• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନଟବର ବାଳିକା ଉଚ୍ଚ ବିଦ୍ୟାଳୟରେ “ମା’ଙ୍କ ନାମରେ ଗଛଟିଏ” କାର୍ଯ୍ୟକ୍ରମ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
January 26, 2026
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ନଟବର ବାଳିକା ଉଚ୍ଚ ବିଦ୍ୟାଳୟରେ “ମା’ଙ୍କ ନାମରେ ଗଛଟିଏ” କାର୍ଯ୍ୟକ୍ରମ ଅନୁଷ୍ଠିତ
Share on FacebookShare on TwitterWhatsapp

ଭାପୁର,(ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ଭାପୁର ବ୍ଲକ ପଦ୍ମାବତୀ ସ୍ଥିତ ନଟବର ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଶୁକ୍ରବାର ଦିନ ମାନନୀୟ ଯଶସ୍ବୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କର ପ୍ରେରଣାରେ “ମା’ଙ୍କ ନାମରେ ଗଛଟିଏ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ବିଜେପିର ରାଜ୍ୟ ଯୁବମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡା ଉପସ୍ଥିତ ରହିବା ସହିତ ‘ବୃକ୍ଷ ହିଁ ଜୀବନ’ କଥାକୁ ସମସ୍ତେ ମନରେ ରଖି ପ୍ରତ୍ୟେକ ନାଗରିକ ଅନ୍ତତଃ ଗୋଟିଏ ବୃକ୍ଷ ରୋପଣ କରିବା ପାଇଁ ଉପସ୍ଥିତ ଛାତ୍ରଛାତ୍ରୀ,

ଶିକ୍ଷକ ଶିକ୍ଷୟତ୍ରୀ, ବିଦ୍ୟାଳୟର ପରିଚାଳନା କମିଟର ସଦସ୍ୟ ମାନଙ୍କୁ ପରାମର୍ଶ ଦେଇଥିଲେ। ବିଦ୍ୟାଳୟ ପରିସର ବ୍ୟତୀତ ମହାନଦୀ ବନ୍ଧ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଶୁକ୍ରବାର ଦିନ ଏକ ହଜାର ଚାରା ରୋପଣ କରାଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଶ୍ରୀ ପଣ୍ଡାଙ୍କ ସମେତ ନଟବର ବାଳିକା ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ, ଡାକ୍ତର ଶୁଭେନ୍ଦୁ କୁମାର ସାହୁ ଓ ପରିଚାଳନା କମିଟ ସଦସ୍ୟ ମାନେ ସାମିଲ ହୋଇଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଣପୁରରେ ମାଟ୍ରିକ୍ ସଫଳତାର ଗୌରବ : ୫୪୨ ମାର୍କ ରଖି ଚର୍ଚ୍ଚାରେ – ସାଗରିକା

ରଣପୁରରେ ମାଟ୍ରିକ୍ ସଫଳତାର ଗୌରବ : ୫୪୨ ମାର୍କ ରଖି ଚର୍ଚ୍ଚାରେ – ସାଗରିକା

May 7, 2026
ପାରଳାଖମୁଣ୍ଡିଠାରେ ବାଇପାସ୍ ରାସ୍ତା ନିର୍ମାଣ ନେଇ ସାମାଜିକ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖମୁଣ୍ଡିଠାରେ ବାଇପାସ୍ ରାସ୍ତା ନିର୍ମାଣ ନେଇ ସାମାଜିକ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

May 7, 2026
ଗଜପତି ଜିଲ୍ଲାରେ ରେ ଦଶମ ପରୀକ୍ଷାରେ 99.31 ପ୍ରତିଶତ ପାସହାର : ଓଡିଶାର ପ୍ରଥମ

ଗଜପତି ଜିଲ୍ଲାରେ ରେ ଦଶମ ପରୀକ୍ଷାରେ 99.31 ପ୍ରତିଶତ ପାସହାର : ଓଡିଶାର ପ୍ରଥମ

May 7, 2026
ଆଜି ସୁଦ୍ଧା ତାଳଧ୍ଵଜ ରଥ ଏବଂ ଦର୍ପ ଦଳନ ରଥର ପାଞ୍ଚୋଟି ଲେଖାଏଁ ଚକ ନିର୍ମାଣ ଶେଷ

ଆଜି ସୁଦ୍ଧା ତାଳଧ୍ଵଜ ରଥ ଏବଂ ଦର୍ପ ଦଳନ ରଥର ପାଞ୍ଚୋଟି ଲେଖାଏଁ ଚକ ନିର୍ମାଣ ଶେଷ

May 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଣପୁରରେ ମାଟ୍ରିକ୍ ସଫଳତାର ଗୌରବ : ୫୪୨ ମାର୍କ ରଖି ଚର୍ଚ୍ଚାରେ – ସାଗରିକା

ରଣପୁରରେ ମାଟ୍ରିକ୍ ସଫଳତାର ଗୌରବ : ୫୪୨ ମାର୍କ ରଖି ଚର୍ଚ୍ଚାରେ – ସାଗରିକା

May 7, 2026
ପାରଳାଖମୁଣ୍ଡିଠାରେ ବାଇପାସ୍ ରାସ୍ତା ନିର୍ମାଣ ନେଇ ସାମାଜିକ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖମୁଣ୍ଡିଠାରେ ବାଇପାସ୍ ରାସ୍ତା ନିର୍ମାଣ ନେଇ ସାମାଜିକ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

May 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version