• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଉତ୍କଳ ସମ୍ମିଳନୀ -ନୟାଗଡ ଶାଖା : “ବନ୍ଦେ ମାତରମ୍” ର ୧୫୦ ବର୍ଷ ପୂର୍ତ୍ତି ପାଳନ ଜନଶକ୍ତିସରକାରୀ ଉଚ୍ଚ ବିଦ୍ୟାଳୟ, ଚାହାଳି, ନୟାଗଡ

Proprietor Abhimanyu Maharana by Proprietor Abhimanyu Maharana
January 29, 2026
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ଉତ୍କଳ ସମ୍ମିଳନୀ -ନୟାଗଡ ଶାଖା : “ବନ୍ଦେ ମାତରମ୍” ର ୧୫୦ ବର୍ଷ ପୂର୍ତ୍ତି ପାଳନ ଜନଶକ୍ତିସରକାରୀ ଉଚ୍ଚ ବିଦ୍ୟାଳୟ, ଚାହାଳି, ନୟାଗଡ
Share on FacebookShare on TwitterWhatsapp

ନୟାଗଡ (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ ଅନ୍ତର୍ଗତ ଜନଶକ୍ତି ସରକାରୀ ଉଚ୍ଚ ବିଦ୍ୟାଳୟ ଚାହାଳୀଙ୍କ ଆନୁକୁଲ୍ୟରେ ଉତ୍କଳ ସମ୍ମିଳନୀ ନୟାଗଡ ଜିଲ୍ଲା ଶାଖା  “ବନ୍ଦେ ମାତରମ” ର ୧୫୦ ବର୍ଷ ପୂର୍ତ୍ତି ପାଳନ ଉପଲକ୍ଷେ ଛାତ୍ର/ଛାତ୍ରୀ ମାନଙ୍କ ମଧ୍ୟରେ ସଚେତନତା ପାଇଁ ଏକ କାର୍ଯ୍ୟକ୍ରମ ପ୍ରଧାନ ଶିକ୍ଷକ ନିରଞ୍ଜନ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।ଅତିଥି ମାନଙ୍କୁ ଉପଢୌକନ ଓ ବୃକ୍ଷ ଦେଇ ବିଦ୍ୟାଳୟ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା । ଛାତ୍ରୀ ଅର୍ଚ୍ଚିତା ଆଚାର୍ଯ୍ୟ “ବନ୍ଦେ ମାତରମ୍” ଗାନ କରିଥିଲେ । ବିଦ୍ୟାଳୟ ପଞ୍ଚସଖା ସେତୁ ସମ୍ପାଦକ ଜ୍ଞାନ ପ୍ରକାଶ ବାରିକ ଅତିଥି ପରିଚୟ ଏବଂ କାର୍ଯ୍ୟକ୍ରମର ଆଭିମୁଖ୍ୟ ବର୍ଣ୍ଣନା କରିଥିଲେ । ମୁଖ୍ୟ ବକ୍ତା ପ୍ରାକ୍ତନ ଅଧ୍ୟକ୍ଷ ମହମ୍ମଦ ଉମାର୍ ମାଲିକ ଜାତୀୟ ଶିକ୍ଷାନୀତି – ୨୦୨୦ ର ଶିକ୍ଷ୍ୟା, ସଂସ୍କୃତି ଓ କୌଶଳ ମନ୍ତ୍ରକୁ ବୁଝାଇଥିଲେ ।

ସଂସ୍କୃତିର ପରିଚୟ, ଭାରତୀୟ ଉପମହାଦେଶ,ଜାତୀୟତାକୁ ଉଜ୍ଜୀବିତ ଉଦ୍ଦେଶ୍ୟରେ “ବନ୍ଦେ ମାତରମ୍” ର ଆବଶ୍ୟକତା ଦର୍ଶାଇଥିଲେ । ମୁଖ୍ୟ ଅତିଥି ଉତ୍କଳ ସମ୍ମିଳନୀ ନୟାଗଡ ଜିଲ୍ଲା ସଭାପତି,ପ୍ରାକ୍ତନ ପ୍ରଧାନ ଶିକ୍ଷୟିତ୍ରୀ ତଥା ଆନର୍ଜାତିକ ଖ୍ୟାତିସମ୍ପନ୍ନ ଲେଖିକା ଶ୍ରୀମତୀ ବସିରନ୍ ବିବି ଉତ୍କଳ ସମ୍ମିଳନୀର ଗଠନ ଓ ଆବଶ୍ୟକତା ତଥା ଓଡ଼ିଶା ଅସ୍ମିତାର ବାହକ ବୋଲି କହିବା ସହିତ “ବନ୍ଦେ ମାତରମ୍” ଉପରେ ଆଲୋକପାତ କରିଥିଲେ ।

