଇଣ୍ଡିଆ ପ୍ରଦର୍ଶନୀରେ ଦେଶର ବିଭିନ୍ନ ପ୍ରାନ୍ତରୁ ଲୋକପ୍ରିୟ ରେଶମ ଶାଢୀ ଏବଂ ପୋଷାକ ସାମଗ୍ରୀର ଏକ ଚିତାକର୍ଷକ ସଂଗ୍ରହ ଉପସ୍ଥାପନ କରାଯାଇଛି ।” ଏହି ପ୍ରଦର୍ଶନୀରେ ଥିବା ପ୍ରତ୍ୟେକ ଶାଢୀ ଏବଂ ପୋଷାକ ସାମଗ୍ରୀ ନିଜ ଢଙ୍ଗରେ ଅନନ୍ୟ ଏବଂ ଆକର୍ଷଣୀୟ ।

ସେ କହିଛନ୍ତି ଯେ ପ୍ରଦର୍ଶନୀରେ ୮୦ ରୁ ଅଧିକ ଷ୍ଟଲ୍ ସ୍ଥାପନ କରାଯାଇଛି, ଯେଉଁଥିରେ ରେଶମ ଶାଢୀ, ସୁଟ୍‌, ଡ୍ରେସ୍ ସାମଗ୍ରୀ, ଷ୍ଟୋଲ, କୁର୍ତୀ, ଦୁପଟ୍ଟା, କୁର୍ତା, ଜୋତା ଏବଂ ଘରୋଇ ସାଜସଜ୍ଜା ସାମଗ୍ରୀ ପ୍ରଦାନ କରାଯାଇଛି । ପର୍ଯ୍ୟଟକମାନେ ବିଭିନ୍ନ ରାଜ୍ୟର ପ୍ରସିଦ୍ଧ ରେଶମ ଶାଢୀର ଏକ ଉତ୍କୃଷ୍ଟ ସଂଗ୍ରହ ଦେଖିବାକୁ ପାଇବେ, ଯେଉଁଥିରେ ଓଡ଼ିଶାର ସମ୍ବଲପୁରୀ ଇକତ ରେଶମ, ବିହାରର ଜୈବିକ ଟସର ସିଲ୍କ, ଆସାମର ମୁଗା ଏବଂ ଏରି ସିଲ୍କ, କର୍ଣ୍ଣାଟକର କ୍ରେପ, ଜର୍ଜେଟ ଏବଂ ଅରାନୀ ସିଲ୍କ,

ତାମିଲନାଡୁର କାଚିପୁରମ୍ ସିଲ୍କ, ଉତରପ୍ରଦେଶର ମଲବେରୀ, ଜାମାୱାର ଏବଂ ଜାମଦାନୀ ସିଲ୍କ, ଛତିଶଗଡର କୋସା ସିଲ୍କ ଅନ୍ତର୍ଭୁକ୍ତ । ଜାମ୍ମୁ କାଶ୍ମୀରର ଚିନାର ଏବଂ ଟେଡି ସିଲ୍କ, ରାଜସ୍ଥାନର କୋଟା ସିଲ୍କ, ପଞ୍ଜାବର ଫୁଲକାରୀ ପୋଷାକ ସହିତ ଅନ୍ୟାନ୍ୟ ରାଜ୍ୟର ରେଶମ ଏବଂ ପୋଷାକ ସାମଗ୍ରୀ । ସେ ଆହୁରି ମଧ୍ୟ ଉଲ୍ଲେଖ କରିଛନ୍ତି ଯେ ରେଶମ ଶାଢୀ ଉପରେ ସ୍ୱତନ୍ତ୍ର ରିହାତି ଦିଆଯାଉଛି । ପ୍ରବେଶ ମାଗଣା ଏବଂ ସମସ୍ତ ଅନଲାଇନ୍ ପେମେଟ୍ ସୁବିଧା ଭେନ୍ୟୁରେ ଉପଲବ୍ଧ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Department of Home Science Organizes Workshop on Mushroom Cultivation and Enterprise Development

Department of Home Science Organizes Workshop on Mushroom Cultivation and Enterprise Development

April 25, 2026
ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

April 25, 2026
ଶିକାର କରିବାକୁ ଯାଇ ଗୁଳିକାଣ୍ଡରେ ନାବାଳକ ମୃତ ଘଟଣାର ମୁଖ୍ୟ ଆସାମୀ ଗିରଫ

ଶିକାର କରିବାକୁ ଯାଇ ଗୁଳିକାଣ୍ଡରେ ନାବାଳକ ମୃତ ଘଟଣାର ମୁଖ୍ୟ ଆସାମୀ ଗିରଫ

April 25, 2026
ଦୁର୍ଘଟଣା ପରେ ଗାର୍ଡୱାଲ ରେ ଝୁଲିଲା ହାଇୱା

ଦୁର୍ଘଟଣା ପରେ ଗାର୍ଡୱାଲ ରେ ଝୁଲିଲା ହାଇୱା

April 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Department of Home Science Organizes Workshop on Mushroom Cultivation and Enterprise Development

Department of Home Science Organizes Workshop on Mushroom Cultivation and Enterprise Development

April 25, 2026
ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

April 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version