• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ବହୁ ଚର୍ଚ୍ଚିତ ବେଲଘର ହାତୀ ମୃତ୍ୟୁ ଘଟଣାରେ ଆଉ ୪ ଗିରଫ : ଦୁଇଟି ୪୦୭ ଗାଡ଼ି ସହ ବିଭିନ୍ନ ମରଣାସ୍ତ୍ର ଜବତ

Proprietor Abhimanyu Maharana by Proprietor Abhimanyu Maharana
February 4, 2026
in ଅପରାଧ, ଓଡ଼ିଶା, କନ୍ଧମାଳ, ହୋମ୍
0
ବହୁ ଚର୍ଚ୍ଚିତ ବେଲଘର ହାତୀ ମୃତ୍ୟୁ ଘଟଣାରେ ଆଉ ୪ ଗିରଫ : ଦୁଇଟି ୪୦୭ ଗାଡ଼ି ସହ ବିଭିନ୍ନ ମରଣାସ୍ତ୍ର ଜବତ
Share on FacebookShare on TwitterWhatsapp

ବାଲିଗୁଡ଼ା (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ବହୁ ଚର୍ଚ୍ଚିତ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନଖଣ୍ଡ ଅଧିନସ୍ଥ ବେଲଘର ବନାଞ୍ଚଳର ମୁଣ୍ଡୁଟି ଜଙ୍ଗଲ ରେ ହାତୀ ମୃତ୍ୟୁ ଘଟଣା ସାମ୍ନାକୁ ଆସିବା ପରେ ପ୍ରଥମେ ବେଲଘର ଡେପୁଟି ରେଞ୍ଜର ବିନୟ କୁମାର ବିଶିଙ୍କୁ ନିଲମ୍ବନ କରାଯିବା ପରେ ତାଙ୍କ ଡ଼୍ରାଇଭର ହୃଷିକେଶ ପଣ୍ଡାକୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିଲା ଓ ପରେ ତଦନ୍ତରେ ଅବହେଳା ଯୋଗୁଁ ଏସିଏଫ୍ ସୂର୍ଯ୍ୟକାନ୍ତ ବେହେରାଙ୍କୁ ନିଲମ୍ବନ କରିବା ସହ ଘଟଣାରେ ସଂପୃକ୍ତ ଜେସିବି ଡ୍ରାଇଭର ପ୍ରଶାନ୍ତ ସାହୁ ଓ ଝିରିପାଣି ଗ୍ରାମର ଜଣେ ଶିକାରୀ ଜୟମଙ୍ଗଳ ପାତ୍ରକୁ ଗିରଫ କରିଥିଲା ବନ ବିଭାଗ ।

ଘଟଣାରେ ପୂର୍ବ ରୁ ଜଣେ ଶିକାରୀ ସମେତ ୩ ଜଣ ଗିରଫ ହୋଇଥିବା ବେଳେ ମଙ୍ଗଳବାର ବନ ବିଭାଗ ପୁଣି ଝିରିପାଣି ଅଞ୍ଚଳରୁ ଦୁଇ ଶିକାରୀ ଏବଂ କେସିଙ୍ଗା ଅଞ୍ଚଳ ରୁ ଦୁଇ ଜଣ ଶିକାରୀ ସିକସନ ପାତ୍ର, ଥବିର ପାତ୍ର, ଅଲେଖ ନିଆଲ୍ ଓ ଦୁଷ୍ମନ୍ତ ପୋଢ଼ୋ ଙ୍କୁ ଘରୁ ଉଠାଇ ଆଣି ଗିରଫ କରିଛି, ସେମାନଙ୍କ ନିକଟରୁ ୩ଟି ଦେଶୀ ବନ୍ଧୁକ, ବର୍ଚ୍ଚା, ଧନୁ, ତୀର, ତାର ସମେତ ଜଙ୍ଗଲି ଜନ୍ତୁ ହରିଣ ଛାଲ, ସମ୍ବର ସିଙ୍ଗ ଦାନ୍ତ, ନଖ,

ଚମଡ଼ା ଜବତ କରିବା ସହ ହାତୀର ଶବ ବେଲଘରରୁ କେସିଙ୍ଗା ନିକଟସ୍ଥ ତହଁସିର ଡ୍ୟାମ୍ ରେ ହାତୀର ଖଣ୍ଡ ବିଖଣ୍ଡିତ ଶବ ପୋତିବା ରେ ସହଯୋଗ କରିଥିବା ଘଟଣାରେ ଦୁଇଟି ୪୦୭ ଗାଡ଼ି କୁ ମଧ୍ୟ ଜବତ କରାଯାଇଛି । ଏ ନେଇ ବନ ବିଭାଗ କେଶ ନଂ. ୭୨/୨୬ ପ୍ରକାରେ ଏକ ମକଦ୍ଦମା ରୁଜୁ କରି ଏହି ଘଟଣା ରେ ଆଉ କିଏ କିଏ ସଂଶ୍ଲିଷ୍ଟ ଅଛନ୍ତି, ସେ ନେଇ ତଦନ୍ତ ଅବ୍ୟାହତ ଥିବା ବିଷୟ ବନ ବିଭାଗ ପକ୍ଷରୁ କୁହାଯାଇଛି l ସୂଚନା ଯୋଗ୍ୟ ଯେ, ବେଲଘର ହାତୀ ମୃତ୍ୟୁ ଘଟଣାକୁ ଚପାଇ ଦେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଜୋର ଧରିଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖୋର୍ଦ୍ଧା ରୋଡ୍ ମଣ୍ଡଳ ଦ୍ୱାରା ୮୦ତମ ସ୍ୱାଧୀନତା ଦିବସ ପାଳିତ 

Khurda Road Division Celebrates 80th Independence Day

August 16, 2026
ଖୋର୍ଦ୍ଧା ରୋଡ୍ ମଣ୍ଡଳ ଦ୍ୱାରା ୮୦ତମ ସ୍ୱାଧୀନତା ଦିବସ ପାଳିତ 

ଖୋର୍ଦ୍ଧା ରୋଡ୍ ମଣ୍ଡଳ ଦ୍ୱାରା ୮୦ତମ ସ୍ୱାଧୀନତା ଦିବସ ପାଳିତ 

August 16, 2026
ବିରିଡି ବ୍ଲକ ରେ 80 ତମ ସ୍ୱାଧୀନତା ଦିବସ ପାଳିତ

ବିରିଡି ବ୍ଲକ ରେ 80 ତମ ସ୍ୱାଧୀନତା ଦିବସ ପାଳିତ

August 16, 2026
ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

August 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖୋର୍ଦ୍ଧା ରୋଡ୍ ମଣ୍ଡଳ ଦ୍ୱାରା ୮୦ତମ ସ୍ୱାଧୀନତା ଦିବସ ପାଳିତ 

Khurda Road Division Celebrates 80th Independence Day

August 16, 2026
ଖୋର୍ଦ୍ଧା ରୋଡ୍ ମଣ୍ଡଳ ଦ୍ୱାରା ୮୦ତମ ସ୍ୱାଧୀନତା ଦିବସ ପାଳିତ 

ଖୋର୍ଦ୍ଧା ରୋଡ୍ ମଣ୍ଡଳ ଦ୍ୱାରା ୮୦ତମ ସ୍ୱାଧୀନତା ଦିବସ ପାଳିତ 

August 16, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version