• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

କରୋନାରେ ଆଖି ବୁଜିଲେ ଆଉ ଜଣେ କରୋନା ଯୋଦ୍ଧା – ହିଞ୍ଜିଳିକାଟୁ

Proprietor Abhimanyu Maharana by Proprietor Abhimanyu Maharana
September 23, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
କରୋନାରେ ଆଖି ବୁଜିଲେ ଆଉ ଜଣେ କରୋନା ଯୋଦ୍ଧା – ହିଞ୍ଜିଳିକାଟୁ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୨ ସେପ୍ଟେମ୍ବର ମଙ୍ଗଳବାର) ହିଞ୍ଜିଳିକାଟୁ :– ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ଅଂଚଳରେ ମଙ୍ଗଳବାର ଶୋକର ଛାୟା ଖେଳିଯାଇଛି । ମହାମାରୀ କରୋନାରେ ଆକ୍ରାନ୍ତ ହୋଇ ପୁଣି ଜଣେ ସ୍ଥାନୀୟ ଅଂଚଳର କରୋନା ଯୋଦ୍ଧାଙ୍କ ମୃତ୍ୟୁ ଘଟିଛି । ମୃତକ ଜଣକ ଦୈନିକ ଓଡ଼ିଆ ଖବରକାଗଜର ସମାଜର ସାମ୍ବାଦିକ ନିଳୟ ରଞ୍ଜନ ପଟ୍ଟନାୟକ (ଲିଟୁ) । ସେ ଗତ କିଛି ଦିନ ଧରି ଗଳା କର୍କଟ ରୋଗରେ ଆକ୍ରାନ୍ତ ହୋଇ ରାଜଧାନୀ ଭୂବନେଶ୍ୱର ସ୍ଥିତ ଏକ ଘରୋଇ ହସପିଟାଲରେ ଚିକିତ୍ସିତ ହୋଇ ଆସୁଥିଲେ । ସୁସ୍ଥ ହୋଇ ଘରକୁ ଫେରିବାର କିଛି ଦିନ ପରେ ପୁଣି ଥରେ ଅସୁସ୍ଥତା ଅନୁଭବ କରିବାରୁ ପୁଣିଥରେ ଭୂବନେଶ୍ୱର ସ୍ଥିତ ଏକ ଘରୋଇ ହସପିଟାଲରେ ଚିକିତ୍ସା ସକାଶେ ଭର୍ତି ହୋଇଥିଲେ । ନମୁନା ପରୀକ୍ଷା ପରେ କରୋନା ସଂକ୍ରମିତ ଥିବା ଜଣାପଡ଼ିଥିଲା । ତେବେ ଚିକିତ୍ସାଧିନ ସମୟରେ ସୋମବାର ବିଳମ୍ବିତ ରାତିରେ ମୃତ୍ୟୁ ଘଟିଥିବା ପରିବାର ପକ୍ଷରୁ ସୂଚନା ମିଳିଛି ।

ପୂର୍ବରୁ ସ୍ୱର୍ଗତ ପଟ୍ଟନାୟକ ହିଞ୍ଜିଳି ଅଂଚଳ ସକାଶେ ଦୈନିକ ଓଡ଼ିଆ ଖବରକାଗଜ ସମ୍ବାଦର ପ୍ରତିନିଧି ଭାବେ କାର୍ଯ୍ୟ କରି ଆସୁଥିଲେ । ଗତ ଜୁଲାଇ ୧୧ ତାରିଖରେ ସ୍ୱର୍ଗତ ପଟ୍ଟନାୟକଙ୍କ ସାନ ଭାଇ ରାଜ୍ୟର ପ୍ରଥମ କରୋନା ଯୋଦ୍ଧା ତଥା ସାମ୍ବାଦିକ ଓ ସମାଜ ଖବରକାଗଜର ହିଞ୍ଜିଳି ପ୍ରତିନିଧି ପ୍ରିୟଦର୍ଶୀ ପଟ୍ଟନାୟକ ମୃତ୍ୟୁ ପରେ ହିଞ୍ଜିଳି ଅଂଚଳ ସକାଶେ ପ୍ରତିନିଧି ଭାବେ ଗତ କିଛି ଦିନ ଧରି କାର୍ଯ୍ୟ କରୁଥିବାର ଜଣାପଡ଼ିଛି । ସ୍ୱର୍ଗତ ପଟ୍ଟନାୟକଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ସ୍ଥାନୀୟ ଅଂଚଳରେ ଶେକାର ଛାୟା ଖେଳିଯାଇଛି । ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ବରିଷ୍ଟ ବିଜେପି ନେତା ପୂର୍ବତନ ରାଜ୍ୟ ଉପସଭାପତି ଦେବାନନ୍ଦ ମହାପାତ୍ର ଓ ବହୁ ବିଶିଷ୍ଟ ବ୍ୟକ୍ତି ମୃତକଙ୍କ ପରିବାରଙ୍କୁ ଭେଟି ଗଭୀର ସମବେଦନଦା ଜଣାଇବା ସହ ଅମର ଆତ୍ମାର ସଦଗତି ସକାଶେ ପ୍ରାର୍ଥନା କରିଛନ୍ତି । ୩ମାସ ପୂର୍ବରୁ ସାନଭାଇଙ୍କ ମୃତ୍ୟୁ ଘଟିଥିବା ବେଳେ ସୋମବାର ବିଳମ୍ବିତ ରାତିରେ ମଝ୍ରିଆ ଭାଙ୍କ ମୃତ୍ୟୁ ଘଟିବା ପରେ ପରିବାରରେ ଦୁଃଖର କଳାବାଦଲ ଘୋଟି ଆସିଛି । (ହିଞ୍ଜିଳିକାଟୁ/ଶୁସାନ୍ତ ପ୍ରଧାନ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

July 2, 2026
ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

July 2, 2026
ଘୁଷୁରାମୁଣ୍ଡା ଅଙ୍ଗନବାଡି ବିବାଦର ଅନ୍ତ : ମାତୃମଣ୍ଡଳୀଙ୍କୁ ରୋଷେଇ ଦାୟିତ୍ୱ, ଖୋଲିଲା ତାଲା

ଘୁଷୁରାମୁଣ୍ଡା ଅଙ୍ଗନବାଡି ବିବାଦର ଅନ୍ତ : ମାତୃମଣ୍ଡଳୀଙ୍କୁ ରୋଷେଇ ଦାୟିତ୍ୱ, ଖୋଲିଲା ତାଲା

July 2, 2026
କଣ୍ଟାବାଞ୍ଜି ଉତ୍କଳ ବାଳାଶ୍ରମରେ 4 ଦିନିଆ ସ୍ୱଚ୍ଛତା ଅଭିଯାନ ସମ୍ପନ୍ନ : ଶିଶୁଙ୍କୁ ସ୍ୱାସ୍ଥ୍ୟ-ସଚେତନତାର ପାଠ

କଣ୍ଟାବାଞ୍ଜି ଉତ୍କଳ ବାଳାଶ୍ରମରେ 4 ଦିନିଆ ସ୍ୱଚ୍ଛତା ଅଭିଯାନ ସମ୍ପନ୍ନ : ଶିଶୁଙ୍କୁ ସ୍ୱାସ୍ଥ୍ୟ-ସଚେତନତାର ପାଠ

July 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

July 2, 2026
ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

July 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version