• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କୋଚିଆଖାଲ ପ୍ରୀମିୟର କ୍ରିକେଟ ଲିଗ୍ ସିଜିନ୍ ୧ ,ମା ରାମଚଣ୍ଡୀ ବ୍ରଦର୍ସ ଟିମ ଚମ୍ପିୟାନ

Proprietor Abhimanyu Maharana by Proprietor Abhimanyu Maharana
January 29, 2026
in ଓଡ଼ିଶା, ଖେଳ, ଖୋର୍ଦ୍ଧା, ହୋମ୍
0
କୋଚିଆଖାଲ ପ୍ରୀମିୟର କ୍ରିକେଟ ଲିଗ୍ ସିଜିନ୍ ୧ ,ମା ରାମଚଣ୍ଡୀ ବ୍ରଦର୍ସ ଟିମ ଚମ୍ପିୟାନ
Share on FacebookShare on TwitterWhatsapp

ଖୋର୍ଦ୍ଧା  (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ବେଗୁନିଆ ବ୍ଲକ ଦେଉଳି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ କୋଚିଆଖାଲ ଗ୍ରାମସ୍ଥିତ ମା “ବଘେଇ କ୍ରିକେଟ କ୍ଲବ ଆନୁକୁଲ୍ୟରେ ଓ କ୍ଳବ ସଭାପତି ସଞ୍ଜୟ କୁମାର ପ୍ରଧାନଙ୍କ ଆବାହକତ୍ୱରେ କୋଚିଆଖାଲ ଖେଳପଡିଆଠାରେ ଆୟୋଜିତ ପ୍ରୀମିୟର କ୍ରିକେଟ ଲିଗ୍ ସିଜିନ୍ ୧ ଆଜି ଉଦଯାପିତ ହୋଇଯାଇଅଛି l ଏହି ପ୍ରୀମିୟର କ୍ରିକେଟ ଲିଗ ମ୍ୟାଚରେ ଚାରୋଟି କ୍ରିକେଟ ଦଳ ଅଂଶଗ୍ରହଣ କରିଥିଲେ, l ମା “ମଙ୍ଗଳା ୱାରିଅର କ୍ରିକେଟ ଦଳ ସହିତ ମା” ରାମଚଣ୍ଡୀ ବ୍ରଦର୍ସ କ୍ରିକେଟ ଦଳ ମଧ୍ୟରେ ଆଜିର ଫାଇନାଲ କ୍ରିକେଟ ମ୍ୟାଚ ଅନୁଷ୍ଠିତ ହୋଇଥିଲା l

ପ୍ରଥମେ ଟସ ଜିତି ମା ମଙ୍ଗଳା ୱାରିଅର ବ୍ୟାଟିଂର ନିଷ୍ପତି ନେଇ ନିର୍ଦ୍ଧାରିତ ୧୦ ଓଭରରେ ୭୭ ରନ ସଂଗ୍ରହ କରିଥିଲା ଜବାବରେ ମା ରାମଚଣ୍ଡୀ ବ୍ରଦର୍ସ ୮ ଓଭରରେ ୭୮ ରନ କରି ଚାମ୍ପିଅନ ହୋଇଥିଲା । ଏହି ଫାଇନାଲ କ୍ରିକେଟ ମ୍ୟାଚରେ ମୁଖ୍ୟଅତିଥି ଭାବେ ବେଗୁନିଆ -ବୋଲଗଡ଼ ନିର୍ବାଚନ ମଣ୍ଡଳୀର ବିଶିଷ୍ଟ ସମାଜସେବୀ ତଥା ବିଧାୟକ ପ୍ରାର୍ଥୀ ମନୋଜ କୁମାର ପ୍ରଧାନ ଯୋଗଦେଇ ଚିତାକର୍ଷକ ଖେଳକୁ ଦେଖିବା ସହିତ ଖେଳାଳିମାନଙ୍କୁ ଉତ୍ସାହ କରିଥିଲେ l

ଏହି ଫାଇନାଲ କ୍ରିକେଟ ମ୍ୟାଚକୁ ଭାଷ୍ୟକାର ଜମ୍ବେଶ୍ବର ମଙ୍ଗରାଜ, ସୋର ଭାବେ କାଳିଆ ମାନସିଂହ ,ଅମ୍ପାୟାର ଭାବେ ସଞ୍ଜୟ କୁମାର ପ୍ରଧାନ ଓ ବବୁଲ ପାହାଡ଼ାସିଂହ ଖେଳ ପରିଚାଳନା କରୁଥିଲେ l ମୁଖ୍ୟଅତିଥି ଶ୍ରୀ ପ୍ରଧାନ ଚାମ୍ପିୟନ ରାମଚଣ୍ଡୀ ବ୍ରଦର୍ସ କ୍ରିକେଟ ଟିମକୁ ଟ୍ରଫି ଆର୍ଥିକ ସହାୟତାରେ ପ୍ରଦାନ କରିଥିବାବେଳେ ରନର୍ସଅଫ ମା ମଙ୍ଗଳା ୱାରିଅର କ୍ରିକେଟ ଦଳକୁ ଟ୍ରଫି ସହିତ ଆର୍ଥିକ ସହାୟତା ପ୍ରଦାନ କରିଥିଲେ l ଏହି ଫାଇନାଲ କ୍ରିକେଟ ମ୍ୟାଚକୁ ମା “ବଘେଇ କ୍ରିକେଟ କ୍ଲବର ସମସ୍ତ ସଦସ୍ୟମାନେ ଉପସ୍ଥିତ ରହି ସହଯୋଗ କରିଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

June 23, 2026
କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026
ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା

ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା

June 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

June 23, 2026
କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version