• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡ଼ିଶା ଆଦର୍ଶ ବିଦ୍ୟାଳୟ ବାର୍ଷିକୋତ୍ସବ ମିଲେଞ୍ଜ – ୨୦୨୬

Proprietor Abhimanyu Maharana by Proprietor Abhimanyu Maharana
February 6, 2026
in ଓଡ଼ିଶା, ପୁରୀ, ହୋମ୍
0
ଓଡ଼ିଶା ଆଦର୍ଶ ବିଦ୍ୟାଳୟ ବାର୍ଷିକୋତ୍ସବ ମିଲେଞ୍ଜ – ୨୦୨୬
Share on FacebookShare on TwitterWhatsapp

ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ପୁରୀ ସଦର ବ୍ଲକ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ବାର୍ଷିକୋତ୍ସବ ବାଲିଗୁଆଳି ବାଲୁଖଣ୍ଡ ଠାରେ ଶୁକ୍ରବାର ମିଲେଞ୍ଜ -୨୦୨୬ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏହି ବାର୍ଷିକୋତ୍ସବରେ ପୁରୀ ସଦର ବ୍ଲକ ଉନ୍ନୟନ ଅଧିକାରୀ ସମ୍ବିତ ଶତପଥୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଲେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ବର୍ତ୍ତମାନ ସମୟରେ ଓଡ଼ିଶାର ଶିକ୍ଷା କ୍ଷେତ୍ରରେ ମୁଖ୍ୟ ଭୂମିକା ଗ୍ରହଣ କରିଛି ।

ମୁଖ୍ୟବକ୍ତା ଭାବେ ସାମନ୍ତ ଚନ୍ଦ୍ରଶେଖର ମହାବିଦ୍ୟାଳୟର ଅବସର ପ୍ରାପ୍ତ ପ୍ରାଧ୍ୟାପକ ଡ଼ଃ ଦୁର୍ଗାମାଧବ ନନ୍ଦ, ସ୍ଵତନ୍ତ୍ର ଅତିଥି ଭାବେ ବିଜେବି ସ୍ଵୟଂ ଶାସିତ ମହାବିଦ୍ୟାଳୟର ସହକାରୀ ପ୍ରାଧ୍ୟାପକ ଡଃ ଆଶୁତୋଷ ମଲ୍ଲିକ ଯୋଗ ଦେଇଥିଲେ କହିଲେ ଛାତ୍ରଛାତ୍ରୀମାନେ ଶିକ୍ଷା ଗ୍ରହଣ କରିବା ସହ ଉତ୍ତମ ଚରିତ୍ର ଗଠନ ଏବଂ ଜଣେ ଜଣେ ଭଲ ମଣିଷ ହେବା ପାଇଁ ପରାମର୍ଶ ଦେଇଥିଲେ । ସମ୍ମାନୀତ ଅତିଥି ଭାବେ ସଦର ବ୍ଲକ ପ୍ରାକ୍ତନ ବ୍ଲକ ଶିକ୍ଷାଧିକାରୀ ପ୍ରମୋଦ କର,ବାଲିଗୁଆଲି ପଞ୍ଚାୟତ ସରପଞ୍ଚ ସିଲୁ ସେନାପତି, ବେଲଦଳ ସରପଞ୍ଚ ବିପିନ ଦାସ,

ଶାରଦା ବିହାର ହାଇ ସ୍କୁଲର ପ୍ରଧାନଶିକ୍ଷକ ସୁବାସ ଚନ୍ଦ୍ର ସାହୁ, ଅବସରପ୍ରାପ୍ତ ଜିଲ୍ଲା ବିଜ୍ଞାନ ପର୍ଯ୍ୟବେକ୍ଷକ ରବୀନ୍ଦ୍ରନାଥ ସ୍ୱାଇଁ, ଗୋପ ବ୍ଲକ ଆଦର୍ଶ ବିଦ୍ୟାଳୟର ଅଧକ୍ଷ ଚିନ୍ମୟ ସେନାପତି। ସତ୍ୟବାଦୀ ଆଦର୍ଶ ବିଦ୍ୟାଳୟର ଅଧକ୍ଷ ବିଶ୍ଵନାଥ ପାଢ଼ୀ, ଓ ବ୍ରହ୍ମଗିରି ଆଦର୍ଶ ବିଦ୍ୟାଳୟର ଅଧକ୍ଷ ମୋହନ ରାଉତ ପ୍ରମୁଖ ଯୋଗ ଦେଇ ଛାତ୍ର ଛାତ୍ରୀମାନଙ୍କୁ ଉଦବୋଧନ ଦେଇଥିଲେ । ପ୍ରଥମେ ଆମନ୍ତ୍ରିତ ଅତିଥିମାନେ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରଦୀପ ପ୍ରଜ୍ଜ୍ୱଳନ କରିବା ପରେ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ସ୍ବାଗତ ସଙ୍ଗୀତ ଗାନ କରିଥିଲେ ।

ପରେ ପରେ ପୁରୀ ଆଦର୍ଶ ବିଦ୍ୟାଳୟର ଅଧ୍ୟକ୍ଷ ରମେଶ କୁମାର ଦଳବେହେରା ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ବିଦ୍ୟାଳୟର ବାର୍ଷିକ ବିବରଣୀ ପାଠ କରିଥିଲେ ନିବେଶ୍ଵିତା ସାବୁତ । ପରେ ପରେ ରାଜ୍ୟ ଏବଂ ଜାତୀୟ ସ୍ତରରେ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ର ଛାତ୍ରୀମାନଙ୍କୁ ମୁଖ୍ୟ ଅତିଥି ଶ୍ରୀ ଶତପଥି ପୁରସ୍କାର ବିତରଣ କରିଥିଲେ ।

ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପୁରୀର ଖେଳ ପଡିଆ ନଥିବା ଜାଣିବା ପରେ ବ୍ଲକ ଉନ୍ନୟନ ଅଧିକାରୀ ସମ୍ବିତ ଶତପଥୀ ଏବଂ ବଳିଗୁଆଲି ସରପଞ୍ଚ ସିଲୁ ସେନାପତି ଆଗାମୀ ଦିନରେ ଏକ ଉନ୍ନତ ମାନର ଖେଳ ପଡିଆ ପ୍ରସ୍ତୁତ କରିବା ପାଇଁ ସମସ୍ତ ସହାୟତା ପ୍ରଦାନ କରିବା ପାଇଁ ପ୍ରତିଶ୍ରୁତି ଦେଇଥିଲେ । ଶେଷରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ଵାର ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । କାର୍ଯ୍ୟକ୍ରମକୁ ବିଦ୍ୟାଳୟର ପରିଚାଳନା କମିଟିର ସଦସ୍ୟ ସଦସ୍ୟାଙ୍କ ସମେତ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀମାନେ ପରିଚାଳନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

April 29, 2026
ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

April 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version