ବାଙ୍କୀ (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ସଭାପତି ସୁବାସ ପାଢ଼ୀଙ୍କ ନିର୍ଦ୍ଦେଶକ୍ରମେ ଆଜି ନୂଆପାଟଣା ଗ୍ରାମର ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ବାନ୍ଧଶିଳ୍ପୀ କାରିଗର ଶରତ ପାତ୍ର ପଦ୍ମଶ୍ରୀ ପାଇଁ ମନୋନୀତ ହୋଇଥିବାରୁ ତାଙ୍କୁ ସମ୍ବର୍ଦ୍ଧିତ କରାଯାଇଛି ।



© 2023 Odisha Taza News.