ସମ୍ମାନୀତ ଅତିଥି ବରିଷ୍ଠ ସାମ୍ବାଦିକ ତଥା ସାହିତ୍ୟିକ ଗୋକୁଳ କୁମାର ଷଡ଼ଙ୍ଗୀ ଛାତ୍ର ସମାଜରେ “ବନ୍ଦେ ମାତରମ୍” ଗାନରେ ଜାତୀୟତା ଜାଗ୍ରତ ଉପରେ ବର୍ଣ୍ଣନା କରିବା ସହିତ ପିଲାମାନଙ୍କୁ ଶିକ୍ଷା ଗ୍ରହଣରେ ଏକାଗ୍ରତା ରଖିବାକୁ ଉପଦେଶ ଦେଇଥିଲେ । ବିଦ୍ୟାଳୟ ପଞ୍ଚସଖା ସେତୁର ସଭାପତି ଦିଲୀପ କୁମାର ମିଶ୍ର ଏବଂ ଅନ୍ତର୍ଯ୍ୟାମୀ ମିଶ୍ର ଉପସ୍ଥିତ ଥିଲେ । ବିଦ୍ୟାଳୟର ସମସ୍ତ ଶିକ୍ଷକ/ଶିକ୍ଷୟିତ୍ରୀ ଓ ଛାତ୍ର/ଛାତ୍ରୀ ମାନେ ସକ୍ରିୟ ଅଂଶ ଗ୍ରହଣ କାର୍ଯ୍ୟକ୍ରମର ଉପାଦେୟତା ଉପଲବ୍ଧି କରିଥିଲେ ।ପରିଶେଷରେ ଜ୍ଞାନ ପ୍ରକାଶ ବାରିକ ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଡି-ଷ୍ଟ୍ରିଟ୍‌ରେ ବେଦାନ୍ତ ପାୱାର୍‌ର ପ୍ରବେଶ, ଆର୍ଥିକ ବର୍ଷ ୨୦୩୩ ସୁଦ୍ଧା ୧୨ ଜିଗାୱାଟ୍‌କୁ ବୃଦ୍ଧି କରିବାକୁ ଲକ୍ଷ୍ୟ

Vedanta Power Debuts on D-Street, To Expand to 12 GW by FY33

June 23, 2026

ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

June 23, 2026
ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

June 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଡି-ଷ୍ଟ୍ରିଟ୍‌ରେ ବେଦାନ୍ତ ପାୱାର୍‌ର ପ୍ରବେଶ, ଆର୍ଥିକ ବର୍ଷ ୨୦୩୩ ସୁଦ୍ଧା ୧୨ ଜିଗାୱାଟ୍‌କୁ ବୃଦ୍ଧି କରିବାକୁ ଲକ୍ଷ୍ୟ

Vedanta Power Debuts on D-Street, To Expand to 12 GW by FY33

June 23, 2026
ଡି-ଷ୍ଟ୍ରିଟ୍‌ରେ ବେଦାନ୍ତ ପାୱାର୍‌ର ପ୍ରବେଶ, ଆର୍ଥିକ ବର୍ଷ ୨୦୩୩ ସୁଦ୍ଧା ୧୨ ଜିଗାୱାଟ୍‌କୁ ବୃଦ୍ଧି କରିବାକୁ ଲକ୍ଷ୍ୟ

ଡି-ଷ୍ଟ୍ରିଟ୍‌ରେ ବେଦାନ୍ତ ପାୱାର୍‌ର ପ୍ରବେଶ, ଆର୍ଥିକ ବର୍ଷ ୨୦୩୩ ସୁଦ୍ଧା ୧୨ ଜିଗାୱାଟ୍‌କୁ ବୃଦ୍ଧି କରିବାକୁ ଲକ୍ଷ୍ୟ

June 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version