• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୨୨ତମ ଧଉଳି-କଳିଙ୍ଗ ମହୋତ୍ସବ : ଐତିହାସିକ ଧଉଳି ପାହାଡର ପାଦ ଦେଶ

Proprietor Abhimanyu Maharana by Proprietor Abhimanyu Maharana
February 3, 2026
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
୨୨ତମ ଧଉଳି-କଳିଙ୍ଗ ମହୋତ୍ସବ : ଐତିହାସିକ ଧଉଳି ପାହାଡର ପାଦ ଦେଶ
Share on FacebookShare on TwitterWhatsapp

୬ -୯ ଫେବୃୟାରୀ, ୨୦୨୬, ୬ଘ.୩୦ ମିରୁ ୯ ଘଟିକା ପର୍ଯନ୍ତ

ଐତିହାସିକ ଧଉଳି ପାହାଡର ପାଦ ଦେଶ

ଭୁବନେଶ୍ବର (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡିଶା ଓ ଓଡିଶା ତ୍ୟାନ୍ସ ଏକାଡେମୀ ସହଯୋଗ: ସଂସ୍କୃତି ମନ୍ତ୍ରଣାଳୟ ଓ ପର୍ଯ୍ୟଟନ ମନ୍ତ୍ରଣାଳୟ, ଭାରତ ସରକାର ଏବଂ ଆର୍ଟ ଭିଜନ, ଭୁବନେଶ୍ବର ଓଡିଶା ସରକାର, ରାଜ୍ୟର ସଂସ୍କୃତି ଓ ପର୍ଯ୍ୟଟନର ବିଶ୍ୱ ବ୍ୟାପି ପ୍ରଚାର, ପ୍ରସାର ଓ ବିକାଶ ଉଦ୍ଦେଶ୍ୟ ନେଇ କାର୍ଯ୍ୟରତ । ଓଡିଶାକୁ ବିଶ୍ବ ମାନଚିତ୍ରରେ ଏକ ପ୍ରମୁଖ ସାଂସ୍କୃତିକ ଓ ପର୍ଯ୍ୟଟନ କ୍ଷେତ୍ର ଭାବେ ଉପସ୍ଥାପିତ କରିବା ପାଇଁ ରାଜ୍ୟ ସରକାର ସର୍ବଦା ଚେଷ୍ଟା କରି ଆସୁଅଛନ୍ତି ।

ବିଶେଷ କରି ସାଂସ୍କୃତିକ ପର୍ଯ୍ୟଟନ ସ୍ଥଳିର ବିକାଶ, ଜାତୀୟ ଐତିହର ସୁରକ୍ଷା, ପର୍ଯାବରଣ ପର୍ଯ୍ୟଟନର ପ୍ରସାର କରି ଦେଶ ବିଦେଶରୁ ବହୁ ସଂଖ୍ୟକ ପର୍ଯ୍ୟଟକଙ୍କୁ ଓଡିଶାମୁଖୀ କରିବା ସରକାରଙ୍କର ଲକ୍ଷ୍ୟ । ଏହି ପରିପ୍ରେକ୍ଷିରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡିଶା ଓ ଓଡିଶା ତ୍ୟାନ୍ସ ଏକାଡେମୀର ମିଳିତ ଆନୁକୂଲ୍ୟରେ ଆସନ୍ତା ଫେବୃୟାରୀ ୬ ତାରିଖରୁ ୮ ତାରିଖ ପର୍ଯ୍ୟନ୍ତ ପାଳିତ ହେବାକୁ ଯାଉଛି ୨୨ ତମ ଧଉଳି-କଳିଙ୍ଗ ମହୋତ୍ସବ ।

ପ୍ରତି ବର୍ଷ ଫେବୃୟାରୀ ମାସରେ ଏହି ମହୋତ୍ସବ ବିଶ୍ବ ପ୍ରସିଦ୍ଧ ଧଉଳି ପାହାଡର ପାଦ ଦେଶରେ ଅନୁଷ୍ଠିତ ହୋଇଥାଏ । ଦେଶ ବିଦେଶରୁ ଖ୍ୟାତି ସମ୍ପନ୍ନ କଳାକାର ମାନେ ନୃତ୍ୟ ଓ ସଙ୍ଗୀତ ମାଧ୍ଯମରେ ଏହିଠାରେ ଅବସ୍ଥିତ ଶାନ୍ତି ସ୍ତୂପକୁ ସାକ୍ଷୀ କରି ଶାନ୍ତି ଓ ମୈତ୍ରୀର ବାର୍ତା ପ୍ରଦାନ କରିଥାନ୍ତି । ଧଉଳି- କଳିଙ୍ଗ ମହୋତ୍ସବରେ ନୃତ୍ୟ ଶିଳ୍ପୀମାନେ ଭାରତୀୟ ଶାସ୍ତ୍ରୀୟ ନୃତ୍ୟ, ସଙ୍ଗୀତ,

ଲୋକ ନୃତ୍ୟ ଏବଂ ଦେଶ ବିଦେଶର ସମର କଳା ପ୍ରଦର୍ଶିତ କରି ଶାନ୍ତି ଓ ମୈତ୍ରୀର ବାର୍ଭା ପ୍ରେରଣ କରିଥାଏ । ଏହି ଉତ୍ସବର ଆଉ ଏକ ପ୍ରମୁଖ ଲକ୍ଷ ହେଲା ଦେଶର ଯୁବକ ସମାଜ ବିଶେଷ କରି ଛାତ୍ର ଓ ଛାତ୍ରୀ ମାନଙ୍କୁ ଭାରତୀୟ ସଂସ୍କୃତିର ମହାନ ଗୌରବୋଜ୍ଜ୍ବଳ ଐତିହ ଓ ପରମ୍ପରା ବିଷୟରେ ନୃତ୍ୟ ଓ ସଙ୍ଗୀତ ମାଧ୍ୟମରେ ସଚେତନ କରାଇବା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026
ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା

ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା

June 23, 2026
ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

June 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version