ବାଙ୍କୀ (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- କଟକ ଜିଲ୍ଲାପାଳ ଦତ୍ତାତ୍ରୟ ଭାଉ ସାହେବ ସିଦ୍ଧେ ବାଙ୍କୀ ଗ୍ରସ୍ତରେ ଆସି ଡମପଡ଼ା ବ୍ଲକ ସମ୍ମିଳନୀ କକ୍ଷରେ ଉପଖଣ୍ଡର ବିଭିନ୍ନ ଉନ୍ନୟମୂଳକ କାର୍ଯ୍ୟର ଅଗ୍ରଗତି ସଂପର୍କରେ ବିଭାଗୀୟ ଅଧିକାରୀମାନଙ୍କ ସହିତ ଆଲୋଚନା କରିଥିଲେ ଓ କିପରି ସମସ୍ତ କାର୍ଯ୍ୟକୁ ଧାର୍ଯ୍ୟ ସମୟ ଭିତରେ ଶେଷ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ବୈଠକରେ ବାଙ୍କୀ ତହସିଲର ଅପରାଜିତା ପରିଡା, ନିରୂପମା ପଲେଇ, ରଘୁନାଥ ସେଠୀ,















