• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜଟଣୀ ନିର୍ବାଚନ ମଣ୍ଡଳୀର ବେଷ୍ଟ୍ ବି.ଏଲ.ଓ କମଳିନୀ ଦେଈ:ଉପ ଜିଲ୍ଲାପାଳଙ୍କ ଦ୍ୱାରା ସମ୍ୱର୍ଦ୍ଧିତ ଅଞ୍ଚଳରେ ଖୁସିର ଲହରୀ

Proprietor Abhimanyu Maharana by Proprietor Abhimanyu Maharana
January 27, 2026
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ଜଟଣୀ ନିର୍ବାଚନ ମଣ୍ଡଳୀର ବେଷ୍ଟ୍ ବି.ଏଲ.ଓ କମଳିନୀ ଦେଈ:ଉପ ଜିଲ୍ଲାପାଳଙ୍କ ଦ୍ୱାରା ସମ୍ୱର୍ଦ୍ଧିତ ଅଞ୍ଚଳରେ ଖୁସିର ଲହରୀ
Share on FacebookShare on TwitterWhatsapp

ଖୋର୍ଦ୍ଧା – ଜଟଣୀ (ଓଡ଼ିଶା ତାଜା ନିୟୂଜ) ନି ପ୍ର :- ୧୬ ତମ ଜାତୀୟ ମତଦାତା ଦିବସ ଉପଲକ୍ଷେ ଅନୁଷ୍ଠିତ ଜିଲ୍ଲାସ୍ତରୀୟ ମତଦାତା ଦିବସ ମହାସମାରୋରେ ପାଳିତ ହୋଇଯାଇଛି ।  ଖୋର୍ଦ୍ଧା ଉପ ଜିଲ୍ଲାପାଳ ଶ୍ରୀ ସଂକଳ୍ପ ସ୍ଵସ୍ତିକ ସାହୁଙ୍କ ପ୍ରତେକ୍ଷ ତତ୍ତ୍ୱାବଧାନରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଜୟୀ ରାଜଗୁରୁ ଭବନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଉପ ଜିଲ୍ଲାପାଳ ଶ୍ରୀ ସାହୁ କହିଥିଲେ, ଭାରତ ବିଶ୍ଵର ସର୍ବ ବୃହତ୍ ଗଣତାନ୍ତ୍ରିକ ରାଷ୍ଟ୍ର । ଆମର ପବିତ୍ର ରାଷ୍ଟ୍ର ବିଶ୍ୱରେ ଅନନ୍ୟ ।

ମୁଖ୍ୟ ଅତିଥିଭାବେ, ଜିଲ୍ଲାଉନ୍ନୟନ କମିଶନର ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଖୋର୍ଦ୍ଧା ଶ୍ରୀ ଜ୍ୟୋତି ଶଙ୍କର ସାହୁ, ସମ୍ମାନିତ ଅତିଥି ପୂର୍ବତନ ଉପ ଜିଲ୍ଲାପାଳ ଶ୍ରୀ କିଶୋର କୁମାର ପଣ୍ଡା ପ୍ରମୁଖ ଶତାଧିକ ବି.ଏଲ.ଓ ଏବଂ ସୁପର ଭାଇଜର ଓ ଛାତ୍ର ଛାତ୍ରୀ ମାନଙ୍କୁ ଭୋଟର ସଚେତନତା ଦିବସ ପାଳନ ଉଦେଶ୍ୟ ଓ ଆଭିମୂଖ୍ୟ ସମ୍ପର୍କରେ ଆଲୋକପାତକରିଥିଲେ ।

ଶେଷରେ ଅତିଥି ମାନେ ଜିଲ୍ଲାର ବେଷ୍ଟ ଵିଏଲ୍ଓ ଏବଂ ସୁପର ଭାଇଜର୍ ମାନଙ୍କୁ ଉତ୍ତରୀୟ ଓ ମାନପତ୍ର ଦେଇ ସମ୍ବର୍ଦ୍ଧିତ(ସମ୍ମାନିତ) କରିଥିଲେ । ଏଥିରେ ଜଟଣୀ ନିର୍ବାଚନ ମଣ୍ଡଳୀର(୧୧୫କ୍ଷେତ୍ରରୁ) ବେଣାପଞ୍ଜରି ନିବାସୀ ଶ୍ରୀମତୀ କମଳିନୀ ଦେଈ ବେଷ୍ଟ ବି.ଏଲ.ଓ ଭାବେ ସମ୍ମାନିତ ହୋଇଛନ୍ତି । ଯାହାକୁ ନେଇ ଅଞ୍ଚଳରେ ଖୁସିର ଲହରୀ ଖେଳିଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଲିପାଟଣା ରେ ଜନ ଆକ୍ରୋଶ ମହିଳା ସମାବେଶ

ବାଲିପାଟଣା ରେ ଜନ ଆକ୍ରୋଶ ମହିଳା ସମାବେଶ

May 7, 2026
ଶିକ୍ଷକ ପଣ୍ଡିତ ଅଜୟ ପତିଙ୍କୁ ଅବସରକାଳୀନ ସମ୍ବନ୍ଧନା

ଶିକ୍ଷକ ପଣ୍ଡିତ ଅଜୟ ପତିଙ୍କୁ ଅବସରକାଳୀନ ସମ୍ବନ୍ଧନା

May 7, 2026
ଛାତ୍ର ବତ୍ସଳ ଶିକ୍ଷକ “ସୁମନ ସାରଙ୍କ” ସେବା ନିବୃତ ସମ୍ବର୍ଦ୍ଧନା ଉତ୍ସବ ଓ ପୁସ୍ତକ ଉନ୍ମୋଚନ

ଛାତ୍ର ବତ୍ସଳ ଶିକ୍ଷକ “ସୁମନ ସାରଙ୍କ” ସେବା ନିବୃତ ସମ୍ବର୍ଦ୍ଧନା ଉତ୍ସବ ଓ ପୁସ୍ତକ ଉନ୍ମୋଚନ

May 7, 2026
ଖୋରଧା ଜ଼ିଲା ଯାଦବ ସମିତି ର ସାଙ୍ଗଠନିକ ସମ୍ମିଳନୀ

ଖୋରଧା ଜ଼ିଲା ଯାଦବ ସମିତି ର ସାଙ୍ଗଠନିକ ସମ୍ମିଳନୀ

May 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଲିପାଟଣା ରେ ଜନ ଆକ୍ରୋଶ ମହିଳା ସମାବେଶ

ବାଲିପାଟଣା ରେ ଜନ ଆକ୍ରୋଶ ମହିଳା ସମାବେଶ

May 7, 2026
ଶିକ୍ଷକ ପଣ୍ଡିତ ଅଜୟ ପତିଙ୍କୁ ଅବସରକାଳୀନ ସମ୍ବନ୍ଧନା

ଶିକ୍ଷକ ପଣ୍ଡିତ ଅଜୟ ପତିଙ୍କୁ ଅବସରକାଳୀନ ସମ୍ବନ୍ଧନା

May 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version