• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଚନ୍ଦ୍ରମlଦେଇପୁରରେ ୩ୟ ବାର୍ଷିକ ବିଶ୍ୱଶlନ୍ତି ଶ୍ରୀମଦ ଗୀତା ମହାଯଜ୍ଞ

Proprietor Abhimanyu Maharana by Proprietor Abhimanyu Maharana
January 28, 2026
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ଚନ୍ଦ୍ରମlଦେଇପୁରରେ ୩ୟ ବାର୍ଷିକ ବିଶ୍ୱଶlନ୍ତି ଶ୍ରୀମଦ ଗୀତା ମହାଯଜ୍ଞ
Share on FacebookShare on TwitterWhatsapp

 କଳସ ଯାତ୍ରାରେ ଯୋଗଦେଲେ ଶତାଧିକ ବ୍ରତଧାରୀ 

ରଣପୁର (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ବ୍ରଜରାଜପୁର ଗ୍ରାମପଞ୍ଚୟତ ଅନ୍ତର୍ଗତ ଚନ୍ଦ୍ରମା ଦେଇପୁର ଗ୍ରାମସ୍ଥିତ ମା, ବ୍ରlହ୍ମଣୀ ଦେବୀଙ୍କ ପୀଠରେ ନୟାଗଡ଼ସ୍ଥିତ ଶ୍ରୀ ଯୋଗବେଦାନ୍ତ ସମିତି ଓ ଚନ୍ଦ୍ରମlଦେଇପୁରୁ ଗ୍ରାମବାସୀଙ୍କ ମିଳିତ ଆନୁକୂଲ୍ୟରେ ଏବଂ ଶ୍ରୀମଦ ଗୀତା ମହାଯଜ୍ଞ ପ୍ରଚାରକ ଅନ୍ତର୍ଯ୍ୟାମୀ ସାହୁଙ୍କ ଆବାହକତ୍ୱରେ ମହାଆଡମ୍ବର ସହକାରେ ରବିବାର ଦିନ ଏକ ଦିବାସୀୟ ବିଶ୍ଵଶାନ୍ତି ଶ୍ରୀମଦ ଗୀତା ମହାଯଜ୍ଞ ହୋଇଯାଇଅଛି l

ଏହି ଶ୍ରୀମଦ ଗୀତା ମହାଯଜ୍ଞ କଳସ ଯାତ୍ରାରେ ବ୍ରତଧାରୀମାନେ ନୂତନ ବସ୍ତ୍ର ପରିଧାନ କରି ମନ୍ଦାକିନୀ ସେତୁର ପବିତ୍ର ଜଳ ସହିତ ନିଷ୍ଠାର ସହ ପୂଜା ଅର୍ଚନା ପରେ ବିଭିନ୍ନ ଗ୍ରାମ ପରିକ୍ରମା କରିଥିଲl ! ଗ୍ରାମବାସୀମାନେ ନିଜନିଜର ଦୁଆରେ ଝୋଟି, ଚିତା, ଦୀପ ପ୍ରଜ୍ବଳନ, କଳସ ସ୍ଥାପନ କରି କଳସ ଯାତ୍ରାକୁ ଭବ୍ୟ ସ୍ୱାଗତ କରିଥିଲେ l

ଏହି ବିଶ୍ଵଶାନ୍ତି ଗୀତା ମହାଯଜ୍ଞ ଶୁଭ ଅଙ୍କୁରlରୋପଣ, ଶାଲା ମଣ୍ଡନ, କଳସ ଯାତ୍ରା, ବ୍ରହ୍ମlବରଣ, ଅଗ୍ନିସ୍ଥାପନ, ପ୍ରସାଦ ସେବନ,ସୂର୍ଯ୍ୟପୂଜା, ଗୋପୂଜା, ଶାଲାସଂସ୍କାର, ଚଣ୍ଡୀପାଠ, ଗବ୍ୟାହୃତି,ପୂର୍ଣ୍ଣାହୁତି, ଚରୁସେବନ ଅନୁଷ୍ଠିତ ହୋଇଥିଲା ! ଏହି ୩ୟ ବାର୍ଷିକ ଶ୍ରୀମଦ ଗୀତା ମହାଯଜ୍ଞରେ କର୍ତ୍ତାଭାବେ ଭଗବାନ ସାହୁ , ତାଙ୍କ,ସହଧର୍ମିଣୀ ସତ୍ୟଭାମା ସାହୁ କର୍ତ୍ତକର୍ତ୍ତୀ ଭାବେ ସମ୍ପାଦନ କରିଥିବଲେ l

ଏହି ତୃତୀୟ ବାର୍ଷିକ ଶ୍ରୀମଦ ଗୀତା ମହାଯଜ୍ଞକୁ ପଣ୍ଡିତ ପ୍ରାକ୍ତନ ସଂସ୍କୃତ ପ୍ରଫେସର ଡ଼ ଉମେଶ ଚନ୍ଦ୍ର ଦାସ, ତ୍ରିଲୋଚନ ଚୌଧୁରୀ, ଜଗନ୍ନାଥ ମହାପାତ୍ର ଓ ଶିଶୁ ପଣ୍ଡିତ ଜଗଦୀଶ ପ୍ରମୁଖ ଯଜ୍ଞ ପରିଚାଳନା କରିଥିଲେ ! ଶତାଧିକ ବ୍ରତ ଧାରୀ ମହିଳା ଓ ପୁରୁଷ ଶ୍ରଦ୍ଧାଳୁ ଭକ୍ତମାନେ ଯୋଗଦେଇ ମା ବ୍ରହ୍ମଣୀ ଦେବୀଙ୍କ ଦର୍ଶନ କରି କୃପା ଭିକ୍ଷା ଲାଭ କରିଥିଲେ l

ଏହି ବିଶ୍ଵଶାନ୍ତି ଗୀତା ମହାଯଜ୍ଞକୁ ଗୋବିନ୍ଦ ପାଇକରାୟ,ଆଇନଜୀବୀ ଯୁଧିଷ୍ଠିର ବେହେରା, ଧରି ମହାନ୍ତି, କବିନ୍ଦ୍ର ବିଶ୍ୱାଳ, ରସାନନ୍ଦ ମଣ୍ଡଳ, ଆନନ୍ଦ ବେହେରା, ଓ ଫକୀର ଲେଙ୍କାଙ୍କ ସମେତ ଚନ୍ଦ୍ରମା ଦେଇପୁର ଗ୍ରାମବାସୀ, ସମାଜସେବୀ ଶ୍ରୀମଦ ଗୀତା ପ୍ରେମୀ ଉପସ୍ଥିତ ରହି ସହଯୋଗକରି ସମସ୍ତ କାର୍ଯ୍ୟକୁ ପରିଚାଳନା କରିଥିଲେ ! ଏହି ଶ୍ରୀମଦ ଗୀତା ମହାଯଜ୍ଞ ଚନ୍ଦ୍ରମା ଦେଇପୁର ଗ୍ରାମକୁ ଆଧ୍ୟାତ୍ମିକ ପରିବେଶ ସହିତ ହୁଳହୁଳି ଶବ୍ଦରେ ପ୍ରାକମ୍ପିତ ହୋଇଥିଲା l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖୋରଧା ଜ଼ିଲା ଯାଦବ ସମିତି ର ସାଙ୍ଗଠନିକ ସମ୍ମିଳନୀ

ଖୋରଧା ଜ଼ିଲା ଯାଦବ ସମିତି ର ସାଙ୍ଗଠନିକ ସମ୍ମିଳନୀ

May 7, 2026
ଦେଶୀ ବନ୍ଧୁକ ତିଆରି କାରଖାନା ଠାବ : ୩ଟି ଦେଶୀ ବନ୍ଧୁକ ସହ ବ୍ୟବହୃତ ସାମଗ୍ରୀ ଜବତ : ଜଣେ ଗିରଫ

ଦେଶୀ ବନ୍ଧୁକ ତିଆରି କାରଖାନା ଠାବ : ୩ଟି ଦେଶୀ ବନ୍ଧୁକ ସହ ବ୍ୟବହୃତ ସାମଗ୍ରୀ ଜବତ : ଜଣେ ଗିରଫ

May 7, 2026
ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

May 7, 2026
ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

May 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖୋରଧା ଜ଼ିଲା ଯାଦବ ସମିତି ର ସାଙ୍ଗଠନିକ ସମ୍ମିଳନୀ

ଖୋରଧା ଜ଼ିଲା ଯାଦବ ସମିତି ର ସାଙ୍ଗଠନିକ ସମ୍ମିଳନୀ

May 7, 2026
ଦେଶୀ ବନ୍ଧୁକ ତିଆରି କାରଖାନା ଠାବ : ୩ଟି ଦେଶୀ ବନ୍ଧୁକ ସହ ବ୍ୟବହୃତ ସାମଗ୍ରୀ ଜବତ : ଜଣେ ଗିରଫ

ଦେଶୀ ବନ୍ଧୁକ ତିଆରି କାରଖାନା ଠାବ : ୩ଟି ଦେଶୀ ବନ୍ଧୁକ ସହ ବ୍ୟବହୃତ ସାମଗ୍ରୀ ଜବତ : ଜଣେ ଗିରଫ

May 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version